Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ଦିନକରେ ୭ ଆକ୍ରାନ୍ତ ଓ ୭ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଚିହ୍ନଟ ନୂଆ ୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୨ ଜଣ କରୋନା ପଜିଟିଭ…

କଟକରୁ ୧୦.୫ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: ଗତକିଛି ଦିନ ହେଲା ଗଂଜେଇର ଚୋରାଚାଲାଣ ବଢିଯାଇଛି । କଟକରୁ ପୁଣି ୧୦ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ଚାଉଳିଆଗଞ୍ଜ ପୋଲିସ । ଏଥି ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଏକ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ପାଟ୍ରୋଲିଂ ବେଳେ ଏମାନଙ୍କୁ ଧରିଥିଲା । ଗିରଫ…

ପୁରୀରେ ଅପରାଧୀ ଗ୍ୟାଙ୍ଗର ପର୍ଦ୍ଦାଫାସ, ବିପୁଳ ପରିମାଣର ଚୋରା ସାମଗ୍ରୀ ଜବତ

ପୁରୀ : ବଳଙ୍ଗା ପୋଲିସକୁ ସଫଳତା । ଏକ ପେସାଦାର ଅପରାଧୀ ଗ୍ୟାଙ୍ଗକୁ ଗିରଫ କରିବାରେ ସପଳ ହୋଇଛି ପୋଲିସ ବିଭାଗ । ୩ ଜଣ ପେସାଦାର ଅପରାଧୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଚୋରା ସାମଗ୍ରୀ ଓ ନଗଦ ୬୬ ହଜାର ଟଙ୍କା ଜବତ କରାଯାଇଛି । କିଛି…

ବିରୁଷ୍କାଙ୍କ ଘରକୁ ଆସିଲେ ଲକ୍ଷ୍ମୀ

ମୁମ୍ବାଇ: କ୍ରିକେଟର ବିରାଟ କୋହଲୀ ଓ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜି ଏକ କନ୍ୟା ସନ୍ତାନ ଲାଭ କରିଛନ୍ତି । ଅପରାହ୍ନରେ ଅନୁଷ୍ଟା ଝିଅକୁ ଜନ୍ମ ଦେଇଛନ୍ତି । ଏ ନେଇ ବାପା ବିରାଟ ସୋସିଆଲ ମିଡିଆ ଜରିଆରେ ଫ୍ୟାନମାନଙ୍କୁ ଜଣାଇଛନ୍ତି । ବିରାଟ ଲେଖିଛନ୍ତି ଯେ, 'ଆଜି ଅପରାହ୍ନରେ…

ଜନଆନ୍ଦୋଳନର ତଥ୍ୟ ସମ୍ବଳିତ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ହୀରାକୁଦ ଜନ ଆନ୍ଦୋଳନଠାରୁ ଆରମ୍ଭ କରି ବାଲିଆପାଳ , ଗନ୍ଧମାର୍ଦ୍ଦନ , ଗୋପାଳପୁର କିସ୍କୋ , ଚିଲିକାରେ ଟାଟାର ଚିଙ୍ଗୁଡ଼ି ଚାଷ ଆନ୍ଦୋଳନ , ପୋସ୍କୋ ଆନ୍ଦୋଳନ ଆଦି ଓଡ଼ିଶାର ବହୁ ଚର୍ଚ୍ଚିତ୧୦ ଟି ଜନ ଆନ୍ଦୋଳନର ତଥ୍ୟ ସମ୍ବଳିତ ପୁସ୍ତକ "ଗାଁ ଛାଡ଼ିବୁ ନାହିଁ " ଲୋହିଆ…

ଯୁବତୀଙ୍କୁ ହତ୍ୟା ଘଟଣାରେ ଦମ୍ପତ୍ତି ଗିରଫ

ଭଂଜନଗର: ଜଗନ୍ନାଥପ୍ରସାଦ ଗୋଷଣ୍ଡାପାଳରୁ ଗତ ଦୁଇ ତାରିଖରେ ମିଳିଥିବା ମୃତଦେହର ପତ୍ତା ମିଳିଛି । ତାଙ୍କୁ ଭୁବନେଶ୍ୱରରେ ହତ୍ୟା ପରେ ଗଂଜାମରେ ତାଙ୍କ ମୃତ ଦେହ ଫିଙ୍ଗାଯାଇଥିବା ଆଜି ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି । ଏହି ଘଟଣାରେ ପୋଲିସ ଏକ ଦମ୍ପତ୍ତିଙ୍କୁ ଗିରଫ କରିଛି ।…

ସୁନ୍ଦରଗଡରେ ନଦୀରେ ଭାସିଯାଇ ଯୁବତୀ ମୃତ୍ୟୁ ଘଟଣାରେ ଭିଡିଓ ଭାଇରାଲ

ସୁନ୍ଦରଗଡ଼: ଇବ୍ ନଦୀ କୂଳରେ ସେଲଫି ନେବା ବେଳେ ସୁଅରେ ଭାସିଯିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଘଟଣାଟି ଗତ ତିନି ତାରିଖରେ ଘଟିଥିଲା । ଦୀର୍ଘ ୨୨ ଘଣ୍ଟାର ଖୋଜାଖୋଜି ପରେ ମୃତଦେହ ଏକ ପଥର ସନ୍ଧିରୁ ମିଳିଥିଲା । ସୂଚନା ଅନୁଯାୟୀ, ରାଜଗାଙ୍ଗପୁର କୁମ୍ଭାରପଡ଼ାର ୨୩…

‘ପୁରୀରେ ହାଜତ ମୃତ୍ୟୁ ନୁହେଁ’, ହାଇକୋର୍ଟରେ ସତ୍ୟପାଠ ଦେଲେ ସରକାର

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠରେ ଏହା ହାଜତ ମୃତ୍ୟୁ ନୁହେଁ ବୋଲି ଉଲ୍ଲେଖ କରାଯାଇଛି । ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି ରାଜ୍ୟ ସରକାର । ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…

ଲାଞ୍ଚ ନେଉଥିଲେ ତହସିଲ ଅଫିସ କିରାଣୀ, ଧରିଲା ଭିଜାଲାନ୍ସ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ତହସିଲ ଅଫିସର ବରିଷ୍ଠ କିରାଣୀ । ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ତହସିଲର ବରିଷ୍ଠ କିରାଣୀ ଅସିତ ଯୋଶୀ ଧରାପଡ଼ିଛନ୍ତି । ଜମି ବାବଦରେ ପଟ୍ଟା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଅସିତ…

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ତର୍ଜମା କରାଯିବ । ଉଚ୍ଚନ୍ୟାୟାଳୟ କି ନିର୍ଦ୍ଦେଶ କିମ୍ବା ପରାମର୍ଶ ଦେଇଛନ୍ତି ତାକୁ ଦେଖିବା ପରେ ବିଭାଗ…