Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିନକରେ ଓଡ଼ିଶାରୁ ୨୨୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1350801812895383554?s=19 ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ…

ଓଡ଼ିଶାରେ ଘନ କୁହୁଡ଼ି ଆଲର୍ଟ, ଆଡଭାଇଜାରି ଜାରି କଲେ ଏସଆରସି

ଭୁବନେଶ୍ୱର: ଓଡ଼ିଶାରେ ଘନ କୁହୁଡି ଆଲର୍ଟ ଜାରି ପରେ ରବିବାର ଦିନ ଆଡଭାଇଜାରି ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି)। ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାରେ ଘନ କୁହୁଡ଼ି ଆଲର୍ଟ ଜାରି କରାଯିବା ପରେ ସମ୍ଭାବ୍ୟ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏସଆରସି…

ପୁରୀ ବୋମାମାଡ଼ ଘଟଣାରେ ୭ ଗିରଫ

ପୁରୀ: ପୁରୀ ବାସେଳୀ ସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ବିଭିନ୍ନ ମାରଣାସ୍ତ୍ର ଜଵତ କରିଛି। ତେବେ ଏହି ଘଟଣାରେ ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ବାଲି ଗୋଡି ସପ୍ଲାଇକୁ ନେଇ ଦୁଇ ଅପରାଧୀ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ଧରି…

ନବରଙ୍ଗପୁର ବ୍ରିଜ ଭୁଶୁଡିବା ଘଟଣା, ସହକାରୀ ଯନ୍ତ୍ରୀ ଗିରଫ 

ଉମରକୋଟ: ନବରଙ୍ଗପୁର ଉମରକୋଟ ତାଲା ପଦର ବିଜୁ ସେତୁ ପୋଲ ଭୁଶୁଡିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅସିତ୍ ପାତ୍ର ଗିରଫ ହୋଇଛନ୍ତି। ନବରଙ୍ଗପୁର ପୋଲିସ ରବିବାର ଦିନ ଅସିତଙ୍କୁ ଗିରଫ କରି ଉମରକୋଟ ପୋଲିସକୁ ହସ୍ତାନ୍ତର କରିଛି । ସହକାରୀ ଯନ୍ତ୍ରୀଙ୍କ ଗିରଫ…

୨୧ରୁ ପୁରୀରେ କୋଭିଡ ନେଗେଟିଭ ରିପୋର୍ଟ ବିନା ଦର୍ଶନ

ପୁରୀ: ଆଗାମୀ ୨୧ ତାରିଖରୁ ପୁରୀରେ କୋଭିଡ ରିପୋର୍ଟ ବିନା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଏନେଇ ରବିବାର ଦିନ ଜିଲ୍ଲାପାଳଙ୍କ ଅଧକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ନିଷ୍ପତି ଅନୁସାରେ ଏସଓପିକୁ କୋହଳ କରାଯାଇ ଦର୍ଶନ ବ୍ୟବସ୍ଥା ହେବ। ବ୍ୟବସ୍ଥା ମୁତାବକ…

ଦିନକରେ ରାଜ୍ୟରୁ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/IPR_Odisha/status/1350690158576758784?s=19 ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬…

ଗହୀରମଥା ଓ ଭିତରକନିକାରେ ଡଲଫିନ୍ ଗଣନା, ୯ଟି ଟିମ୍ ନିୟୋଜିତ

କେନ୍ଦ୍ରାପଡ଼: ରାଜନଗର ବ୍ଲକ୍ ଅନ୍ତର୍ଗତ ଭିତରକନିକା ଓ ଗହୀରମଥାରେ ଆଜିଠାରୁ ଆରମ୍ଭ ହୋଇଛି ଡଲଫିନ୍ ଗଣନା । ଧାମରା ମୁହାଁଣଠାରୁ ଦେବୀ ମୁହାଁଣ ଯାଏଁ ସମୁଦ୍ର ମଧ୍ୟରେ ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍ ଓ ନଦୀରେ ଗଣନା ଚାଲିଛି । ଭିତରକନିକା ଅଞ୍ଚଳରେ ଡଲଫିନ୍‌ ଗଣନା କାମରେ ନିୟୋଜିତ…

ଲାଞ୍ଚ ନେଇ ବନ୍ଧା ହେଲେ ଥାନା ବାବୁ, ଚାକିରିରୁ ସସପେଣ୍ଡ କଲେ ଏସପି

ପୁରୀ: ଥାନା ବାବୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା । ଲାଞ୍ଚ ଅଭିଯୋଗରେ ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଏଏସଆଇ । ତାଙ୍କ ନାଁ ଈଶ୍ୱରଚନ୍ଦ୍ର ଗୁମାନ ସିଂ । ଗିରଫ ପରେ ତାଙ୍କୁ ଚିକିରିରୁ ନିଲମ୍ବନ କରିଛନ୍ତି ପୁରୀ ଏସପି । ଜଣେ ବ୍ୟବସାୟୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ…

ଓଲଟିଲା ଗୋରୁ ବୋଝେଇ ଭ୍ୟାନ: ୫ ଗୋରୁ ମୃତ, ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକ

ଭଦକ୍ର: ଓଲଟିଲା ଗରୁ ବୋଝେଇ ଭ୍ୟାନ୍ । ଭଦ୍ରକ ଜିଲା ଭଦ୍ରକ -ଧାମନଗର ରାସ୍ତାର ଭଣ୍ଡାରୀପଦି ଛକରେ ଆଜି ସକାଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ ଓଲଟି ପଡିଛି । ଏଥିରେ ୫ ଗୋରୁଙ୍କ ମୃତ୍ୟୁ ହୋଇଛି । ବେଆଇନ୍ ଗୋ-ଚାଲାଣ ବେଳେ ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭ୍ୟାନ ଓଲଟି ପଡ଼ିବାରୁ…

କାଲିଠୁ ଖୋଲିବ ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ଦୁଆର

କେନ୍ଦୁଝର: ଭକ୍ତଙ୍କୁ ଦର୍ଶନ ଦେବେ ଘଟଗାଁ ରାଣୀ ମାଆ ତାରିଣୀ । କାଲିଠାରୁ ଖୋଲିବ ମା’ ତାରିଣୀ ମନ୍ଦିର । ଦୀର୍ଘ ୧୦ମାସ ପରେ ମାଆଙ୍କୁ ଦେଖିବେ ଭକ୍ତ । କୋଭିଡ୍ କଟକଣା ଭିତରେ ଦର୍ଶନ ଅନୁମତି ଦେଇଛି ପ୍ରଶାସନ । ପ୍ରତିଦିନ ସକାଳ ୮ଟାରୁ ଦିନ ସାଢ଼େ ୧୨ଟା ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ସାଢେ…