Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୁବଶୀଘ୍ର ଖୋଲିବ ରାଜ୍ୟରେ ଥିବା ସ୍କୁଲ ହଷ୍ଟେଲ

ଭୁବନେଶ୍ୱର: ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଦ୍ୟାଳୟ ପରିସରରେ ଥିବା ହଷ୍ଟେଲ ଖୋଲିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରବିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଏସସି ଏବଂ ଏସଟି…

ରାଜ୍ୟରେ ଜାନୁଆରୀ ୧୧ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ନେଇ ଘୋଷଣା କରିବା ପରେ ରାଜ୍ୟରେ ଜାନୁଆରୀ ୧୧ରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ନିଷ୍ପତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ ଶେଷ ସେମିଷ୍ଟାର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ରାଜ୍ୟର ଡିଗ୍ରୀ କଲେଜ ଏବଂ…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗୋଟିଏ ଦିନରେ ରାଜ୍ୟରେ ପ୍ରାଣ ହରାଇଛନ୍ତି ଆଉ ୩ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଓଡ଼ିଶାରେ ୨୦୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ ମାମଲା। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୨ ନୂଆ ଆକ୍ରାନ୍ତ । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ କ୍ୱାରେଣ୍ଟାଇନରୁ ୧୦୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୮୩ଟି । ଷ୍ଟେଟ୍ ପୁଲକୁ ମିଶାଇ ୨୪ ଜିଲ୍ଲାରୁ…

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ସର୍ବସାଧାରଣଙ୍କ ପାଇଁ ଖୋଲିଛି ଜଗା ଦୁଆର । ୯ ମାସ ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୧୨ଟା ୧୫ରେ ପୁରୀ ସର୍କିଟ ହାଉସରେ ପହଞ୍ଚିବେ । ୧୨ଟା ୪୦ରେ ସିଂହଦ୍ୱାର ନିକଟରେ ପହଞ୍ଚିବେ…

ଏଥର ମାଟ୍ରିକରେ ପ୍ରତି ବିଷୟରେ ୮୦ ମାର୍କ ପରୀକ୍ଷା, ୧୦୦ ମାର୍କ ପାଇଁ ହେବ ମୂଲ୍ୟାୟନ

ଭୁବନେଶ୍ୱର: କରୋନା ଯୋଗୁ ଏବର୍ଷ ରାଜ୍ୟରେ ବିଳମ୍ବ ହୋଇଛି ପରୀକ୍ଷା । ବହୁ କଳ୍ପନାଜଳ୍ପନା ଭିତରେ ମେ ୩ରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଏବର୍ଷ ପ୍ରତି ବିଷୟରେ ୮୦ ମାର୍କର ହେବ । ଛାତ୍ରଛାତ୍ରୀ ୫୦ ମାର୍କର ଙଗଜ ଅବଜେକ୍ଟିଭ୍ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନର…

ଘରେ ଶୋଇଥିବା ବେଳେ ୱାର୍ଡ ମେମ୍ବରଙ୍କୁ ବିଭତ୍ସ ହତ୍ୟା

କାଲିମେଳା: ରାତିରେ ଶୋଇଥିବା ବେଳେ ୱାର୍ଡମେମ୍ବରଙ୍କୁ ବିଭତ୍ସ ହତ୍ୟା । ମାଲକାନଗିରି ଜିଲ୍ଲା ସୀମାନ୍ତ ମୋଠୁ ଥାନା ଘାର୍ଷାପାଲ୍ଲୀ ଗାଁରେ ଘଟିଛି ଏହି ଲୋମଟାଙ୍କୁରା ଘଟଣା ।ମୃତକ ୱାର୍ଡ ମେମ୍ବର ଜଣଙ୍କ ଘାର୍ଷାପଲ୍ଲୀ ଗ୍ରାମରେ ବାଡ଼ଛି ଚିନା ବୋଲି ଜଣାପଡିଛି । ସୂଚନାନୁସାରେ, ଗତକାଲି…

ପାଣିପାଗ ବିଭାଗର ସତର୍କ ସୂଚନା; ରାଜ୍ୟର ୬ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା 

ଭୁବନେଶ୍ୱର: ରାଜ୍ୟରେ ୬ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା, ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,ଆଜିଠାରୁ ଦୁଇଦିନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ପଡ଼ିବ। ଏହି ସବୁ ଜିଲ୍ଲାରେ…

ସବୁ ଅପେକ୍ଷାର ଅନ୍ତ; ରାଜ୍ୟରେ ଆଜିଠୁ ଖୋଲୁଛି ବିଭିନ୍ନ ପ୍ରସିଦ୍ଧ ମନ୍ଦିର

ଭୁବନେଶ୍ୱର: କରୋନା କଟକଣା ଯୋଗୁଁ ଦୀର୍ଘଦିନ ଧରି ବନ୍ଦ ରହିଥିଲା ବିଭିନ୍ନ ପ୍ରସିଦ୍ଧ ମନ୍ଦିର। ତେବେ ସବୁ ଅପେକ୍ଷାର ଅନ୍ତ ଘଟାଇ ଆଜିଠୁ ରାଜ୍ୟର ବିଭିନ୍ନ ମନ୍ଦିର ମାନ ଖୋଲିଛି। ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର। ଦୁଇଟି ପର୍ଯ୍ୟାୟରେ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ…

ଆଜିଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ବଡ଼ ଦେଉଳ; ଗାଇଡ଼ଲାଇନ ମଧ୍ୟରେ ଦର୍ଶନ କରିବେ ଭକ୍ତ

ପୁରୀ: ସବୁ ଅପେକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସ ପରେ ଆଜିଠୁ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ…