Latest Odisha News

BREAKING NEWS

Browsing Category

ଓଡିଶା

Odisha

Crocodiles And Bird census: ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା, ମତ୍ସ୍ୟଜୀବୀଙ୍କୁ ନଦୀକୁ ଯିବା…

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । ଜାନୁଆରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ ୧୭ ଓ ୧୮ ତାରିଖ ଦୁଇ ଦିନ…

ସେୟାର ଟେଡ୍ରିଂ ନାଁରେ ୪୦ କୋଟି ଠକେଇ ଅଭିଯୋଗ; ଜଣେ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା…

Puri Accident: ପୁରୀ ବଳଗଣ୍ଡି ଛକରେ ଦୁର୍ଘଟଣା; ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା…

PUCC ପାଇଁ ଜାନୁଆରୀ ୧୦ରୁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ବର: ଓଡ଼ିଶା ପରିବହନ ବିଭାଗ ଜାନୁଆରୀ ୧୦ ତାରିଖରୁ ରାଜ୍ୟବ୍ୟାପୀ 'ଗ୍ରୀନ୍ ଷ୍ଟିକର' ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛି। ଜାନୁଆରୀ ୧୦ ତାରିଖ ପୂର୍ବରୁ PUCC ପାଇଥିବା ଯାନଗୁଡ଼ିକ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ରେ ସ୍ୱତନ୍ତ୍ର କାଉଣ୍ଟର ସହିତ ଏକ SOP…

ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି…

Lok Seva Bhavan: ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି…

ଅଭିଯୋଗ ପରେ ହଟିଲା ଅଶୋକ ସ୍ତମ୍ଭକୁ ଘେରି ରହିଥିବା ରାଜନୈତିକ ବ୍ୟାନର

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ…

ମାତିଛନ୍ତି ଲୁଟେରା, ଏଟିଏମ୍ ତାଡି ଅଟୋରେ ନେଇଗଲେ

ଯାଜପୁର: ଯାଜପୁର ଜିଲ୍ଲାର ଏକ କିଓସ୍କରୁ କିଛି ଦୁର୍ବୃତ୍ତ HDFC ବ୍ୟାଙ୍କର ଏକ ଏଟିଏମକୁ ତାଡି ନେଇଯାଇଛନ୍ତି। ନୂଆବର୍ଷ ସେଲିବ୍ରେସନରେ ସଭିଏଁ ମାତିଥିବା ବେଳେ ଦୁର୍ବୃତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିଲେ। ଜାନୁଆରୀ ୧ ବିଳମ୍ବିତ ରାତିରେ ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଣ୍ଡା ଛକ…

ରାଜଧାନୀରେ ଘନ କୁହୁଡି, ବାତିଲ ହେଲା ୩ ବିମାନ ଉଡାଣ…

ଭୁବନେଶ୍ୱର: ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ଆଚ୍ଛାଦିତ ହୋଇ ରହିଛି। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦିନ ବିମାନ ବାତିଲ ସହ ଉଡାଣରେ ଯଥେଷ୍ଟ ବିଳମ୍ବ ହୋଇଥିଲା। ସୂତ୍ର ଅନୁଯାୟୀ, ରନୱେ ଉପରେ କମ୍ ଦୃଶ୍ୟମାନତା…

Tiger Death: ଭାରତରେ ଚିନ୍ତାର ବିଷୟ ପାଲଟିଛି ବାଘ ମୃତ୍ୟୁ, ୨୦୨୫ରେ ଯାଇଛି ଏତିକି ଜୀବନ…

ନୂଆଦିଲ୍ଲୀ: ଆସିଲା ଗତ ବର୍ଷ ଅର୍ଥାତ୍ ୨୦୨୫ରେ ମୃତ୍ୟୁ ହୋଇଥିବା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ମୃତ୍ୟୁ ହୋଇଛି । ଗତବର୍ଷ ତୁଳନାରେ ଏହା ୪୦ଟି ଅଧିକ ବୋଲି ଜଣାପଡ଼ିଛି । ତଥ୍ୟ ଅନୁଯାୟୀ, ଦେଶରେ ବାଘ ମୃତ୍ୟୁ ସଂଖ୍ୟା ମଧ୍ୟପ୍ରଦେଶ ସର୍ବାଧିକ ରହିଛି । ମଧ୍ୟପ୍ରଦେଶରେ…