Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡରୁ ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର

ସୁନ୍ଦରଗଡ଼: ପାକିସ୍ତାନ ଫେରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବିରଜୁ କୁଲୁ ତାଳଚେରରୁ ଉଦ୍ଧାର । ୩ଦିନ ପରେ ବିରଜୁଙ୍କୁ ଉଦ୍ଧାର କରିଛି ପୋଲିସ । ତାଳଚେର ଅଞ୍ଚଳରେ ବୁଲୁଥିବା ସମୟରେ ଉଦ୍ଧାର କଲେ ସ୍ଥାନୀୟ ପୋଲିସ । ମାନସିକ ଭାରସାମ୍ୟ ହରାଇ ଘରୁ ବାହାରି ଟ୍ରକରେ ପଳାଇଥିଲେ ବିରଜୁ କୁଲୁ । ଗତ…

ଟିକାକରଣ ପାଇଁ ତୟାର ଓଡ଼ିଶା: ରାଜ୍ୟରେ ଅଛି ୨୯ ହଜାର ସେସନ୍ସ ସାଇଟ୍

ଭୁବନେଶ୍ୱର: କରୋନା ଟିକା ଆସିବା କ୍ଷଣି ଓଡ଼ିଶାରେ ଆରମ୍ଭ ହେବ ଟିକାକରଣ । ସରକାର ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ଅଛନ୍ତି । ଟିକାକରଣ ପାଇଁ ୨୯ହଜାର ସେସନ ସାଇଟ ଅଛି । କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଟିକାକରଣ ବେଳେ ଏସବୁ ଆବଶ୍ୟକ ହେବନି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟରୁ ବିଦା ହେଉଛି କରୋନା: ୨୪ଘଣ୍ଟାରେ ୧୯୮ ପଜିଟିଭ୍, ୨ମୃତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଣିକି ଆଉ ଚିହ୍ନଟ ହେଉ ନାହାନ୍ତି ଦୈନିକ ନୂଆ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ୭ଜିଲ୍ଲାରୁ ଗାଏବ ହୋଇଛି ମହାମାରୀ । ଅର୍ଥାତ ୨୩ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଆଜି ଚିହ୍ନଟ ହୋଇଛନ୍ତି ୧୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଭଦ୍ରକ ଏସପି

ଭଦ୍ରକ: ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଭଦ୍ରକ ଏସପି ଚରଣ ସିଂ ମୀନ । ଏସପିଙ୍କ ଗାଡିକୁ ପିଟିଲା ଏକ ଟ୍ରକ । ୧୬ ନମ୍ବର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ତେବେ ଏଥିରେ ଏସପିଙ୍କର କୌଣସି କ୍ଷତି ହୋଇ ନାହିଁ । ତେବେ ତାଙ୍କ କାର ଭାଙ୍ଗିରୁଜି…

ରାତିରେ ଘରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ଭଦ୍ରକ: ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ସମ୍ପୂର୍ଣ୍ଣ ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଛାରଖାର ହୋଇଛି । ଭଦ୍ରକ ସହରାଞ୍ଚ ୨୦ନମ୍ୱର ଓ୍ୱାର୍ଡର ଶଙ୍କରପୁର ଏହି ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ହଠାତ୍‌ ହାଜର ବିବିଙ୍କର ଘରେ ନିଆଁ ଲାଗିଥିଲା । ନିଆଁ ଚାହୁଁ ଚାହୁଁ ୩…

ମାହାଙ୍ଗା ଡବଲ୍ ମର୍ଡର: ମୁଖ୍ୟ ଅଭିଯୁକ୍ତ ସମେତ ଚାରି ଜଣ ଅଟକ, ଅଜ୍ଞାତ ସ୍ଥାନରେ ଜେରା

କଟକ: ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସମେତ ଚାରି ଜଣ ଅଟକ । ସେମାନଙ୍କୁ ଅଟକ ରଖିଛି କଟକ ଗ୍ରାମାଞ୍ଚଳ ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ଅଜ୍ଞାତ ସ୍ଥାନରେ ଜେରା ଚାଲିଛି । ଘଟଣାର ଦୁଇ ଦିନ ପରେ ଅଭିଯୁକ୍ତଙ୍କୁ ଠାବ କରିବା…

କେବେଠୁ ଖୋଲିବ କଟକର ସଙ୍ଗମ ସିନେମା ହଲ୍, ଜାଣନ୍ତୁ

କଟକ: ଚଳଚ୍ଚିତ୍ର ପ୍ରେମୀ ମାନଙ୍କ ପାଇଁ ଖୁସି ଖବର। କଟକ ସ୍ଥିତ ସଙ୍ଗମ ମଲ୍ଟିପ୍ଲେକ୍ସ ଆସନ୍ତା ଜାନୁଆରୀ ୮ ତାରିଖରୁ ଖୋଲିବାକୁ ଯାଉଛି। ସୂଚନାନୁସାରେ, ସହରର ଅନ୍ୟ ସିନେମା ହଲ୍ ଗୁଡିକ ଜାନୁଆରୀ ୧୪ରେ ଖୋଲିବାକୁ ଯାଉଛି। କୋଭିଡ-୧୯ ଗାଇଡଲାଇନକୁ ପାଳନ କରି ୫୦ ପ୍ରତିଶତ ସିଟରେ ସିନେମା…

ଚିଲିକାରେ ବାର୍ଷିକ ପକ୍ଷୀ ଗଣନା ଜାରି

ବାଲୁଗାଁ: ଚିଲିକାରେ ଚଳିତ ବର୍ଷ ପକ୍ଷୀ ଗଣନା ମଙ୍ଗଳବାର ଦିନଠାରୁ ଆରମ୍ଭ ହୋଇଛି । ଚିଲିକା ଅନ୍ତର୍ଗତ ଟାଙ୍ଗି, ବାଲୁଗାଁ, ରମ୍ଭା, ସାତପଡା ଏବଂ ନୂଆପଡ଼ା ପାଞ୍ଚଟି ରେଞ୍ଜରେ ଆରମ୍ଭ ହୋଇଛି। ୧୧୧ରୁ ଅଧିକ ବନ ଅଧିକାରୀ, ବିଶେଷଜ୍ଞ, ସ୍ବେଚ୍ଛାସେବୀ ଏବଂ ପରିବେଶବିତ ଆଦିଙ୍କୁ ନେଇ ୨୧ଟି…

ପରୀ ହତ୍ୟା ମାମଲା: ଅଭିଯୁକ୍ତର ନାର୍କୋ ଟେଷ୍ଟ କରାଇବା ଆବେଦନର ଆଜି ଶୁଣାଣି

ନୟାଗଡ଼: ନୟାଗଡ଼ ଯଦୁପୁର ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ସରୋଜ ସେଠୀର ନାର୍କୋ ଆନାଲିସିସ୍ ଟେଷ୍ଟ ପାଇଁ ଏସଆଇଟି କରିଥିବା ଆବେଦନ ଉପରେ ଆଜି ଶୁଣାଣି ରହିଛି । ନୟାଗଡ଼ ପକସୋ କୋର୍ଟରେ ଶୁଣାଣି ହେବ । ନାର୍କୋ ଟେଷ୍ଟ ପାଇଁ ଅନୁମତି ଦେବାକୁ କୋର୍ଟରେ ଆବେଦନ କରିଥିଲା ଏସଆଇଟି । ପରୀ ହତ୍ୟା…

ଭାରତର ବିରଳ ‘ଜାତାପୁ ଜନଜାତି’ ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

ଭୁବନେଶ୍ୱର: ଜାତାପୁ ଭାରତର ଏକ ଅନୁସୂଚିତ ଜନଜାତି । ଜାତାପୁ ସଂପ୍ରଦାୟ କନ୍ଧ ଜନଜାତିର ଏକ ଗୋଷ୍ଠୀ ଏବଂ ମୁଖ୍ୟତଃ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବସବାସ କରନ୍ତି ।ଆନ୍ଧ୍ର ପ୍ରଦେଶରେ ପାହାଡ଼ରେ ବସବାସ କରୁଥିବା ଜାତାପୁମାନେ କୁଇ ଏବଂ ସମତଳ ଅଞ୍ଚଳରେ ରହୁଥିବା ଜାତାପୁମାନେ ତେଲୁଗୁ କହନ୍ତି ।…