Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦରେ ଗଜପତି ଜିଲ୍ଲାର ପ୍ରତିନିଧିତ୍ୱ ନଥିବାରୁ ବିଧାୟକଙ୍କ କ୍ଷୋଭପ୍ରକାଶ

ଭୁବନେଶ୍ୱର: ସଂସ୍କୃତି ବିଭାଗ ଅଧିନରେ ଥିବା ଓଡ଼ିଶା ସଂଗୀତ ନାଟକ ଏକାଡେମୀର ନୂତନ ପରିଷଦ ଗଠନ ହୋଇଛି । ଏଥିରେ ଓଡିଶାର ବିଭିନ୍ନ ଜିଲ୍ଲା ୩୨ ଜଣ ସଭ୍ୟ ରହିଥିବା ବେଳେ ଗଜପତି ଜିଲ୍ଲାରୁ କାହାକୁ ସାମିଲ୍ କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ…

ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ନାବାଳକର ହେବନି ନାର୍କୋ ଟେଷ୍ଟ

ଭୁବନେଶ୍ୱର: ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ନାବାଳକର ନାର୍କୋ ଟେଷ୍ଟ ହେବ ନାହିଁ । ଏଥି ପାଇଁ ଗିରଫ ଅଭିଯୁକ୍ତ ଯିିଏ କି ଜଣେ ନାବାଳକ ସେ ନାର୍କୋ ଟେଷ୍ଟ ପାଇଁ ରାଜି ହୋଇ ନ ଥିବା ଜଣାପଡିଛି । ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର ହୋଇଥିବା ବେଳେ ସେଠାରେ ସେ ନାର୍କୋ ଟେଷ୍ଟ…

କରୋନା ଟିକା ଜନିତ ମିଥ୍ୟା ସୂଚନାକୁ ବିଶ୍ବାସ କରନ୍ତୁନି: ଡିଏମଇଟି ନିର୍ଦ୍ଦେଶକ

ଭୁବନେଶ୍ୱର: କରୋନା ଟୀକାକରଣ ପାଇଁ କୌଣସି Duplicate Aapରେ ବିଶ୍ୱାସ କରନ୍ତୁ ନାହିଁ।। ଟୀକାକୁ ମାଗଣାରେ ଦେବାକୁ ସରକାର ଘୋଷଣା କରିଛନ୍ତି ବୋଲି ଶୁକ୍ରବାର ଦିନ କହିଛନ୍ତି ଡିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି। କରୋନା ଟିକା ଜନିତ ମିଥ୍ୟା ସୂଚନାରୁ ଦୂରେଇ ରୁହନ୍ତୁ ନଚେତ୍…

ଓଡ଼ିଶାର ୧୧୦ଟି ସାଇଟରେ ଟିକାକରଣ ଡ୍ରାଏ ରନ୍‌

ଭୁବନେଶ୍ୱର: ସାରା ଦେଶରେ କରୋନା ଟିକାକରଣ ପୂର୍ବରୁ ଚାଲିଛି ଦ୍ୱିତୀୟ ପର୍ୟ୍ୟାୟ ଡ୍ରାଏ ରନ୍ । ଓଡ଼ିଶାରେ ୧୧୦ଟି ସେସନ୍ସ ସାଇଟରେ ଡ୍ରାଏ ରନ୍ କରାଯାଉଛି । ପ୍ରାଇମେରୀ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ମେଡିକାଲ କଲେଜରେ ଚାଲିଛି ଟିକାକରଣର ରିହରସାଲ୍ । ଏହି ସୂଚନା…

କହେଲେ କହେବ ଓ କରବୁ ଯାହା ପାଏବୁ ତାହା ପୁସ୍ତକ ଉନ୍ମୋଚିତ

ସମ୍ବଲପୁର: କୋଭିଡ କଟକଣା ଭିତରେ ସମ୍ବଲପୁରର ସମଲେଶ୍ବରୀ ମନ୍ଦିର ପରିସରରେ ଡ. ଶ୍ୟାମସୁନ୍ଦର ଧରଙ୍କ ରଚିତ ସମ୍ବଲପୁରୀ ପୁସ୍ତକ "କହେଲେ କହେବ" ଓ ଡ. ବିଜୟ ପ୍ରଧାନଙ୍କ ରଚିତ ସମ୍ବଲପୁରୀ ଗଳ୍ପ ସଂକଳନ "କରବୁ ଯାହା ପାଏବୁ ତାହା" ଉନ୍ମୋଚିତ ହୋଇଯାଇଛି। ବରିଷ୍ଠ ନାଗରିକ ହେମନ୍ତ ଦଫେଦାର ଓ…

ପ୍ରଥମ ଦିନ ସ୍କୁଲ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ୯ ମାସ ପରେ ଆଜିଠାରୁ ରାଜ୍ୟରେ ଖୋଲିଛି ସ୍କୁଲ । କ୍ଲାସରୁମରେ ପୁଣି ଥରେ ଆରମ୍ଭ ହୋଇଛି ପାଠପଢ଼ା । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ସ୍କୁଲ ଖୋଲିଛି । ଆଜି ପ୍ରଥମ ଦିନରେ ସ୍କୁଲ ପରିଦର୍ଶନ କରି ବ୍ୟବସ୍ଥା ପରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…

ଜୁଭେଲାଇଲ୍ ଜଷ୍ଟିସ ବୋର୍ଡରେ ହାଜର ହେଲା ପରୀ ହତ୍ୟାକାଣ୍ଡର ନାବାଳକ ଅଭିଯୁକ୍ତ

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ ଯଦୁପୁର 'ପରୀ' ହତ୍ୟା ମାମଲାରେ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର ହେଲା ଅଭିଯୁକ୍ତ ନାବାଳକ । ଅନୁଗୁଳ ବାଳସୁଧାର ଗୃହରୁ ତାକୁ ଆଣି ହାଜର କରାଯାଇଛି । ନାର୍କୋ ଆନାଲିସିସ ଟେଷ୍ଟ ଅନୁମତି ଦେବାକୁ ଏସଆଇଟି କରିଥିବା ଆବେଦନ ଉପରେ ଶୁଣାଣି ହେବ । ନୟାଗଡ଼ ପକସୋ…

ବିଚ୍ ରାସ୍ତାରେ ଛୁରୀ ଭୁସି ଜଣଙ୍କୁ ହତ୍ୟା, ଜଣେ ଗୁରୁତର

ଜୟପୁର: ବିଚ୍ ରାସ୍ତାରେ ଛୁରାମାଡ଼ । ଛୁରୀ ଭୁସି ଜଣଙ୍କୁ ହତ୍ୟା । ଆକ୍ରମଣରେ ଆଉ ଜଣେ ଗୁରୁତର ହୋଇଛନ୍ତି । କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୬୩ ନମ୍ବର ଜାତୀୟ ରାଜପଥର ବୋରିଗୁମ୍ମା ବ୍ଲକ ଶଶାହାଣ୍ଡି ନିକଟରେ ଏହି ଘଟଣା ଘଟିଛି । ମୃତକ ହେଲେ ଶଶାହାଣ୍ଡି ଗାଁର ଦଶରଥ ହରିଜନ । ଆହତଙ୍କ ନାଁ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ଦୁଇ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ମହାମାରୀ ନେଲା ରାଜ୍ୟରୁ ଆଉ ଦୁଇ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ଘଣ୍ଟାରେ ଦୁଇ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରେ ଜଣେ ୮୩ବର୍ଷୀୟ ବୃଦ୍ଧ ଓ ନୟାଗଡ଼ ଜିଲ୍ଲାରେ ଜଣେ ୩୭ ବର୍ଷୀୟ ଯୁବକ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି । ୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ…