Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବଦମ୍ପତ୍ତିଙ୍କ ଅଭିନବ ପ୍ରୟାସ; ସମାଜକୁ ଦେଲେ ଏହି ନିଆରା ନିଦର୍ଶନ

ଯାଜପୁର: ନବଦମ୍ପତିଙ୍କ ଅଭିନବ ପ୍ରୟାସ। ବର କନ୍ୟା ବେଶରେ ବାଣ୍ଟିଲେ ସଚେତନତା ବାର୍ତ୍ତା। କନ୍ୟା ଭୃଣହତ୍ୟା ଓ ବୃକ୍ଷରୋପଣ ଉପରେ ଲୋକଙ୍କୁ କରାଇଲେ ସଚେତନ। ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ତରାସ ଗ୍ରାମର ସରୋଜ ବେହେରା ଓ ତାଙ୍କ ପତ୍ନୀ ସାଗରତନୟା ଏଭଳି ପ୍ରୟାସ କରିଛନ୍ତି। ନିକଟରେ ଏମାନେ…

୭୦୦୦ ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ରାଜସ୍ୱ ନିରୀକ୍ଷକ

ଚାନ୍ଦବାଲି: ରାଜସ୍ୱ ନିରୀକ୍ଷକଙ୍କୁ(ଆରଆଇ) ଲାଞ୍ଚ ନେବା ମହଙ୍ଗା ପଡ଼ିଲା । ଭିଜିଲାନ୍ସ ହାତରେ ଧରାପଡ଼ିଲେ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ କଇଥକୋଲାର ଆରଆଇ କୃଷ୍ଣଚନ୍ଦ୍ର ଦାସ ୭ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ କରିଛି ଭିଜିଲାନ୍ସ । କଇଥଖୋଲା ଗାଁର ସତ୍ୟବ୍ରତ ମାଇତିଙ୍କଠାରୁ ସେ…

ପୁଣି ଚିନ୍ତା ବଢାଇଲା କରୋନା; କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଏହି ଅଞ୍ଚଳ

ଆଠଗଡ଼: ପୁଣି ଚିନ୍ତା ବଢାଇଛି କରୋନା। କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା କଟକ ଜିଲ୍ଲାର ଏକ ଗ୍ରାମ। ଗୋଟିଏ ପଟେ କରୋନା ପ୍ରକୋପ ହ୍ରାସ ପାଉଥିବା ବେଳେ ଏବେ ପୁଣି ଥରେ ଏକ ଅଞ୍ଚଳକୁ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣାକୁ ନେଇ ଚିନ୍ତା ପ୍ରକଟ ହୋଇଛି। ସୂଚନା ଅନୁଯାୟୀ ଆଠଗଡ଼ ବ୍ଲକ ଯୋରନ୍ଦା…

ଯାଜପୁର ଦାନଗଦୀ ବଜାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ଯାଜପୁର ରୋଡ଼ ଡୁବୁରୀ ମୁଖ୍ୟ ରାସ୍ତା ସମ୍ପ୍ରସାରଣ କରାଯିବ। ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ପ୍ରଥମେ ରାସ୍ତାର ଉଭୟ ପାର୍ଶ୍ବରୁ ଜବରଦଖଲ ଉଚ୍ଛେଦ ହେବାକୁ ଥିଲାବେଳେ ଦାନଗଦୀ ବଜାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୩ଟି ପରିବାରର ୭ ବଖରା ଘର

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତର ରାଧାନଗର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୭ ବଖରା ଘର ଜଳିପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଧାନ ଚାଉଳ ସମେତ ଘରର ସମସ୍ତ ଆସବାସପତ୍ର ପୋଡି ନଷ୍ଟ ହୋଇଯାଇଛି। ଗତ ବିଳମ୍ବିତ ରାତ୍ରିରେ ଏହି…

ଆଇପିଏସ ସ୍ତରରେ ଅଦଳବଦଳ, ନୟାଗଡ ଏସପି ହେଲେ ସିଦ୍ଧାର୍ଥ କଟରିଆ

ଭୁବନେଶ୍ବର: ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ । ଏହି କ୍ରମରେ ବଦଳିଛନ୍ତି ନୟାଗଡ ଏସପି ପ୍ରତ୍ୟୁଷ ଦିବାକର । ତାଙ୍କୁ ଏଆଇଜି ମୁଖ୍ୟାଳୟକୁ ବଦଳି କରାଯାଇଛି । ଏଥି ସହ ନୟାଗଡର ନୂଆ ଏସପି ଭାବେ ତାଳଚେର ଏସଡିପିଓ ସିଦ୍ଧାର୍ଥ କଟାରିଆଙ୍କୁ ଅବସ୍ଥାପିତ କରାଯାଇଛି । ଗତକିଛି ଦିନ ହେଲା ପରୀ…

ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ତଥା ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଚାକିରୀରୁ ଅବସର ନେବେ । ଆସନ୍ତା ଡିସେମ୍ବର ୩୧ତାଙ୍କ ଚାକିରୀର ଶେଷ ଦିନ ହେବ । ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ଯେଉଁଥିରେ ତାଙ୍କୁ ଅବସର ନେବା ପାଇଁ ଅନୁମତି…

ଜଗା ଦର୍ଶନ ପାଇଁ ଏସଓପି ଜାରି

ପୁରୀ: ଦୀର୍ଘ ନଅ ମାସ ପରେ ଆଜି ଶ୍ରୀମନ୍ଦିର ଖୋଲିଛି । ସେବାୟତ ଓ ତାଙ୍କ ପରିବାର ଲୋକେ ଚକାଆଖି ଦର୍ଶନ କରିଛନ୍ତି । ତିନି ଦିନ ଧରି ଏହି ଦର୍ଶନ ଚାଲିବ । ଏହା ପରେ ୨୬ ତାରିଖରୁ ପୁରୀର ସ୍ଥାନୀୟ ଲୋକଙ୍କୁ ଦର୍ଶନ କରିବାର ବୟବସ୍ଥା ହୋଇଛି । ତେବେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ନୂଆ ଏସଓପି…

କଙ୍ଗନାଙ୍କ ଇଚ୍ଛା ନୂଆବର୍ଷରେ ପୁରୀ ଆସିବେ, ଜଗାକୁ ଦର୍ଶନ କରିବେ

ମୁମ୍ବାଇ: ୯ ମାସ ପରେ ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଜଗା ଦୁଆର । ମହାବାହୁଙ୍କୁ ପୁଣି ଥରେ ରତ୍ନ ସିଂହାସନରେ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ଏହି ଅବସରରେ ଆଜି ଅଭିନେତ୍ରୀ କଙ୍ଗନା ରଣାଓ୍ୱତ ପ୍ରଭୁ ଜଗନ୍ନାଥଙ୍କୁ ନେଇ ଟ୍ୱିଟ୍ କରିଛନ୍ତି । ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ଏନେଇ ଆଜି ଉଚଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଅନୁସାରେ…