Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିପିଲିରେ ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ଏମ୍‌ସରେ ମୃତ୍ୟୁ

ଭୁବନେଶ୍ୱର: ଋଣ ଭାର ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରିଥିବା ପିପିଲିର ଜଣେ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ  ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି। ପିପିଲି ସହରରେ ଥିବା ଭଡା ଘରେ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ଉକ୍ତ ମହିଳା। ଫଳରେ ୩୭ ବର୍ଷୀୟ ମହିଳା ଜଣକ ପ୍ରାୟ…

୧୦ ଟନ୍‌ ବିସ୍ଫୋରକ ସାମଗ୍ରୀ ଜବତ, ୩ ଗିରଫ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଏଥିରେ ୧୦ ଟନ୍‌ ବିସ୍ଫୋରକ ସାମଗ୍ରୀ ରହିଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ତଳଦାନ୍ତଲିଙ୍ଗି ଗାଁର ଆଲୋକ ଓରଫ…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: କେସ୍‍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ । ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ । ସମସ୍ତ ଅଭିଯୁକ୍ତଙ୍କ ଜାମିନ…

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭବନେଶ୍ବର: ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବ । ଆଜି ଏନେଇ ଗଣାମାଧ୍ୟମକୁ ସୂଚନା…

ନଭେମ୍ବରରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା: ମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନକୁ ନେଇ ବଡ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ନଭେମ୍ବର ମାସରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ । ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି…

ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ; ଚାଳକ ଗିରଫ

କଟକ: ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ । ଚାଉଳିଆଗଞ୍ଜ ଥାନାରେ ଅଟୋ ଚାଳକଙ୍କ ନାଁରେ ଏତଲା । ଅଭିଯୋଗ ଆଧାରରେ ଅଭିଯୁକ୍ତ ଅଟୋ ଚାଳକକୁ ଗିରଫ କଲା ପୋଲିସ । ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରୀ । ଗିରଫ ଅଟୋ ଚାଳକ ଜଗତସିଂହପୁରର ବୋଲି ସୂଚନା ରହିଛି ।…

ଦିଲ୍ଲୀ ଗସ୍ତରେ ମନମୋହନ, ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ଚର୍ଚ୍ଚା

ଭୁବନେଶ୍ଵର: ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ କରିପାରନ୍ତି ଆଲୋଚନା। ଆସନ୍ତାକାଲି ଦିଲ୍ଲୀରେ ରହିଛି ଏନଡିଏ ସାଂସଦମାନଙ୍କ ବୈଠକ। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କାର୍ଯ୍ୟକ୍ରମ ରହିଛି। ରାଜ୍ୟ…

ଲଗାଣ ବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା, କୋରାପୁଟ-କିରୋଣ୍ଡୁଲୁ ଟ୍ରେନ୍ ଚଳାଚଳ ବାତିଲ

କୋରାପୁଟ: ଲଗାଣ ବର୍ଷାରେ ବେହାଲ ଦକ୍ଷିଣ ଓଡିଶା। ଅନବରତ ବର୍ଷାରେ ବୁଡ଼ିଲା ବିଭିନ୍ନ ପୋଲ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ଅତି ପ୍ରବଳ ବର୍ଷା ପାଇଁ ଟ୍ରେନ୍ ବାତିଲ ହୋଇଛି। ଲଗାଣ ବର୍ଷା ପାଇଁ…

ଥମୁନି ଲଜ୍ଜା! ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ସମ୍ବଲପୁର:ରାଜ୍ୟରେ ଥମୁନି ଲଜ୍ଜା! ପୁଣି ଏକ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ। ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଏହି ଗଣଦୁଷ୍କର୍ମ ହେବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଯୁଯୁମୁରା ପୋଲିସ ଘଟଣାର ଛାନ୍‌ଭିନ୍ ଆରମ୍ଭ କରିଛି । ସୂଚନା ଅନୁସାରେ ଜଣେ ନାବାଳିକା…

ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, ଖୁବଶୀଘ୍ର ହସ୍ପିଟାଲରୁ ହେବେ ଡିସଚାର୍ଜ

ଭୁବନେଶ୍ୱର : ସୁସ୍ଥ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ଗତକାଲି ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି ଥିଲେ। ଆଜି ହସ୍ପିଟାଲରୁ ଡିସଚାର୍ଜ ହେବା ନେଇ ସୂଚନା ମିଳିଛି। ତେବେ ନବୀନ ସୁସ୍ଥ ଥିବା ନେଇ ଖୋଦ ଭିଡିଓ ବାର୍ତ୍ତାରେ…