Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୫ ହଜାର ଟଙ୍କାର ତଣ୍ଡ ଗଣିଲା ବାଲି ବୋଝେଇ ଟ୍ରକ

ଭଦ୍ରକ: ରାଜ୍ୟରେ ଜୋରସୋରରେ ଚାଲିଛି ଗାଡି କାଜଗପତ୍ର ଯାଞ୍ଚ । ପ୍ରତିଦିନ କାଟୁଛି ଲକ୍ଷ ଲକ୍ଷ ଟଙ୍କାର ଚାଲାଣ । ଏହି କ୍ରମରେ ଏକ ବାଲି ବୋଝେଇ ଗାଡିକୁ ଲାଗିଛି ୨୫ ହଜାର ଟଙ୍କାର ଜରିମାନା। ଭଦ୍ରକ ଜିଲ୍ଲାରେ ଘଟିଛି ଏଭଳି ଘଟଣା। ସୂଚନାନୁସାରେ,ଏକ ବେଆଇନ ବାଲି ବୋଝେଇ ଟ୍ରକ ଜବତ କରିଛି…

ଓଡ଼ିଶାରେ କମୁଛି ପଜିଟିଭ ସଂଖ୍ୟା; ଆଜି ସୁସ୍ଥ ହେଲେ ଆଉ ୨୭୧ ଜଣ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୬ ହଜାର ୭୭୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ…

ରିଲିଜ ହେଲା ବର୍ଷାଙ୍କ ମ୍ୟୁଜିକ ଭିଡ଼ିଓ, ନମିତାଙ୍କ ଗୀତରେ ଝୁମିଲେ ଦୃଷ୍ଟିହୀନ ଓ ଭିନ୍ନକ୍ଷମ

ଭୁବନେଶ୍ୱର: ମୁକ୍ତିଲାଭ କରିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦ୍ୱାରା ପ୍ରସ୍ତୁତ ମ୍ୟୁଜିକ ଭିଡିଓ 'କିଛି ମାଗୁନାହିଁ ତତେ' । ନମିତା ମେଲେକା ଗାଇଥିବା ଏହି ଗୀତରେ ବର୍ଷାଙ୍କ ସହ ଅଭିନୟ କରିଛନ୍ତି ଏସିଡ ପୀଡିତା ପ୍ରମୋଦିନୀ ରାଉଳ, କିଛି ଦୃଷ୍ଟିହୀନ ଓ ଭିନ୍ନକ୍ଷମ। କିଛି ଦିନ ତଳେ…

ହାତୀ ପଲଙ୍କ ହାବୁଡରେ ପଡିଲେ ଚିଲିକା ପକ୍ଷୀ ଗଣନାକାରୀ

ବାଲୁଗାଁ: ଚିଲିକା ବନଖଣ୍ଡରେ ଆଜି ସକାଳୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ବାଲିପାଟପୁର ଅଞ୍ଚଳରେ ପକ୍ଷୀଗଣନାକାରୀ ଟିମ୍ ଏକ ହାତୀ ପଲଙ୍କୁ ଦେଖିବାକୁ ପାଇଥିଲେ । ଗତ ରାତିରୁ ଭୂଷଣ୍ଡପୁର ଦେଇ କେତେ ବେଳେ ଯେ ହାତୀ ପଲ ଚିଲିକା ଭିତରକୁ ପଶିଥିବା ଅନୁମାନ କରାଯାଉଛି । ପକ୍ଷୀଗଣନାକାରୀ…

ମାହାଙ୍ଗା ଡବଲ ମର୍ଡର ଘଟଣାରେ ୪ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା ମାମଲାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି । ଏମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ଥିବା ଜଣାପଡିଛି । । ଏମାନଙ୍କୁ ଏକ ଅଜ୍ଞାତ ସ୍ଥାନରେ ବର୍ତ୍ତମାନ ପଚରାଉଚରା ଚାଲିଛି । ଏଥି ସହ ଅଟକ…

ଦୁର୍ନୀତି ଅଭିଯୋଗରେ ୭ ବରିଷ୍ଠ ଅଧିକାରୀ ବିଦା, ଜାଣନ୍ତୁ କାହା ବିରୋଧରେ କଣ ରହିଛି ଅଭିଯୋଗ

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗ ୭ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡିଏସ୍ପି, ଜଣେ ଡେପୁଟି କମାଣ୍ଡାଣ୍ଟ ଓ ୨ ଜଣ ଖଣି ଅଧିକାରୀ ଓ ଜଣେ ସିଡିପିଓ ଅଛନ୍ତି । ଏବେ ଆସନ୍ତୁ ନଜର…

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ବିଦା ହେଲେ ଡିଆଇଜିଙ୍କ ସମେତ ୭ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ପୁଣି ନେଲେ ବଡ କାର‌୍ୟ୍ୟାନୁଷ୍ଠାନ । ଦୁର୍ନୀତି ମାମଲା ଥିବା ଡିଆଇଜି, ଜେଲ ଗୋପବନ୍ଧୁ ମଲ୍ଲିକଙ୍କ ସମେତ ୭ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ମଧ୍ୟରେ ଅଛନ୍ତି ଇସ୍ପାତ ଓ ଖଣି ବିଭାଗର ୨ ଅଧିକାରୀ, ଜଣେ ସିଡିପିଓ, ଜଣେ…

ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ପିଲା, ଆଉ କମିବନି ସିଲାବସ୍

ଭୁବନେଶ୍ୱର: ଦୁଇ ଦିନ ପରେ ରାଜ୍ୟରେ ଖୋଲିବ ସ୍କୁଲ । ନଅ ମାସ ପରେ ଛାତ୍ରଛାତ୍ରୀ କ୍ଲାସରୁମରେ ପାଠ ପଢ଼ିବେ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବାକୁ ଆସିବେ । ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ଛାତ୍ରଛାତ୍ରୀ । ଅଧିକ ପିଲା ହେଲେ ଅଧିକ ସେକ୍ସନ କରାଯିବ । ଏନେଇ ସୂଚନା…

ଭୁବନେଶ୍ୱର ଶିଶୁ ଭବନ ଛକରେ ପୋଲିସ-ଛାତ୍ର କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର: ମାହାଙ୍ଗାରେ ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ଘଟଣା ପ୍ରତିବାଦରେ ସାରା ରାଜ୍ୟରେ ଆନ୍ଦୋଳନ ଚାଲିଛି । ଭୁବନେଶ୍ୱର ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମନ୍ତ୍ରୀ ପ୍ରତାପ ଜେନାଙ୍କ ବହିଷ୍କାର ଦାବିରେ ଆନ୍ଦୋଳନ କରିଛନ୍ତି ଛାତ୍ର କଂଗ୍ରେସ…

ନୟାଗଡ଼ ପକସୋ କୋର୍ଟରେ ହାଜର ହେଲା ପରୀ ହତ୍ୟାର ଅଭିଯୁକ୍ତ ସରୋଜ ସେଠୀ

ନୟାଗଡ: ଯଦୁପୁର ପରୀ ହତ୍ୟା ମାମଲାରେ ନୟାଗଡ଼ ପକସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ । ସରୋଜ ସେଠୀକୁ ହାଜର କରାଇଲା ଏସଆଇଟି । ଆଜି କୋର୍ଟରେ ସରୋଜର ମାଆ ଓ ଭଉଣୀ ବି ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର ଲୋକ । ଏହାର ଶୁଣାଣି ପାଇଁ…