Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅବପାତରେ ପରିଣତ ହେଲା ଲଘୁଚାପ, ଓଡ଼ିଶାର ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ - ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସୃଷ୍ଟ  ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ସନ୍ଧ୍ୟାରେ ଏକ ଡିପ୍ରେସନରେ ପରିଣତ ହୋଇଛି। ଯାହା ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି…

ଓଡ଼ିଶାରେ ଖୁବ୍‌ଶୀଘ୍ର ହେବ ଏସଆଇଆର

ଭୁବନେଶ୍ୱର: ଓଡ଼ିଶାରେ ଖୁବ୍‌ଶୀଘ୍ର ସ୍ପେଶାଲ ଇଣ୍ଟେନସିଭ ରିଭିଜନ (ଏସଆଇଆର) ଭୋଟର ତାଲିକା କାର୍ଯ୍ୟକାରୀ ହେବାକୁ ଯାଉଛି। ଯାହା ୨୪ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ପାଇଁ ହେବ। ଆଗାମୀ ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସଠିକତା ଏବଂ ସ୍ୱଚ୍ଛତା ବୃଦ୍ଧି କରିବା ପାଇଁ ଏହି ପଦକ୍ଷେପର…

ଉପରାଷ୍ଟ୍ରପତି ନିର୍ବାଚନ; ନବୀନଙ୍କ ସହଯୋଗ ଲୋଡିଲେ ରାଜନାଥ

ଭୁବନେଶ୍ୱର: ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରୀଷ୍ଣନଙ୍କୁ ସମର୍ଥନ ଜଣାଇବା ପାଇଁ ଓଡିଶାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ ରେ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏନଡିଏ ପ୍ରାର୍ଥି ସି.ପି ରାଧାକ୍ରିଷ୍ଣଙ୍କୁ ଜିତିବାରେ…

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା । ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ…

ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୩ ଦିନିଆ ରିମାଣ୍ଡରେ ଯିବ ମୁଖ୍ୟ ଅଭିଯୁକ୍ତ ସମୀର ସାହୁ

ବାଲେଶ୍ବର: ବାଲେଶ୍ବର ଫକୀର ମୋହନ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା । ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡ ଆବେଦନ ମଞ୍ଜୁର କଲେ ଜିଲ୍ଲା ଦୌରାଜଜ୍‌ । ଅଧ୍ୟାପକ ସମୀର ସାହୁଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ କରିଥିଲେ ଛାତ୍ରୀ ।…

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ…

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍…

୪୮ ଲକ୍ଷ ଠକେଇ ଅଭିଯୋଗରେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଓ ଝିଅ ଅଟକ

କେନ୍ଦ୍ରାପଡା: କଟକର ଏକ ସଂସ୍ଥା ଏସଏସବି ଇଲେକ୍ଟ୍ରିକାଲ୍ସ ୪୮ ଲକ୍ଷ ଟଙ୍କାର ଠକେଇ ନେଇ ଟାଉନ୍ ଥାନାରେ ବିଜେଡି ନେତା ଅଙ୍କିତ ପ୍ରତାପ ଜେନା ଏବଂ ତାଙ୍କ ଭଉଣୀ ଐଶ୍ୱର୍ଯ୍ୟା ପ୍ରତାପ ଜେନାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ୨୦୨୪…

ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡକୁ ଯିଏ ଭାଇରାଲ କରିଛି ତା’ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ପୁରୀ…

ପୁରୀ: ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ ବେଳର ଭିଡିଓ ଭାଇରାଲ ଘଟଣା ଉପରେ ପୁଣି ପ୍ରତିକ୍ରିୟା ରଖିଲେ ପୁରୀ ଏସପି । ସେ କହିଛନ୍ତି ଯେ, ଯିଏ ବଳଙ୍ଗା ପୀଡ଼ିତାଙ୍କ ବୟାନ ସମୟ ଭିଡିଓ ଭାଇରାଲ୍‌ କରିଛନ୍ତି ତାଙ୍କ ବିରିଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଏନେଇ କଡ଼ା ଚେତାବନୀ ଶୁଣାଇଲେ ପୁରୀ…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨…

ଛୁଟିରେ ଯାଇ ବିଦେଶ ବୁଲୁଥିଲେ, ନିଲମ୍ବନ କଲା ବିଭାଗ…

ଭୁବନେଶ୍ୱର: ଅସୁସ୍ଥତା ଜନିତ ଛୁଟିରେ ଯାଇ ଥାଇଲ୍ୟାଣ୍ଡରେ ଛୁଟି କାଟିବା ଅଭିଯୋଗରେ ସୋନପୁର ଜିଲ୍ଲାର ପ୍ରାଥମିକ କୃଷି ସମବାୟ ସମିତି (ପିଏସିଏସ)ର ତିନି ଜଣ ସଚିବଙ୍କୁ ଓଡ଼ିଶା ସରକାର ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ସୋନପୁରର ଲଛିପୁର, ମୟୁରୁଦନ ଏବଂ…