Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଆର ତଣ୍ଟି କାଟି ମାରି ଦେଲା ପୁଅ, ଟଙ୍କା ନଦେବାରୁ ହତ୍ୟା

ସୁନ୍ଦରଗଡ଼: ଜନ୍ମଦାତ୍ରୀକୁ ହତ୍ୟା କଲା ପୁଅ । ତଣ୍ଟି କାଟି ବୀଭତ୍ସ ହତ୍ୟା କରିଛି । ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ବାହିୟାମ ଗାଁରେ । ମାଆର ତଣ୍ଟି କାଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଫେରାର୍ ଅଛି । ତା ନାଁ ରାଜୁ ଗୌଡ଼ । ମାଆ…

ସାନ ଭାଇ ତୀର ମାଡରେ ବଡ଼ ଭାଇ ଗୁରୁତର

ମୟୂରଭଞ୍ଜ: ଘରୋଇ କଳହରୁ ହତ୍ୟା ଉଦ୍ୟମ । ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କେନ୍ଦୁମୁଣ୍ଡି ଗାଁରେ । ତୀର ମାଡ଼ରେ ଆହତ ହୋଇଛନ୍ତି ବୁଧୁରାମ ପିଙ୍ଗୁଆ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ହସ୍ପିଟାଲ ଓ…

ଗଜପତି: ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ କଲା ପୋଲିସ

ଗଜପତି: ଗଞ୍ଜେଇ ଚାଷର ଗନ୍ତାଘର ସାଜିଛି ଗଜପତି ଜିଲ୍ଲା। ପ୍ରତିଦିନ ପ୍ରାୟ ଏଠାରେ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଥିବା ସୂଚନା ମିଳୁଛି। ପ୍ରାୟ ୬୨ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ କୋଟି ଟଙ୍କା ହେବ । ସୁଚନାନୁଯାୟୀ,…

ଭୁବନେଶ୍ୱରରେ ୫ଟି ସ୍କୁଲ ବୁଲି ଦେଖିଲେ 5T ସଚିବ

ଭୁବନେଶ୍ୱର: ସ୍କୁଲ ବୁଲିଲେ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ । ଆଜି ସକାଳୁ ସକାଳୁ ଭୁବନେଶ୍ୱରର ୫ଟି ହାଇସ୍କୁଲ ପରିଦର୍ଶନ କରିଛନ୍ତି 5T ସଚିବ । ୟୁନିଟ୍-୬, କ୍ୟାପିଟାଲ୍ ହାଇସ୍କୁଲ, ୟୁନିଟ୍-୯ ବାଳିକା ହାଇସ୍କୁଲ୍ ଓ ଆଇଆରସି ଭିଲେଜ ହାଇସ୍କୁଲ ପରିଦର୍ଶନ କରିଛନ୍ତି । ଶିକ୍ଷକ ଓ…

ବାଇକକୁ ଧକ୍କା ଦେଲା କଣ୍ଟେନର ଟ୍ରକ୍; ଜଣେ ମୃତ

ଯାଜପୁର: ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ସୂଚନା। ମିଳିଥିବା ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଆଖୁଆପଦା ନିକଟରେ ବାଇକ୍ କୁ ଧକ୍କା ଦେଇଛି ଏକ କଣ୍ଟେନର ଟ୍ରକ୍। ଫଳରେ ଘଟଣାସ୍ଥଳରେ ହିଁ…

ମୁକ୍ତେଶ୍ୱର ଉତ୍ସବର ଶେଷ ସନ୍ଧ୍ୟାରେ ଓଡ଼ିଶୀ ରସରେ ଦର୍ଶକ ବିମୁଗ୍ଧ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଉଦ୍‍ଯାପନୀ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଉପଭୋଗ କରିଥିଲେ । ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଗୁରୁ ଶ୍ରୀନିବାସ ଶତପଥୀ ଓ ସାଥୀଙ୍କ ଦ୍ୱାରା ଶିବ ବନ୍ଦନା ହରଗୌରାଷ୍ଟକମ୍‍, ଯାହାର…

ରାଜ୍ୟରେ ଟିକାକରଣ ସଫଳ, ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର: ପ୍ରଥମ ଦିନରେ ରାଜ୍ୟରେ କରୋନା ଟିକାକରଣ ସଫଳତାର ସହ ଶେଷ ହୋଇଥିବା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଯେଉଁଥିରେ ଢେଙ୍କାନାଳ ଜିଲ୍ଲାର ଜଣେ ବ୍ୟକ୍ତି ଏହି ଟିକା ନେବା ପରେ ତାଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। ଆସନ୍ତା ୧୦ ଦିନ ମଧ୍ୟରେ ପଞ୍ଜୀକୃତ ହୋଇଥିବା…

ସୁନ୍ଦରଗଡ଼ରେ ପ୍ରଥମ ଦିନରେ ୬୨୩ ସ୍ୱାସ୍ଥ୍ୟ କର୍ମୀ ଓ ସଫେଇ କର୍ମଚାରୀ ନେଲେ ଟିକା

ସୁନ୍ଦରଗଡ଼: ସାରା ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଥିବା ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ରାଉରକେଲା…

ଓଡ଼ିଶାରୁ ଆଜି ୨୩୦ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୧୮ରେ ପହଞ୍ଚିଛି।…

ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି, ୭ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିଥିବା ବେଳେ ୭ଟି ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସନ୍ଧ୍ୟା ବୁଲେଟିନ ଅନୁଯାୟୀ ୫ଟି ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା। ତନ୍ମଧ୍ୟରେ…