Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ରାତି ୮ରୁ ଗଡିବନି ‘ମୋ ବସ୍’

ଭୁବନେଶ୍ୱର: ସାରା ରାଜ୍ୟରେ ସରକାର ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି। ଯାହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟା ପରେ ‘ମୋ ବସ୍’ ସେବାକୁ ସ୍ଥଗିତ କରାଯାଇଛି। ଏନେଇ କ୍ରୁଟ୍ ପକ୍ଷରୁ ଟ୍ବିଟ୍ କରି ସୂଚନା ମିଳିଛି। https://twitter.com/CRUT_BBSR/status/1344590989764173826?s=19…

୨୫୦ ତଳକୁ ଖସିଲା ଭୁବନେଶ୍ୱରରେ କରୋନା ଆକ୍ଟିଭ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୩୪ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ…

ପରଲୋକରେ ଭାରତୀୟ ହକି ଟିମର ପୂର୍ବତନ ଖେଳାଳି ମାଇକେଲ କିଣ୍ଡୋ

ରାଉରକେଲା: ଭାରତୀୟ ହକି ତାରକା ମାଇକେଲ କିଣ୍ଡୋଙ୍କର ଆଜି ଅପରାହ୍ନରେ ପରଲୋକ ହୋଇଛି । ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ କାରଣରୁ ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା ।…

ବ୍ରିଟେନ କରୋନା ଷ୍ଟ୍ରେନରେ ଓଡିଶାର କେହି ଆକ୍ରାନ୍ତ ନାହାନ୍ତି : ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ବିଦେଶରୁ ବିମାନ ଚଳାଚଳ ଆରମ୍ଭ ହେବା ପରେ ଏଯାଏଁ ଓଡିଶାକୁ ମୋଟ ୧୮୮ଜଣ ବ୍ରିଟେନ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କିନ୍ତୁ କୌଣସି ବ୍ୟକ୍ତିଙ୍କଠାରେ ବ୍ରିଟେନର ନୂଆ ଷ୍ଟ୍ରେନ ନାହିଁ ବୋଲି ସ୍ୱାସ୍ଥ୍ୟ ସଚିବ ସ୍ପଷ୍ଟ କରିଛନ୍ତି ।…

ନାଇଟ୍ କର୍ଫ୍ୟୁ ବେଳେ ଟୁଇନ୍ ସିଟିରେ ୧୪୪ ଧାରା, ରାତି ୯ଟା ସୁଦ୍ଧା ଦୋକାନ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଆଜି ରାତି ୧୦ଟାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଭୁବନେଶ୍ୱର ଓ କଟକରେ ଜାରି କରାଯିବ ୧୪୪ ଧାରା । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡ଼ଙ୍ଗୀ । ସୁରକ୍ଷା ଦୃଷ୍ଟିରୁ ଟୁଇନ୍…

ରାଜ୍ୟରୁ ୨୪ ଘଣ୍ଟାରେ ୩୧୫ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଦୈନିକ କେସ୍ କମିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୮୧ ସଂକ୍ରମିତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୪ଟି ରହିଛି । ୨୭ ଜିଲ୍ଲାରୁ…

ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ, ଚିହ୍ନଟ ହୋଇଛନ୍ତି ୧୭୯

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ । ସେମାନଙ୍କ ମଧ୍ୟରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଚହ୍ନଟ ହୋଇଥିବା ୧୭୯ ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ୧୬୦ ଜଣଙ୍କ ନମୁନା…

କୋଟିପତି ବ୍ୟାଙ୍କ ପରିଚାଳକଙ୍କ ଘରେ ଭିଜିଲାନ୍ସ ରେଡ୍

ଟିଟିଲାଗଡ଼: ଭିଜିଲାନ୍ସ ଜାଲରେ କୋଟିପତି ବ୍ୟାଙ୍କ ପରିଚାଳକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ରେଡ୍ । ବଲାଙ୍ଗିର ଜିଲ୍ଲା ଲାଠୋର କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକ ସାଗର ରଣାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ଟିଟିଲାଗଡ଼ ସ୍ଥିତ…

ଭିଜିଲାନ୍ସ ଜାଲରେ ଆଉ ଜଣେ ପିଇଓ, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ପିଇଓ । ତାଙ୍କ ନାଁ ବିହାରିଲାଲ ବାରିକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ବିହାରିଲାଲଙ୍କ ଶାନ୍ତିନଗରରେ ଥିବା ବାସଭବନରେ…

ରାତିରେ ଗାଁରେ ବୁଲୁଛନ୍ତି ଭାଲୁ, ଲୋକ ଛାନିଆ

କୋରାପୁଟ: ଗାଁରେ ବୁଲୁଛନ୍ତି ଭାଲୁ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଲଦିଯୋଡ଼ି ଗାଁରେ ଭାଲୁ ଆତଙ୍କ । ଗତ କିଛି ଦିନ ହେବ ଗାଁରେ ସନ୍ଧ୍ୟା ହେବା ପରେ ୬ଟି ଭାଲୁ ବୁଲୁଥିବା ଦେଖିବାକୁ ମିଳୁଛି । ଏମାନଙ୍କୁ ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି । ଭାଲୁ ଭୟରେ ସନ୍ଧ୍ୟା…