Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାନୁଆରି ୧୦ ଯାଏ ବଢିଲା ଆୟକର ରିଟର୍ଣ୍ଣ ଦାଖଲ ସମୟ ସୀମା

ନୂଆଦିଲ୍ଲୀ- ପୁଣି ଥରେ ଆୟକର ରିଟର୍ଣ୍ଣ ଦାଖଲର ସମୟ ସୀମା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ସାଧାରଣ ଟିକସଦାତାଙ୍କ କ୍ଷେତ୍ରରେ ଆୟକର ରିଟର୍ଣ୍ଣ ଦାଖଲ ସମୟ ସୀମା ଆହୁରି ୧୦ ଦିନ ବୃଦ୍ଧି କରି ଏହାର ଶେଷ ତାରିଖ ଜାନୁଆରି ୧୦ ରଖା ଯାଇଛି । ଆଗରୁ ଏହା ଡିସେମ୍ବର ୩୧ ତାରିଖ ଥିଲା । ଆଗରୁ…

୩ୟ କୋରାପୁଟ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ବର: ଓଡ଼ିଆ ମିଡିଆ ଆୟୋଜିତ ତୃତୀୟ କୋରାପୁଟ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଏହି ଉତ୍ସବକୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ । ପ୍ରସିଦ୍ଧ ଔପନ୍ୟାସିକ ବିଭୂତି ପଟ୍ଟନାୟକ…

ସରକାରୀ କର୍ମଚାରୀଙ୍କ ପାଇଁ ନୂଆବର୍ଷ ଗାଇଡଲାଇନ

ଭୁବନେଶ୍ୱର: କରୋନାକୁ ଦୃ‌ଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ପାଇଁ ଜାନୁଆରୀ ମାସର ଗାଇଡଲାଇନ ଜାରି କରାଯାଇଛି । ଗାଇଡଲାଇନ୍ ଅନୁଯାୟୀ କଟକ ଓ ଭୁବନେଶ୍ୱରରେ ୭୫ ପ୍ରତିଶତ କର୍ମଚାରୀରେ ଅଫିସ ଚାଲିବ । ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସର ସମସ୍ତ କର୍ମଚାରୀ ଆସିବେ । ରାଜ୍ୟର ସମସ୍ତ ସରକାରୀ…

ଦୁର୍ନୀତି ଓ ଅପାରଗ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗ ୬ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ଇଞ୍ଜିନିୟର ଓ ୨ ଜଣ ଅବକାରୀ ବିଭାଗ ଅଧିକାରୀ ଅଛନ୍ତି । ଏହି ଅଧିକାରୀମାନେ ହେଲେ କେନ୍ଦୁଝର ଗ୍ରାମ୍ୟ ଉନ୍ନୟନ ଉପନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ଦେବତା,…

ଆରମ୍ଭ ହେଲା ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ଆଜିଠାରୁ ରାଜଧାନୀର ଆରଟିଓ -୧ରେ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଲର୍ଣ୍ଣିଂ ଲାଇସେନ୍ସ ଥିବା ଗାଡି ଚାଳକ ନୂଆ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିବେ ।…

ଭିଜିଲାନ୍ସ ଜାଲରେ ଏନଏମଆର କର୍ମଚାରୀ

ବ୍ରହ୍ମପୁର : ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟରତ ଏନଏମଆର କର୍ମଚାରୀ ପ୍ରଶାନ୍ତ କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢଉ ଚାଲିଛି । ଆଜି ସକାଳୁ ଭିଜିଲାନ୍ସର ୧୨ ଜଣିଆ ଟିମ୍ ଏକକାଳୀନ ଭାବେ ପ୍ରଶାନ୍ତଙ୍କ ବହ୍ମପୁର ଆସିକା…

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ।…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଡ୍ରାଇଭରଙ୍କ ଘରେ ଭିଜିଲାନ୍ସ ରେଡ଼  

ଧର୍ମଗଡ଼: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଡ୍ରାଇଭର । କଳାହାଣ୍ଡି ଜିଲ୍ଲା ଇନ୍ଦିରାବତୀ ଜଳପ୍ରକଳ୍ପର ଅବସର ପ୍ରାପ୍ତ ଡ୍ରାଇଭର ରମେଶ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ। ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍‌ ଜାରି ରହିଛି। ଖବର ଅନୁଯାୟୀ, ଭିଜିଲାନ୍ସ ପକ୍ଷରୁ ଧର୍ମଗଡ଼ସ୍ଥିତ…

ଭିଜିଲାନ୍ସ ଜାଲରେ ପୋଲିସ ବାବୁ; ୩ ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଜଗତସିଂହପୁର: ଭିଜିଲାନ୍ସ ଜାଲରେ ଥାନା ବାବୁ। ଜଗତସିହଂପୁର ଜିଲ୍ଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ଏଏସ୍‌ଆଇ ରବିନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ରେଡ଼୍‌ । ଏକାସାଙ୍ଗେ ୩ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ ଜାରି ରହିଥିବା ସୂଚନା। ସୂଚନାନୁସାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…

ଆରପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତକୁ ଆଉ ଏକ ଶକ୍ତ ଧକ୍କା। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ଘଟିଛି। ଗତ କିଛି ଦିନ ହେବ ସେ ନିମୋନିଆରେ ପୀଡିତ ହୋଇ ଏକ ଘରୋଇ ମେଡିକାଲରେ…