Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିପଡିଲା ଟିପ୍ପର; ଚାଳକ ମୃତ

ସୁନ୍ଦରଗଡ: ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ପାଡିଲା ଲୁହା ପଥର ବୋଝେଇ ଟିପ୍ପର। ଚାଳକ ମୃତ। ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଚମ୍ପାଝରଣ ମନ୍ଦିର ନିକଟରେ ଏକ ଲୁହାପଥର ବୋଝେଇ ଟିପ୍ପର ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ ଟ୍ରାକ୍ଟର ଚାଳକଙ୍କ…

ଜେସିବି ଇଞ୍ଜିନ ଭିତରୁ ୨ ଟି ଅଜଗର ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀ ଗୁମୁଲା ଗ୍ରାମ ନୂଆ ବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି । ନୂଆ ବନ୍ଧର ସୋନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ମେସିନ ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା । ଉକ୍ତ ନାଳ ଖୋଲିବା ସମୟରେ ଗୋଟିଏ ବଡ଼…

ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକ

ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି । ସେ ଅସ୍ଥିମଜ୍ଜା କ୍ୟାନ୍‌ସର ରୋଗରେ ପୀଡ଼ିତ ହୋଇଥିଲେ । ବହୁ ଦିନରୁ ଭୁବନେଶ୍ୱରେ ରହି ଚିକିତ୍ସାଧୀନ ଥିଲେ ଲଳିତ ନାୟକ । ତାଙ୍କ…

ଅନଲାଇନ ଗେମରେ ହାରିଯିବା ପରେ ଆତ୍ମହତ୍ୟା କଲେ ଯୁବକ

ନୟାଗଡ଼: ଆଜିର ଯୁବପିଢୀ ମଧ୍ୟରେ ଅନଲାଇନ ଗେମକୁ ନେଇ ରହିଛି ବହୁ ଆକର୍ଷଣ। ଯାହା ଅନେକ ସମୟରେ ସେମାନଙ୍କ ପାଇଁ କାଳ ମଧ୍ୟ ସାଜୁଥିବାର ନଜିର ରହିଛି। ପୂର୍ବରୁ ଅନଲାଇନ ଗେମ ଯୋଗୁଁ ବହୁ ନିରୀହ ଜୀବନ ଯାଇଥିବା ବେଳେ ଆଜି ପୁନଃ ଏହାର ପୁନରାବୃତ୍ତି ଘଟିଛି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍…

ପିକ୍‌ନିକ୍‌ ବସ୍ ଦୁର୍ଘଟଣାଗ୍ରସ୍ତ; ଜଣେ ମୃତ, ୧୨ ଆହତ

ମୋହନା: ଗଜପତି-ରାୟଗଡା ସୀମାନ୍ତ କେନ୍ଦୁଗୁଡା ଘାଟିରେ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ପିକନିକ ବସ୍ । ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୧୨ ଜଣ ପର୍ଯ୍ୟଟକ ଆହତ ହୋଇଥିବା ସୂଚନା ମିଳିଛି । ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି…

ଆଜିଠୁ ଖୋଲୁଛି ଘଟଗାଁ ମା’ ତାରିଣୀ ପୀଠ

ଘଟଗାଁ : କୋଭିଡ଼ କଟକଣା ଯୋଗୁଁ ଦୀର୍ଘ ଦିନ ହେବ ବନ୍ଦ ରହିଥିବା ଘଟଗାଁ ମା ତାରିଣୀ ମନ୍ଦିର ଆଜି ଖୋଲୁଛି। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗାଇଡ୍ ଲାଇନ ଜାରି କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ସକାଳ ୮ଟାରୁ ମଧ୍ୟାହ୍ନ ୧୨ ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା ହୋଇଥିବା ବେଳେ ପୁଣି…

ମରିସସରେ ନିଖୋଜ ଓଡିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ

ଭୁବନେଶ୍ବର: ମରିସସରେ ନିଖୋଜ ଓଡିଆ ଯୁବକ ଟୁନା ନାୟକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ମରିସସରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖିଛନ୍ତି ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା। ସୂଚନାଯୋଗ୍ୟ,…

ପିସିସି ସଭାପତିଙ୍କ ଗାଡି ଉପରକୁ ଆକ୍ରମଣ

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଉପରେ ଆକ୍ରମଣ । ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ବେଳେ କାଶୀପୁର ନିକଟରେ ନିରଞ୍ଜନ ପଟ୍ଟନାୟକ ଆସୁଥିବା କାରରେକୁ କିଛି ଅସାମାଜିକ ଯୁବକ ଅଟକାଇବା ସହ ଗାଡି ଉପରେ ଚଢି ଉତ୍ପାତ କରିଥିଲେ । ଏପରିକି ତାଙ୍କ ପିଏସଓ ଓ ଡ୍ରାଇଭରଙ୍କୁ ମଧ୍ୟ…

କେନାଲ ଭିତରେ ପଶିଗଲା କାର୍, ଜଣେ ମୃତ

ଜୟପୁର: ଭାରସାମ୍ୟ ହରାଇ କେନାଲରେ ପଶିଲା କାର୍। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଜୟପୁର ହାଇସ୍କୁଲ ନିକଟରେ ଦୁର୍ଘଟଣା ଘଟିଛି। ମୃତାହତମାନେ ପିକନିକ୍ ସାରି ଫେରୁଥିବା ବେଳେ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ କେନାଲ…

ରୋଜଭ୍ଯାଲି ଚିଟଫଣ୍ଡ ଠକେଇ: ଶୁଭ୍ରା କୁଣ୍ଡୁଙ୍କୁ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ୱର: ରୋଜଭ୍ଯାଲି ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ଶୁଭ୍ରା କୁଣ୍ଡୁଙ୍କୁ ରିମାଣ୍ଡରେ ନେଲା ସିବିଆଇ। ତାଙ୍କୁ ପାଞ୍ଚ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛି ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟ। ସାତ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିଲା। ଗିରଫ ପରେ ଶୁଭ୍ରା କୁଣ୍ଡୁଙ୍କୁ…