Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ଯ ଶାସନ ସଚିବ ନିଯୁକ୍ତି ପରେ ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ସୁରେଶ ମହାପାତ୍ର

ପୁରୀ: ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତି ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ସୁରେଶ ମହାପାତ୍ର। ଶ୍ରୀଜିଉଙ୍କର ଆଶୀର୍ବାଦ ଭିକ୍ଷା କରିଛନ୍ତି। ସିଂହଦ୍ବାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ…

ହସ୍ପିଟାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ: ରାଜ୍ୟ ତଥା ଦେଶର ଜଣାଶୁଣା ବ୍ୟକ୍ତିତ୍ୱ ଓ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ । କରୋନାଭାଇରସରେ ସଂକ୍ରମିତ ହୋଇଥିବାରୁ ଆଜି ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ସମ୍ଭାବ୍ୟ ଚିକିତ୍ସା ପାଇଁ…

ସୁରେଶ ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେବେ ନୂଆ ମୁଖ୍ୟ ଶାସନ ସଚିବ। ତାଙ୍କ ନାଁରେ ଆଜି ବିଦ୍ଧିବଦ୍ଧ ମୋହର ଲାଗିଛି । ଆସନ୍ତା  ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଅବସର ନେବେ। ତେଣୁ ତାଙ୍କ ସ୍ଥାନରେ ସୁରେଶ ମହାପାତ୍ରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।…

କୋଭିଡ୍ ସଚେତନତା ରଥର ଶୁଭାରମ୍ଭ

ଭୁବନେଶ୍ୱର : ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ରାଜ୍ୟ ସଂସ୍କୃତି ବିଭାଗ କାର୍ଯ୍ୟାଳୟରୁ ପରିକ୍ରମା ଆରମ୍ଭ କରିଥିବା ଏହି ରଥ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଂଜାମ, ଖୋର୍ଦ୍ଧା ଆଦି ଜିଲ୍ଲା…

ପନିପରିବା ଚାଷ ଜରିଆରେ କେନ୍ଦୁଝରର ୮୬୦ରୁ ଅଧିକ ପରିବାରର ଆର୍ଥିକ ଅବସ୍ଥାରେ ଆସିଛି ସୁଧାର

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର କଟାମାଟି ଲୁହାପଥର ଖଣି ଆଖପାଖରେ ଥିବା ଗାଁଗୁଡିକର ଲୋକେ ମୁଖ୍ୟତଃ ପନିପରିବା ଚାଷ ଉପରେ ନିର୍ଭର କରନ୍ତି । ସାଧାରଣତଃ ପାରମ୍ପରିକ ପଦ୍ଧତିରେ ଚାଷ କରନ୍ତି । ତେବେ ଚାଷୀଙ୍କ ଉନ୍ନତ ମାନର ଫସଲ ଅମଳ ଓ ଆୟ ବଢ଼ାଇବ ଲକ୍ଷ୍ୟରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ ଉଦ୍ୟମ…

ରାଜ୍ୟର ୨୪ ଜିଲ୍ଲାରୁ ୩୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଚାରି ଶହ ତଳେ ରହିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୨୫ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୮ ଜଣ । Covid-19 Report For 24th…

ଆସନ୍ତା ୨୯ ତାରିଖରୁ ଖୋଲିବ ମାଆ ବିରଜାଙ୍କ ମନ୍ଦିର

ଯାଜପୁର: ଆସନ୍ତା ୨୯ ତାରିଖରୁ ଖୋଲିବ ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର । ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏଁ ମାଆଙ୍କୁ ଦର୍ଶନ କରିପାରିବେ ଭକ୍ତ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଭକ୍ତଙ୍କ ଗହଳି ଏଡାଇବା ପାଇଁ ଜାନୁଆରୀ ୧,୨ ଓ ୩ ତାରିଖ ମନ୍ଦିର…

ରାଜ୍ୟରେ ଟିକେ କମିଛି ଶୀତ: ୧୦ ଡିଗ୍ରୀ ତଳେ ୭ଟି ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରି । ତେବେ ଗତକାଲି ଅପେକ୍ଷା ଆଜି ଶୀତ ସାମନ୍ୟ କମିଛି । ଆଜି ୭ଟି ସହରରେ ପାରଦ ୧୦ ଡିଗ୍ରୀ ସେଲସିୟସ୍ ଭିତରେ ରହଛି । ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।…

ମେଡିସିନ୍ ଦୋକାନ ସର୍ଟର ତାଡି ଚୋରି ଅଭିଯୋଗ

ବାଲିପାଟଣା: ମେଡିସିନ ଦୋକାନରୁ ଲୁଟ୍ ଅଭିଯୋଗ । ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ନରଦା ବଜାରରେ ଥିବା ସାଇଶ୍ରୀ ମେଡିସିନ୍ ଦୋକାନ ସର୍ଟର ତାଡି ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏହି ଲୁଟପାଟ କରିଛନ୍ତି । ଲୁଟେରା…

ଯଶସ୍ୱୀ ଫିଲ୍ମସର ପ୍ରଥମ ଅବଦାନ ‘ନବ ମାସ’ର ମହୁରତ

ଭୁବନେଶ୍ବର : ଯଶସ୍ୱୀ ଫିଲ୍ମସର ପ୍ରଥମ ଅବଦାନ ‘ନବମାସ’ର ମହୁରତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୌଳିକ କାହାଣୀକୁ ନେଇ ନିର୍ମିତ ଏହି ଦ୍ୱି-ଭାଷୀ ଚଳଚ୍ଚିତ୍ରର ନାୟକ ଭୂମିକାରେ ଉଦୟନ ଅପରାଜିତ(ୟୁଡି) ଅଭିନୟ କରୁଛନ୍ତି । ଉଭୟ ଓଡିଆ ଏବଂ କନ୍ନଡ ଚଳଚ୍ଚିତ୍ରରେ ଅଭିନୟ କରି ସଫଳତା ହାସଲ କରିବା…