Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଆରମ୍ଭ ହେଲା ଭିତରକନିକାରେ କୁମ୍ଭୀର ଗଣନା

ପଟ୍ଟାମୁଣ୍ଡାଇ: ଜାତୀୟ ଉଦ୍ୟାନ ଭିତରକନିକାରେ ଆଜିଠୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ ସୂଚନା ମିଳିଛି। ଏହି ଗଣନା କାର୍ଯ୍ୟରେ କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ବରେ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି। ପ୍ରତି ଟିମ…

କୋରାପୁଟରୁ ଜବତ ହେଲା ପ୍ରାୟ ୧୪ ଲକ୍ଷ ଟଙ୍କାର ଗଞ୍ଜେଇ; ୨ ଗିରଫ

କୋରାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ଆନ୍ଧ୍ର ସୀମାନ୍ତ ବାରଟି ଅଞ୍ଚଳରୁ ବିପୁଳ ଗଞ୍ଜେଇ ବିହାର ଚାଲାଣ ବେଳେ ଚଢ଼ାଉ କରି ଧରିଛି ମାଛକୁଣ୍ଡ ଲମତାପୁଟ ପୋଲିସ । ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ନନ୍ଦପୁର ଏସଡ଼ିପିଓଙ୍କ ନେତୃତ୍ଵରେ ମାଛକୁଣ୍ଡ ପୋଲିସ ଓଡିଶା ସୀମାରେ  ନାକା ବନ୍ଦୀ…

ଓଡ଼ିଶା ପର୍ଯ୍ୟଟନର ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଘାଟିତ, ପ୍ରଥମ ସନ୍ଧ୍ୟାରେ ମୀରା ଦାସଙ୍କର ଶବରୀ ଚରିତ

ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍‍ଘାଟନ ହୋଇଥିଲା । ଆଜି ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା ଛଅ ପଦ ଓ ଛଅ ରାଗରେ…

ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଫକୀରମୋହନଙ୍କ ୧୭୮ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଉତ୍କଳର ସାରସ୍ୱତ ବରପୁତ୍ର ତଥା ଓଡ଼ିଆ ଭାଷାର ମୁଖ୍ୟ ପୁରୋଧା ବ୍ୟାସକବି ଫକୀରମୋହନଙ୍କ ୧୭୮ତମ ଜୟନ୍ତୀ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଉତ୍କଳ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ଥିବା ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ସମାଜବାଦୀ ପାର୍ଟିର…

ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ମକର ସଂକ୍ରାନ୍ତି ଅବସରରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଉପଲକ୍ଷେ ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ସ୍ଥାନୀୟ ଉତ୍କଳ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ…

ଅଯୋଧ୍ୟା ରାମ ମନ୍ଦିର ପାଇଁ ଯୋଗଦାନ କରିବାକୁ ବୈଜୟନ୍ତ ପଣ୍ଡାଙ୍କ ଅନୁରୋଧ

ଭୁବନେଶ୍ବର: ଅଯୋଧ୍ୟାରେ ନିର୍ମିତ ହେଉଥିବା ଭବ୍ୟ ରାମ ମନ୍ଦିର ପାଇଁ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ  ବୈଜୟନ୍ତ ପଣ୍ଡା ଆର୍ଥିକ ସହାୟତା ଦେଇ ଯୋଗଦାନ କରିଛନ୍ତି। ଏଥିସହ ସେ ସମସ୍ତଙ୍କୁ ଏହି ପବିତ୍ର ଧାର୍ମିକ କାର୍ଯ୍ୟ ପାଇଁ ଯୋଗଦାନ କରିବାକୁ ଅନୁରୋଧ କରିଛନ୍ତି। ସେ…

ମୁକ୍ତାକାଶ ତଳେ ମ୍ୟୁଜିକ୍ ସିଟିଂ: ୧୫ ଜଣ କଣ୍ଠଶିଳ୍ପୀଙ୍କୁ ନେଇ ପ୍ରସ୍ତୁତ ହେଲା ଗୀତ ‘ଏ ମାଟି ଓଡିଶା ଏ ଜାତି…

ଭୁବନେଶ୍ୱର: ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦଙ୍କ ନିଆରା ପ୍ରୟାସ । ଓଡିଆ ସଙ୍ଗୀତର କିଛି ଆଗଧାଡିର କଣ୍ଠଶିଳ୍ପୀକୁ ନେଇ ମୁକ୍ତାକାଶ ତଳେ ହେଲା ମ୍ୟୁଜିକ୍ ସିଟିଂ । କମ୍ପୋଜ ହେଲା ଗୀତ । ଲକ୍ଷ୍ୟ ଥିଲା ନୂଆ ବର୍ଷରେ ଏକାଧିକ କଣ୍ଠଶିଳ୍ପୀଙ୍କୁ ଏକାଠି କରି ମିଳିତ କଣ୍ଠରେ ଗୋଟିଏ…

କଟକ ଜୁଏଲେରୀ ଶୋ’ରୁମରୁ ଚୋରୀ ଘଟଣାରେ ଅଭିଯୁକ୍ତ ଗିରଫ

କଟକ : ଡିସେମ୍ବର ୫ତାରିଖରେ ଜଗତପୁର ଅଂଚଳରେରେ ଥିବା ଏକ ଜୁଏଲେରୀ ଶୋ’ରୁମ ଚୋରୀ ଘଟଣାର ପର୍ଦ୍ଦାଫାସ ହୋଇଛି । ପୋଲିସ ଏହି ଏହି ଘଟଣାରେ ୪ଜଣ ଚୋର ଓ ଚୋରି ଗହଣା କିଣିଥିବା ବ୍ୟବସାୟୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫ କେଜି ରୁପା, ୩୮୫ ଗ୍ରାମ ସୁନା, ୧୨୪୦୦ ଟଙ୍କା, ଗୋଟିଏ କାର, ୨ଟି…

ସାଇ ଇଣ୍ଟର ନ୍ୟାସନାଲ ପକ୍ଷରୁ ସାଇ ହୋମ ସ୍କୁଲର ଶୁଭାରମ୍ଭ

ଭୁବନେଶ୍ୱର: ସାଇ ଇଣ୍ଟର ନ୍ୟାସନାଲ ଏଜୁକେଶନାଲ ଗ୍ରୁପ ଭୁବନେଶ୍ୱର ପକ୍ଷରୁ ଅନଲାଇନ ପାଠପଢା ପ୍ଲାଟଫର୍ମ ସାଇ ହୋମ ସ୍କୁଲସ୍‌ର ଶୁଭାରମ୍ଭ କରାଯାଇଛି । ଯେଉଁମାନେ କରୋନା ମହାମାରୀ ଭୟରେ ସ୍କୁଲ ଯିବାକୁ ସକ୍ଷମ ନୁହେଁ ସେମାନଙ୍କ ପାଇଁ ଦୃଷ୍ଟିରେ ରଖି ଏହାର ଶୁଭାରମ୍ଭ କରାଯାଇଛି । ନର୍ସରୀରୁ…

ପୁରୀରୁ ଯୋଧପୁର ଏବଂ ଆଜମେରକୁ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ପୁରୀ-ଯୋଧପୁର ଏବଂ ପୁରୀ- ଆଜମେର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି । ଆସନ୍ତା ୨୦ ତାରିଖଠାରୁ ପ୍ରତି ବୁଧବାର ଅପରାହ୍ନ ୪ଘ.୦୫ମିନିଟରେ ପୁରୀ-ଯୋଧପୁର-ପୁରୀ’ ସ୍ୱତନ୍ତ୍ର ଟ୍ରେନ ଯୋଧପୁର ଅଭିମୁଖେ ଯିବ । ୨୩ ତାରିଖରୁ ପ୍ରତି ଶନିବାର ଯୋଧପୁରରୁ…