Latest Odisha News

BREAKING NEWS

Browsing Category

ଓଡିଶା

Odisha

୩ୟ କୋରାପୁଟ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ବର: ଓଡ଼ିଆ ମିଡିଆ ଆୟୋଜିତ ତୃତୀୟ କୋରାପୁଟ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସଭା ଭୂବନେଶ୍ବରରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ହୋଟେଲ ନ୍ୟୁ ମାରିଅନ୍‌ରେ ଅନୁଷ୍ଠିତ ଏହି ଉତ୍ସବକୁ ଉଦ୍‌ଘାଟନ କରିଥିଲେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ…

ଆହୁରି ଖସିବ ତାପମାତ୍ରା; ନୂଆବର୍ଷରେ ଶିତରେ ଥରିବ ଓଡ଼ିଶା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆସନ୍ତା ୩୧ ତାରିଖଠାରୁ ତାପମାତ୍ରା ଆହୁରି କମିବା ନେଇ ଅନୁମାନ କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସାରା ରାଜ୍ୟରେ ରାତି ତାପମାତ୍ରା ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାର ପ୍ରଭାବରେ ନୂଆବର୍ଷର ପ୍ରଥମ ୨…

ରାଜଧାନୀରେ ପୁଣି ଗୁଳିମାଡ଼; ଯୁବକ ଗୁରୁତର

ଭୁବନେଶ୍ବର: ଅପରାଧୀଙ୍କ ପେଣ୍ଠସ୍ଥଳ ପାଲଟିବାରେ ଲାଗିଛି ରାଜଧାନୀ ଭୁବନେଶ୍ବର। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଡୁମୁଡୁମାରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା। ଆହତ ଯୁବକଙ୍କ ନାମ ଶୁଭମ ସିଂ ବୋଲି ଜଣାପଡିଛି। ସୂଚନାନୁସାରେ, ମଙ୍ଗଳବାର…

ଲାଇଫଗାର୍ଡ ମାନଙ୍କ ତାଲିମ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

ପୁରୀ: ବେଳାଭୂମିରେ ପର୍ଯ୍ୟଟକ ମାନଙ୍କୁ ଉତ୍ତମ ସେବା ଓ ସୁରକ୍ଷା ପ୍ରଦାନ ନିମନ୍ତେ ଲାଇଫଗାର୍ଡ ମାନଙ୍କୁ ତାଲିମ ଦିଆଯାଇଛି । ଆସନ୍ତା ନବ ବର୍ଷ ଅବସରରେ ବେଳାଭୂମିରେ ଜନ ସମାଗମ ଦୃଷ୍ଟିରୁ ଅଧିକ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ଅବସରରେ ନୀଳାଦ୍ରୀ ବେଳାଭୂମି ପାର୍କରେ…

କୋଟିପତି ଲାବ୍ ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ

୧-ଭୁବନେଶ୍ୱର-ଗଂଜାମ ଜିଲ୍ଲା ଚିକିଟି କଲେଜରେ ଚାକିରି କରୁଥିବା ଲାବ୍ ଆସିଷ୍ଟାଣ୍ଟ କୈଳାସ ଚନ୍ଦ୍ର ମହାନ୍ତିଙ୍କ ନିକଟରୁ ୧ କୋଟିରୁ ଅଧିକ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ମିଳିଥିବା ଭିଜିଲାନ୍‌ସ ନିର୍ଦ୍ଦେଶକଙ୍କ ଅଫିସ ତରଫରୁ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି । ୧ ବ୍ରହ୍ମପୁର ଓ…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶାନ୍ତନୁ ମହାପାତ୍ର । ନିମୋନିଆ ତଥା ଏକାଧିକ ରୋଗରେ ପୀଡିତ ହୋଇଥିବା ଶାନ୍ତନୁଙ୍କୁ ତାଙ୍କ ପରିବାର ଲୋକେ ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।…

ଓଡ଼ିଶାରୁ ୩୮୩ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୮୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୪ ହଜାର ୭୭୫ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ…

ଅତିରିକ୍ତ ଡିଜି ପାହ୍ୟାକୁ ଅରୁଣ ବୋଥ୍ରାଙ୍କ ପଦୋନ୍ନତି

ଭୁବନେଶ୍ୱର: ୧୯୯୬ ବ୍ୟାଚର ତିନିଜଣ ବରିଷ୍ଠ ଓଡିଶା କ୍ୟାଡର ଆଇପିଏସ୍ ଅଧିକାରୀଙ୍କୁ ଆଡିସନାଲ୍ ଡାଇରେକ୍ଟର ଜେନେରାଲ୍ ଅଫ୍ ପୋଲିସ୍ (ଏଡିଜିପି) ସ୍ତରକୁ ପଦୋନ୍ନତି କରାଯାଇଛି। ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗର ବିଜ୍ଞପ୍ତି ଅନୁଯାୟୀ ଓଡିଶା ରାଜ୍ୟ ସଡକ ପରିବହନ ନିଗମ…

ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ସ୍ପେସାଲ୍ ଟ୍ରେନ୍‌ର ନୂଆ ଟାଇମିଂ

ଭୁବନେଶ୍ୱର- ୦୨୮୫୫/୦୨୮୫୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେସାଲ ରାଜଧାନୀ ଏକ୍‌ସପ୍ରେସ୍ ଜାନୁଆରି ୯ ତାରିଖରୁ ପ୍ରତି ଶନିବାର ଭୁବନେଶ୍ୱରରୁ ବାହାରିବ । ଏହି ଟ୍ରେନ୍ ସକାଳ ୭ଟା ୧୫ରେ ଭୁବନେଶ୍ୱର ଛାଡିବ ଓ ନିର୍ଧାରିତ ଦିନର ସକାଳ ୯ଟା ୫୫ ମିିନିଟରେ ନୂଆଦିଲ୍ଲୀ ପହଞ୍ଚିବ । ଫେରିବା…

ରାଜ୍ୟ ସରକାରଙ୍କ ମାଷ୍ଟରପ୍ଲାନ, ୬୦୦ କୋଟି ଟଙ୍କା ପାଣ୍ଠି ସହିତ ନୂଆ ରୂପ ପାଇବ ନନ୍ଦନକାନନ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବିକାଶ ପାଇଁ ରାଜ୍ୟ ସରକାର ୬୦୦ କୋଟି ଟଙ୍କା ପାଣ୍ଠି ସହିତ ଏକ ନୂଆ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି। ଗଣମାଧ୍ୟମ ସହ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏନେଇ ସୂଚନା ଦେଇଛନ୍ତି। ଏହି…