Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟ ସ୍ତରୀୟ ମୁରୁଜ ପ୍ରତିଯୋଗିତା

ଭୁବନେଶ୍ୱର:ଓଡ଼ିଆ ସଂସ୍କୃତିରେ ଥିବା ବୈଜ୍ଞାନିକ ଦୃଷ୍ଟି ଭଙ୍ଗୀ ଓ କଳାର ପ୍ରଚାର ପ୍ରସାର। ପାଇଁ ଶ୍ରୀ ଗୋବିଜ୍ଞାନ ଫାଉଣ୍ଡେସନର ମାତୃଶକ୍ତି ଶ୍ରୀ ଗୋବିଜ୍ଞାନ ବିଭାଗ ଗତ ପଞ୍ଚୁକ ଉପଲକ୍ଷେ ରାଜ୍ୟ ସ୍ତରୀୟ ଏକ ମୁରୁଜ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶାର…

କୁଳମଣି ବରାଳଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

କଟକ: ମାହାଙ୍ଗାରେ ଦିବଙ୍ଗତ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏମାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ଆଜି ଶ୍ରଦ୍ଧାଂଜଳି ସଭାରେ ଯୋଗ ଦେଇ ସେ କହିଛନ୍ତି । ସ୍ୱର୍ଗତ କୁଳମଣି ବରାଳ…

ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: କଳାହାଣ୍ଡିର ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟରର ଆଇସିଡିଏସ ସୁପରଭାଇଜର ରାଧାମଣି ଦେଈ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟର ଅନ୍ତର୍ଗତ କୁରୁମଚୁଆଁ…

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ପରୀକ୍ଷା ଫିସ୍ । ଏହାକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ…

୨୧ ସ୍ୱାଗତମ ୨୧ ଅନଲାଇନ କଳା ଶିବିର ଉଦଯାପିତ

ଭୁବନେଶ୍ୱର: ଇଷ୍ଟର୍ଣ୍ଣ ଫାଉଣ୍ଡେସନ ଅଫ ଆର୍ଟ ଏଣ୍ଡ କଲଚର ଦ୍ୱାରା ଆୟୋଜିତ ୨୧ ସ୍ୱାଗତମ ୨୧ ଶୀର୍ଷକ ଚାରି ଦିନିଆ ଅନଲାଇନ କଳା ଶିବିର ଶେଷ ଦିନରେ ୱେବିନାର ଜରିଆରେ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଫାଉଣ୍ଡେସନର ସଦସ୍ୟ କେବଶ ବର୍ଣ୍ଣୋତି ପରିଚାଲନା କରିଥିଲେ । ଇଷ୍ଟର୍ଣ୍ଣ…

ଅଲିଭ ରିଡଲେ ଦେହରେ ଲାଗିବ ଟ୍ୟାଗ୍‌

ବ୍ରହ୍ମପୁର: ଚଳିତ ବର୍ଷ ଅଲିଭ ରିଡଲେ କଇଁଛଙ୍କ ଦେହରେ ଟ୍ୟାଗ୍ ଲଗାଯିବ । ଫଳରେ ସେମାନଙ୍କ ଗତିବିଧି ଉପରେ ନଜର ରଖାଯାଇପାରିବ। ମୋଟ ୩୦ହଜାର ଅଲିଭ ରିଡଲେ କଇଁଛଙ୍କ ଦେହରେ ଟ୍ୟାଗିଂ ହେବ ବୋଲି ଜଣାପଡିଛି । ଋଷିକୁଲ୍ୟା ମୁହାଣରେ ବନ ବିଭାଗ ଓ ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ମିଳିତ…

ବିବାହକୁ ନେଇ ଆସିଲା ନୂଆ ଗାଇଡଲାଇନ୍, ଶୋଭାଯାତ୍ରା ମିଳିଲା ଅନୁମତି

ଭୁବନେଶ୍ୱର : ବିବାହ ଶୋଭାଯାତ୍ରାକୁ ନେଇ ନୂଆଗାଇଡ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନୂଆ ଗାଇଡଲାଇନ ଅନୁସାରେ ବ୍ୟାଣ୍ଡ ପାର୍ଟି, ଲାଇଟ ଓ ସାଉଣ୍ଡ ବାଜି ଶୋଭାଯାତ୍ରା ଆଣିବାକୁ ଅନୁମତି ମିଳିଛି । ବିବାହରେ ୨୦୦ ଲୋକଙ୍କୁ ଯୋଗ ଦେବାକୁ ଅନୁମତି ମିଳିଛି । ଅନ୍ତିମ…

ବହି ଆଣିବାକୁ ଯାଇ ଆଉ ଫେରିଲେନି, ଦୁଇ ସ୍କୁଲ ଛାତ୍ର ନିଖୋଜ 

ପିପିଲି: ପିପିଲି ଥାନା କମଳାସାଗର ପାଟଣା ଗାଁର ଦୁଇ ସ୍କୁଲ ଛାତ୍ର ନିଖୋଜ ହୋଇଛନ୍ତି । ଏନେଇ ପରିବାର ପକ୍ଷରୁ ପିପିଲି ଥାନାରେ ଅଭିଯୋଗ ହୋଇଛି । ନିଖୋଜ ଦୁଇ ଛାତ୍ର ହେଲେ ଗାଁର ପବିତ୍ର ଦାସଙ୍କ ପୁଅ ନିରଞ୍ଜନ ଓ ଅନ୍ୟ ଜଣେ କେଦାର ବେହେରାଙ୍କ ପୁଅ ସୂର୍ଯ୍ୟକାନ୍ତ ।  ଗତକାଲି ସକାଳୁ ଘରୁ…

ଓଡ଼ିଶାରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା କରୋନା ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା କୋଭିସିଲ୍ଡ ଟିକା । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଟିକା ଆସିଛି । ପ୍ରଥମ ପର‌୍ୟ୍ୟାୟରେ ରାଜ୍ୟକୁ ୪୦ ହଜାର ୮୦୦ ଭାୟାଲ ଆସିଛି । ଟିକାକୁ ପ୍ରଥମେ ରାଜ୍ୟ ଔଷଧ ନିଗମରେ ରଖାଯିବ । ଆଉ ଏହିଠାରୁ ସମସ୍ତ…

ଭଲ ପାଇବାର ବର୍ଷ ୨୦୨୧

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ "ସଂସ୍କୃତି ସଂସ୍କୃତି "ପକ୍ଷରୁ ବୁଦ୍ଧ ମନ୍ଦିର ପରିସରରେ ଏକ ମିଳନୀ ସମାରୋହ "ଭଲ ପାଇବାର ବର୍ଷ ୨୦୨୧" ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଛି। ବହୁ ସାଧୁ ସନ୍ଥ ଓ କଳାକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉତ୍ସବରେ କିଟ ଓ କିସର ପ୍ରତିଷ୍ଠାତା ତଥା ସାଂସଦ…