Latest Odisha News

BREAKING NEWS

Browsing Category

ଓଡିଶା

Odisha

Pravat Balabantaray Resign: ଧର୍ମଶାଳା ରାଜନୀତିରେ ହଲଚଲ୍‌; ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ…

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ । ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ । ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ…

Co-operative Society Secretary Arrest: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ସମବାୟ ସମିତି ସମ୍ପାଦକ

କେନ୍ଦ୍ରାପଡା: ଭିଜିଲାନ୍ସ ଜାଲରେ ଫସିଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଧୀରେନ୍ଦ୍ର ମହାନ୍ତି । ଆଜି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି । ମହୁ ସମବାୟ ସମିତିରୁ ଖରିଫ୍‌ ଋଣ କରାଇଦେବା ପାଇଁ ଜଣେ ଚାଷୀଙ୍କ…

odisha bhavan:ଆଉ ୩ ସହରରେ ନିର୍ମାଣ ହେବ ଓଡ଼ିଶା ଭବନ !

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ(odisha bhavan) ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର…

ସାଂସଦ ସୁଲତା ଦେଓଙ୍କୁ ଦୁଷ୍କର୍ମ ଧମକ; କର୍ମୀଙ୍କ ବିରୋଧରେ ମହିନ୍ଦ୍ରା ଗ୍ରୁପର ତଦନ୍ତ…

ଭୁବନେଶ୍ୱର: ଓଡ଼ିଶା ସାଂସଦ ସୁଲତା ଦେଓଙ୍କୁ ଦୁଷ୍କର୍ମ ଧମକ ଦେବା ଅଭିଯୋଗରେ ପ୍ରତିକ୍ରିୟା ରଖିଛି ମହିନ୍ଦ୍ରା ଗ୍ରୁପ୍। କମ୍ପାନୀ ପକ୍ଷରୁ ଏହି ଘଟଣାକୁ "ମର୍ଯ୍ୟାଦାହୀନ ଏବଂ ଅତ୍ୟନ୍ତ ଅନୁପଯୁକ୍ତ" କହିବା ସହ ନିନ୍ଦା କରାଯାଇଛି। ଏକ୍ସର ଏକ ପୋଷ୍ଟରେ କମ୍ପାନୀ କହିଛି ଯେ ଏହି ମାମଲାକୁ…

Revenue Minister Writes Letter: ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜସ୍ବ…

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି । ଓଡ଼ିଶାକୁ ପ୍ରତିବର୍ଷ ଆସୁଥିବା ବିପର୍ଯ୍ୟୟ ପରିଚାଳନା ଲାଗି ୫ ଦାବି କଲେ ରାଜସ୍ବ ମନ୍ତ୍ରୀ । ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ…

School Student: ସ୍କୁଲ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କାରଣରୁ ମେ ୫ ପରିବର୍ତ୍ତେ ୨୩ ଏପ୍ରିଲରୁ ସ୍କୁଲ ବନ୍ଦ ରଖାଯାଇଥିଲା । ଏହି ସମୟ ମଧ୍ୟରେ ୧୧ ଦିନ ମଧ୍ୟାନ୍ନ ଭୋଜନ ଦିଆଯାଇ ନଥିଲା । ସେନେଇ ଏବେ ରାଜ୍ୟର ସମସ୍ତ ଶିଶୁ (ବାଲ୍‌) ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧…

Mobile Last Digit Numerology: ମୋବାଇ ନମ୍ୱରର ଶେଷ ଅଙ୍କ କହିବ ଆପଣଙ୍କ ଭାଗ୍ୟ, ଚେକ କରନ୍ତୁ…

ଭୁବନେଶ୍ୱର: ଆଜିର ଯୁଗରେ ସମାର୍ଟଫୋନ୍ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ହୋଇପଡ଼ିଛି। ଏହାକୁ ଦେଖି ମୋବାଇଲ ନ୍ୟୁମେରୋଲୋଜି ବା ମୋବାଇଲ ଅଙ୍କ ଜ୍ୟୋତିଷର ଚାହିଦା ଲୋକଙ୍କ ମଧ୍ୟରେ ବଢ଼ୁଛି। ମୋବାଇଲ ନ୍ୟୁମେରୋଲୋଜିର ସାହାଯ୍ୟରେ ଆପଣ ନିଜ ଜୀବନ ସହ ଜଡ଼ିତ ଅନେକ ରହସ୍ୟ ଜାଣିପାରିବେ। ଆପଣଙ୍କ…

Cruise Bharat Mission: ଓଡ଼ିଶାରେ ଚାରୋଟି ନଦୀର ବିକାଶ ପାଇଁ କେନ୍ଦ୍ରର ବଡ଼ ଯୋଜନା, ବଢ଼ିବ ଆୟ

ଭୁବନେଶ୍ୱର: ଓଡ଼ିଶାରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ନୂଆ ଯୋଜନା ଆଣିଛନ୍ତି। କ୍ରୁଜ ଭାରତ ମିଶନ (Cruise Bharat Mission) ଅଧୀନରେ ରାଜ୍ୟରେ ଚାରୋଟି ନଦୀ କ୍ରୁଜ ସର୍କିଟ ବିକଶିତ ହେବ। ଏହା ଦ୍ୱାରା ଓଡ଼ିଶାର ନଦୀ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ…

PadmaShri Vinod Pasayat: ପରଲୋକରେ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ

ସମ୍ବଲପୁର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ ।ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହେଉଥିଲେ । ବୁଧବାର…

Bhubaneswar Metro: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପରେ ଅନିଶ୍ଚିତତା: ସଂସଦରେ ପ୍ରଶ୍ନ ଉଠାଇଲେ ବିଜେଡି ସାଂସଦ

ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ (Bhubaneswar Metro) ରେଳ ପ୍ରକଳ୍ପର ଅନିଶ୍ଚିତତା ନେଇ ସଂସଦରେ ପ୍ରଶ୍ନ ଉଠାଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର (BJD MP Sasmit Patro)। କେନ୍ଦ୍ର ସରକାରଙ୍କ ନିକଟରୁ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ବିଷୟରେ ସେ ସ୍ପଷ୍ଟୀକରଣ ମାଗିଛନ୍ତି। ସଂସଦ…