Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ, ଧକ୍କା ଦେଲା ପିକଅପ୍ ଭ୍ୟାନ୍

ଅନୁଗୁଳ: ଭୋଜି ସାରି ବିଳମ୍ବିତ ରାତିରେ ଘରକୁ ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକଅପ୍ ଭ୍ୟାନ ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ । ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ପୋକୁଣ୍ଡା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ…

ରାଜ୍ୟରେ କମିଲା: ୨୪ଘଣ୍ଟାରେ ୧୮୩ କରୋନା ପଜିଟିଭ୍, ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କମୁଛି କରୋନା କାୟା । ପୁଣି ଥରେ ଦିନକରେ ଦୁଇ ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଚାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ଟି । ୨୬ ଜିଲ୍ଲାରୁ ନୂଆ…

କୁମ୍ଭୀର ଗଣନା ପାଇଁ ଆସନ୍ତା ୧୫ ତାରିଖରୁ ବନ୍ଦ ରହିବ ଭିତରକନିକା ପ୍ରାଣୀ ଉଦ୍ୟାନ

କେନ୍ଦ୍ରାପଡ଼ା: ଆସନ୍ତା ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ପ୍ରାଣୀ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୨୩ ଯାଏ ୯ ଦିନ ବନ୍ଦ ରହିବ । ୨୨ଟି ଟିମ୍ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ହେବେ । ଏହି ସମୟରେ ଯେଭଳି କୌଣସି ପ୍ରକାର ଅସୁବିଧା ନହେବ ସେଥିପାଇଁ…

ମୁକ୍ତିଲାଭ କଲା ମ୍ୟୁଜିକାଲ ସର୍ଟ ମୁଭି ‘ଜାନିୟା’

ଭୁବନେଶ୍ୱର: ନୂଆବର୍ଷରେ ରିଲିଜ ହୋଇଛି ବ୍ୟୟବହୁଳ ମ୍ୟୁଜିକାଲ ସର୍ଟ ମୁଭି 'ଜାନିୟା' । ଏହାକୁ ଆନୁଷ୍ଠାନିକ ଭାବେ ରିଲିଜ କରିଛନ୍ତି ତରଙ୍ଗ ଚ୍ୟାନେଲର ମୁଖ୍ୟ ଶ୍ୟାମା ପ୍ରସାଦ ମିଶ୍ର । ଏହି ଅବସରରେ 'ଜାନିୟା'ର ସମସ୍ତ କଳାକାର ଓ ଟେକ୍ନିସିଆନ ପ୍ରମୁଖ ଉପସ୍ଥିତ ଥିଲେ । 'ଜାନିୟା'ର…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଏସ୍. ମୁରଲୀଧର । ଆଜି ସେ ଶପଥ ନେଇଛନ୍ତି । ରାଜଭବନରେ ଆୟୋଜିତ ହୋଇଥିଲା ସମାରୋହ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇଥିଲେ । ଜଷ୍ଟିସ୍ ଏସ୍ ମୁରଲୀଧର ହାଇକୋର୍ଟଙ୍କ ୩୨ତମ ମୁଖ୍ୟ ବିଚାରପତି…

ଓଡ଼ିଶାର ବିରଳ ଆଦିବାସୀ ଜନଜାତି ‘ଜୁଆଙ୍ଗ’ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାରେ ଦେଖାଯାଉଥିବା ୧୩ ପ୍ରକାର ଆଦିମ ଜନଜାତି ମଧ୍ୟରୁ ଜୁଆଙ୍ଗ ଅନ୍ୟତମ । ଜୁଆଙ୍ଗମାନଙ୍କର ଉତ୍ପତ୍ତି ଗୋନାସିକା ପର୍ବତ ପାଦଦେଶରେ ହୋଇଥିଲା । ସେମାନଙ୍କ ଭାଷାରେ ଜୁଅଙ୍ଗର ଅର୍ଥ ହେଉଛି ମଣିଷ । ସେମାନେ ନିଜକୁ ପତ୍ର-ଶବର ମଧ୍ୟ କହିଥାନ୍ତି । ସେମାନେ ପତ୍ର ପରିଧାନ…

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର

ଭୁବନେଶ୍ୱର:  ଆଜି ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର । ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥପାଠ କରାଇବା ନେଇ ସୂଚନ ରହିଛି । ନବ ନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍…

ବିଳମ୍ବିତ ରାତିରେ କେନ୍ଦ୍ରାପଡାରେ ବୋମାମାଡ଼

ମାର୍ଶାଘାଇ: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅଂଚଳର ଜାତୀୟ ରାଜପଥ କଡ଼ରେ ଥିବା ଏକ ଢାବା ନିକଟରେ ବୋମାମାଡ଼ ହୋଇଥିବା ସୂଚନା । ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ତିନି ଜଣ ଦୃବୁତ୍ତ ଏକ ବାଇକରେ ଆସି ଢାବା ନିକଟରେ ୨ ଟି ବୋମାମାଡ କରିଥିଲେ । ତେବେ  ଏହି ବୋମାମାଡରେ…

ଶ୍ରୀଜିଉଙ୍କୁ ୨୧ କିଲୋଗ୍ରାମର ରୂପା ଦାନ କଲେ ଶ୍ରଦ୍ଧାଳୁ

ପୁରୀ: ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀଜିଉଙ୍କୁ ରବିବାର ଦିନ ୨୧ କିଲୋଗ୍ରାମର ରୂପା ଦାନ କରିଛନ୍ତି ଜଣେ ଶ୍ରଦ୍ଧାଳୁ। ସୂଚନାନୁସାରେ, ଭୁବନେଶ୍ୱରର ଶିବ ପ୍ରସାଦ ପଣ୍ଡା ମନ୍ଦିରର ମୁଖ୍ୟ କାର୍ଯ୍ୟାଳୟରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜିଟିଏ) ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଏହି…

ଓଡିଶାର ୧୦ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର: ଓଡିଶାର ୧୦ଟି ଜିଲ୍ଲାରେ ଘନ କୁହୁଡ଼ି ହେବା ନେଇ ରବିବାର ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସୂଚନା ଅନୁଯାୟୀ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ ଏବଂ ନୟାଗଡ଼ର ପାଞ୍ଚଟି ଆଭ୍ୟନ୍ତରୀଣ ଜିଲ୍ଲା ଏବଂ ଜଗତସିଂହପୁର, ଭଦ୍ରକ,…