Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ପୋଡ଼ି ମାରିବା ଘଟଣା, ପେଟ୍ରୋଲ ଦୋକାନୀ ଗିରଫ

ବରଗଡ଼: ବରଗଡ ଗାଇସିଲେଟ ଥାନା ଫିରିଙ୍ଗିମାଲ ଗାଁରେ ନାବାଳିକା ପେଟ୍ରୋଲ ଢାଳି ଜାଳି ହେବା ଘଟଣାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଏହି ଘଟଣାରେ ପେଟ୍ରୋଲ ଦୋକାନୀ ଗିରଫ। ବ୍ୟକ୍ତଙ୍କର ରାସନ ଦୋକାନ ରହିଛି। ଏହି ଦୋକାନରେ ସେ ପୋଟ୍ରୋଲ ବିକ୍ରି କରନ୍ତି। ରାସନ ଦୋକାନୀ ପ୍ରେମାନନ୍ଦ…

ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର: ଗତ ମାସରେ ସରିଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ହେଲେ ଆସନ୍ତା ବର୍ଷ ରଥଯାତ୍ରା ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରା ସରୁ ସରୁ ଆସନ୍ତା ବର୍ଷ ହେବାକୁ ଥିବା ରଥଯାତ୍ରାରେ ବିଶୃଙ୍ଖଳା ରୋକିବାକୁ ଏବେଠୁ ପ୍ରଶାସନ ସଜବାଜ। ଆଜି ବସିବ ଉଚ୍ଚସ୍ତରୀୟ ବୈଠକ । ସନ୍ଧ୍ୟା…

ଯକ୍ଷ୍ମାର ମୂଳୋତ୍ପାଟନ ଦିଗରେ ଆଗକୁ ଆସିଲେ ରାଜ୍ୟପାଳ; ୧୦୦ ରୋଗୀଙ୍କୁ ପୋଷ୍ୟ ଭାବେ କରିବେ ଗ୍ରହଣ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ ଲାଗି ରାଜ୍ୟପାଳଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା । ୧୦୦ ଜଣ ଯକ୍ଷ୍ମା (ଟିବି) ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟପାଳ…

ଅବପାତର ରୂପ ନେଲା ଲଘୁଚାପ: ୨ଦିନ ଧରି ପ୍ରବଳ ବର୍ଷିବ! ୩ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଆଜି ମଧ୍ୟାହ୍ନରେ ଅବପାତ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଯାହା ଫଳରେ ଆଜି ୩ଟି ଜିଲ୍ଲା ନବରଙ୍ଗପୁର,…

ସମ୍ବଲପୁରରେ ଏନକାଉଣ୍ଟର; ଅପରାଧୀର ବାମ ଗୋଡରେ ବାଜିଛି ଗୁଳି

ସମ୍ବଲପୁର: ସମ୍ବଲପୁରରେ ଏନ୍‌କାଉଣ୍ଟର । ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ଏମ୍‌ଡି ସାମଦକୁ ଏନକାଉଣ୍ଟର କଲା ପୋଲିସ । ସାମଦ ତାର ଭାଇ ଏମଡି ଓ୍ବାସିମ ଜଣଙ୍କୁ ଛୁରାମାଡ କରି ହତ୍ୟା କରିଥିଲେ । ପୋଲିସ ଉଭୟଙ୍କୁ ଧରିବାକୁ ଯାଇଥିବାବେଳେ, ସେମାନେ ପୋଲିସ ଉପରକୁ ଗୁଳିଚଳାଇଥିଲେ । ଏହାପରେ…

ଅଶୋକ ପଟ୍ଟନାୟକ ସ୍ମାରକୀ ବନ୍ଧୁକଚାଳନା ଓ ବାହୁକୁସ୍ତି: ୬ ଜଣ ହାତେଇଲେ ସ୍ବର୍ଣ୍ଣ ପଦକ

ଭୁବନେଶ୍ବର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓ ଉତ୍କଳ କରାଟେ ସ୍କୁଲ୍‌ ମିଳିତ ଆନୁକୂଲ୍ୟରେ ସୋମବାର କ୍ରୀଡ଼ା ସାମ୍ବାଦିକ ଅଶୋକ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ କ୍ରୀଡ଼ା ସାମ୍ବାଦିକଙ୍କ ମଧ୍ୟରେ ସୌଖିନ ବନ୍ଧୁକଚାଳନା ଓ ବାହୁକୁସ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। କମିିଶନର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବରେ କମିଶନର ଅନ୍ୟ ସଦସ୍ୟଗଣ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ରିପୋର୍ଟ ପ୍ରଦାନ କରିଥିଲେ…

ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା ପ୍ରଦାନରେ ଉନ୍ନତି ଆଣିବା ପାଇଁ ଓଡ଼ିଶା ସରକାର ୧୮୪୦ ଜଣ ଡାକ୍ତର ଏବଂ ୫୦୦୦ରୁ ଅଧିକ ପାରାମେଡିକାଲ୍ କର୍ମଚାରୀଙ୍କୁ ଶୀଘ୍ର ନିଯୁକ୍ତି ଦେବା ସମ୍ପର୍କରେ ସୋମବାର ଦିନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ…

କ୍ରୋମ୍ ଜୋନ୍ ଖଣି ଅଞ୍ଚଳ ପରିଦର୍ଶନ ସହ ସମୀକ୍ଷା କଲେ ଓଏମସି ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (ଓଏମସି) ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ, ଆଇଏଏସ୍, ଯାଜପୁର ଜିଲ୍ଲା ସ୍ଥିତ ସୁକିନ୍ଦା ଅଞ୍ଚଳରେ ଥିବା ଓଏମସିର କ୍ରୋମ୍ ଖଣି ଅଞ୍ଚଳ ପରିଦର୍ଶନ କରିବା ସହିତ ଖଣି କ୍ଷେତ୍ରର ବ୍ୟାପକ ସମୀକ୍ଷା କରିଛନ୍ତି। ଏହି ଗସ୍ତରେ ନିର୍ଦ୍ଦେଶକ (ଅପରେସନ)…