Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ୩୧ଟି ସ୍ଥାନରେ ଆଜି କରୋନା ଟିକାକରଣ ପାଇଁ ଡ୍ରାଏ ରନ୍

ଭୁବନେଶ୍ୱର: କରୋନା ଟିକାକରଣ ପାଇଁ ଆଜି ରାଜ୍ୟରେ ଡ୍ରାଏ ରନ୍ କରାଯିବ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ମକ୍ ଡ୍ରିଲ କରାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏଥିପାଇଁ କ୍ୟାପିଟାଲ ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ…

ଆସନ୍ତା ୧୨ରୁ ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ ଜେଟ୍ ବିମାନ

ଭୁବନେଶ୍ୱର: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆରମ୍ଭ ହେବ ବହୁ ପ୍ରତିକ୍ଷୀତ ବିମାନ ସେବା । ଆସନ୍ତା ୧୨ ତାରିଖଠାରୁ ମୁମ୍ବାଇ-ଝାରସୁଗୁଡ଼ା-ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍ ଜେଟ୍ ବିମାନ । ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୪ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଇଥିବା ସୂଚନା। ଘଟଣାସ୍ଥଳରେ ଏବେବି ଉଦ୍ଧାର…

ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା; ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର 

ପାଲଲହଡା: ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ ଦୁଇ ଜଣ ସୁପରଭାଇଜାରଙ୍କୁ କିଛି ଦୁର୍ବୁତ୍ତ ବନ୍ଧୁକ ମୁନରେ ଅପହରଣ କରି ନେଇ ଯାଇଥିବା ବେଳେ ଅପହରଣର ୩ ଦିନ ପରେ ଦୁଇ ସୁପରଭାଇଜର ଫେରିଛନ୍ତି…

ଆସନ୍ତାକାଲି କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟର ୩୦ଟି ଯାକ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ କରୋନା ଟିକାକରଣର ଡ୍ରାଏ ରନ୍ କରାଯିବ । ଡ୍ରାଏ ରନ୍‌ର ଗାଇଡ ଲାଇନ ଓ ଏସ୍‌ଓପି ସଂପର୍କରେ ସବୁ ଜିଲ୍ଲାର ପ୍ରୋଗ୍ରାମ ଅଧିକାରୀଙ୍କୁ ଅବଗତ କରାଇ ଦିଆଯାଇଛି ।…

କୋଭିସିଲଡକୁ ମିିଳିଲା ଅନୁମତି !

ନୂଆଦିଲ୍ଲୀ-ଅକ୍‌ସଫୋର୍ଡ କରୋନା ଟିକାର ବ୍ୟବହାର ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଏକ ଏକ୍‌ସପର୍ଟ କମିଟି ଡ୍ରଗ୍‌ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (DCGI) କୁ ସୁପାରିଶ କରିଛି । ଅକ୍‌ସଫୋର୍ଡ ୟୁନିଭରସିଟି ଓ ଫାର୍ମା କମ୍ପାନି ଅଷ୍ଟ୍ରେଜେନେକା ଦ୍ୱାରା…

ରାଜ୍ୟରୁ ୨୪ ଘଣ୍ଟାରେ ୨୪୫ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୦୬ଟି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ସଂକ୍ରମିତ । ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୩୫ ନୂଆ ଆକ୍ରାନ୍ତ…

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ଅନ୍ତର୍ଜାତୀୟସ୍ତରର ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦର ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସରକାର ଜମି ଯୋଗାଇ ଦେବେ । ଜମି ଚିହ୍ନଟ ହୋଇଥିବା ବୋଲି…

ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ । ଆଜି ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ସେ ଏହାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୨୭ଟି ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ…

ଆସନ୍ତାକାଲି କରୋନା ଟିକା ଡ୍ରାଏ ରନ୍ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ଆସନ୍ତାକାଲି ଦେଶବ୍ୟାପୀ କରୋନା ଟିକା ଡ୍ରାଏ ରନ୍ କରାଯିବ । ଏଥିପାଇଁ ଓଡ଼ିଶାରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମେତ ରାଜ୍ୟର ୩୦…