Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟାଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡକ୍ଟର ବିଜୟ କୁମାର ସାହୁ ମଙ୍ଗଳବାର ଯାଜପୁର ଜିଲ୍ଲା ଗସ୍ତ କରିଥିଲେ । ଯାଜପୁର ଜିଲ୍ଲାରେ ନିର୍ମାଣଧୀନ ଆଦର୍ଶ ବିଦ୍ୟାଳୟଗୁଡ଼ିକୁ ସେ ବୁଲି ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ । ଯାଜପୁର ଜିଲ୍ଲା…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ସେନା ଉପମୁଖ୍ୟ ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ସେନାର ନବ ନିଯୁକ୍ତ ଉପମୁଖ୍ୟ (ଭାଇର୍ସ ଚିଫ୍) ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଧରି ସାଧାରଣ ଭକ୍ତଙ୍କ ପରି ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା…

ପାର୍ବତୀ ଗିରିଙ୍କ  ୯୫ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ  ୯୫ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଅନୁଷ୍ଠିତ ହୋଇଯାଇଛି। ଦେଶସେବା ସହ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟ…

ମୋ ସ୍କୁଲ ଅଭିଯାନରେ ସାମିଲ ହେବ ୧୦୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସାମିଲ ହେବାକୁ ଯାଉଛି ୧୦୦ ସ୍କୁଲ। ଏପରିକି ଛାତ୍ରଛାତ୍ରୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିହେବ ବୋଲି ସୂଚନା ମିଳିଛି। ତୋଷାଳି ଭବନସ୍ଥିତ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ କାର୍ଯ୍ୟାଳୟରେ ‘ମୋ ସ୍କୁଲ ଅଭିଯାନ’ର ୭ମ ପରିଚାଳନା ପରିଷଦ ବୈଠକ ଆଜି…

ପର୍ବତାରୋହଣ ଅଭିମୁଖେ ପର୍ବତାରୋହୀ

ଭୁବନେଶ୍ବର : ଆସନ୍ତାକାଲିଠୁ ହିମାଳୟରେ ଟ୍ରେକିଂ ଅଭିଯାନ ଆରମ୍ଭ କରିବେ ଗିନିଜ୍ ଓ୍ବାର୍ଲ୍ଡ ରେକର୍ଡଧାରୀ ସତ୍ୟପୀର ପ୍ରଧାନ । ଯାହାର ଫ୍ଲାଗ ଅଫ୍ କରିଛନ୍ତି ଓଲିଉଡ୍ ଅଭିନେତା ବାବୁଶାନ୍ । ଏହି ଅଭିଯାନରେ ରାଜ୍ୟର ୨୩ ଜଣ ଯୁବକ ସାମିଲ ହୋଇଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାର ୨୩ ଜଣ ଯୁବକ…

ଖୁବ୍‌ଶୀଘ୍ର ୨ ହଜାରରୁ ଅଧିକ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ ହେବ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସୁଛନ୍ତି । ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ଏହା…

ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ମୃତ

ମାଲକାନଗିରି: ବାଇକ ସହ ବାଇକର ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ସୋଇଛି। ମାଲକାନଗିରି ଜିଲ୍ଲା ବିଜାପୁର ଘାଟିରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୋଟିଏ ବାଇକ୍…

ଆଜି ରାଜ୍ୟରେ ୮୮% ଟିକାଦାନ, ୧୩ ଜିଲ୍ଲାରେ ଶତ ପ୍ରତିଶତ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ କୋଭିଡ ଟିକାକରଣର ଆଜି ଥିଲା ତୃତୀୟ ଦିନ। ଆଜି ରାଜ୍ୟରେ ମୋଟ୍ ୧୪ ହଜାର ୨୯୧ ଜଣ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ୧୮୧ ସେସନରେ ୮୮% ଟିକାଦାନ ହୋଇଛି। ଭଦ୍ରକ ଜିଲ୍ଲାରେ ସର୍ବାଧିକ ୧୪୮% ଟିକାଦାନ ହୋଇଛି। ୧୩ଟି ଜିଲ୍ଲାରେ ଶତ ପ୍ରତିଶତ ବା ତାଠାରୁ ଅଧିକ…

ଓଡ଼ିଶାରେ ୩ ଲକ୍ଷ ୩୦ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୦୫୧ରେ ପହଞ୍ଚିଛି। ଅଧିକ ପଢନ୍ତୁ- ରାଜ୍ୟର ୧୨…

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଆରିଥ୍‌ମିଆ ଚିକିତ୍ସା ଉପଲବ୍ଧ

ଭୁବନେଶ୍ୱର: ହୃଦ୍‌ସ୍ପନ୍ଦନରେ ସମସ୍ୟା ସୃଷ୍ଟି କରୁଥିବା ବ୍ୟାଧି ଆରିଥ୍‌ମିଆର ଚିକିତ୍ସା ଏବେ ସମ୍ ଅଲଟିମେଡ କେୟାରରେ ଉପଲବ୍ଧ । ଓଡ଼ିଶାର ପ୍ରଥମ କର୍ପୋରେଟ୍ ହସ୍ପିଟାଲ୍ ଭାବେ ସମସ୍ତ ଅତ୍ୟାଧୁନିକ ଉପକରଣ ସହ ସ୍ୱତନ୍ତ୍ର ଇଲେକ୍ଟ୍ରୋଫିଜିଓଲୋଜି ଲାବାରୋଟୋରି ସମ୍ମମ୍‌ରେ ଆରମ୍ଭ ହୋଇଛି ।…