Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ଗଜପତି ଜିଲ୍ଲାରୁ ୧୧ବର୍ଷର ଶିଶୁ ପୁତ୍ର ନିଖୋଜ, ଥାନାରେ ଏତଲା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରୁ ପୁଣି ଜଣେ ଶିଶୁ ନିଖୋଜ ହୋଇଥିବା ଅଭିଯୋଗ । ମୋହନା ଥାନା ପାଞ୍ଚଆମ୍ବ ଘାଇସାହିରୁ ଜଣେ ୧୧ ବର୍ଷୀୟ ଶିଶୁ ନିଖୋଜ ହୋଇ ଯାଇଛନ୍ତି । ଏନେଇ ମୋହନା ଥାନାରେ ଅଭିଯୋଗ କରିଛନ୍ତି ଶିଶୁର ମାଆ । ନିଖୋଜ ପୁଅର ନାଁ ଅପୂର୍ବ ଲିମା । ଅଭିଯୋଗ ଅନୁସାରେ, ଅପୂର୍ବକୁ…

ହାଡ଼ଭଙ୍ଗା ଜାଡ଼: ଫୁଲବାଣୀରେ ୫.୫ ଡିଗ୍ରୀକୁ ଖସିଲା ପାରଦ, ୯ଟି ସହରରେ ତାପମାତ୍ରା ୧୦ଡିଗ୍ରୀରୁ କମ୍

ଭୁବନେଶ୍ୱର: ଖସୁଛି ପାରଦ । ଥରୁଛି ସାରା ଓଡ଼ିଶା । ଫୁଲବାଣୀରୁ ଅନୁଗୁଳ, କୋରାପୁଟରୁ ବାରିପଦା । ଦକ୍ଷିଣରୁ ଉପକୂଳ, ପୁଣି ପଶ୍ଚିମରୁ ଉତ୍ତର ଓଡ଼ିଶା । ସବୁଠି ଏବେ ଶୀତର ରାଜ । ସାରା ରାଜ୍ୟରେ ପ୍ରବଳ ଥଣ୍ଡା । ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଶୀତଳ ସହର ପାଲଟିଛି । ୧୦ ଡିଗ୍ରୀ…

କେନ୍ଦ୍ରାପଡ଼ା ଜିଲ୍ଲାରେ ନଦୀ ଭିତ୍ତିକ ବନ୍ଦର ପ୍ରତିଷ୍ଠା ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଓ ପାରାଦୀପ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ 5T ସଚିବ ଭି. କେ. ପାଣ୍ଡିଆନ୍ । ତାଙ୍କ ସହ ପରିବହନ କମିଶନର ବି ଅଛନ୍ତି । ପାରାଦୀପ ପଟରୁ ଏକ ବୋଟେ ଯୋଗେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳିରେ ପ୍ରସ୍ତାବିତ ନଦୀ…

ଖଟ ଉପରେ ବସିଥିଲା ନାଗ ସାପ, ଫଣା ଟେକି ଫଁ ଫଁ କରୁଥିଲା

କେନ୍ଦ୍ରାପଡ଼ା: ଶୋଇବା ଖଟ ଉପରେ ବସିଥିଲା ନାଗ ସାପ । ଫଣା ଟେକି ରହିଥିଲା । ବିରାଟକାୟ ସାପ । କେତେବେଳେ ଘର ଭିତରେ ପଶିଲା ଓ ଖଟ ଉପରକୁ ଚଢ଼ାଗଲା କେହି ଦେଖି ପାରି ନଥିଲେ । ଯେତେବେଳେ ସାପ ଉପରେ ନଜର ପଡ଼ିଲା ସମସ୍ତେ ଭୟରେ ଥରିଥିଲେ । ଏଦୃଶ୍ୟ ହେଉଛି କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର…

ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କଲେ ଅନୁଭବ ମହାନ୍ତି

କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମୁନି । ଗତକାଲି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ଡିଜି ଅଭୟଙ୍କ ନିକଟରେ ପାଲଟା ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି । କିଛି ଦିନ ତଳେ ଭାଇରାଲ ହୋଇଥିବା ଏକ ଅଡିଓକୁ ନେଇ…

ସ୍ୱାଭିମାନ ଅଞ୍ଚଳରେ ଲାଲବାହିନୀର ଷଡ଼ଯନ୍ତ୍ର ପଣ୍ଡ; ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି: ଲାଲଗଡ଼ରେ ଲାଲବାହିନୀର ଷଡ଼ଯନ୍ତ୍ର ପଣ୍ଡ। ସ୍ୱାଭିମାନ ଅଞ୍ଚଳରୁ ବିଏସଏଫ୍ ଯବାନମାନେ ଲ୍ୟାଣ୍ଡମାଇନ୍ ଉଦ୍ଧାର କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ସ୍ୱାଭିମାନ ଅଞ୍ଚଳର ପିପଲପଦର ଠାରୁ ନାକାମାମୁଡ଼ି ମଧ୍ୟରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଜଙ୍ଗଲରୁ ଲ୍ୟାଣ୍ଡମାଇନ…

ପରୀ ପାଇଁ ଆଜିଠୁ ବିଜେପିର ପଦଯାତ୍ରା, ଲିଙ୍ଗରାଜ ମନ୍ଦିରରୁ ଯଦୁପୁର ଯାଏ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଦଳ ପକ୍ଷରୁ ସମସ୍ତ ବିଧାନସଭା କ୍ଷେତ୍ରରେ ପଦଯାତ୍ରା ଚାଲିଛି । ଆଜି କୁନି ଝିଅକୁ ନ୍ୟାୟ ଦେବା ଦାବିରେ ଭୁବନେଶ୍ୱରରୁ ପରୀର ଗାଁ ନୟାଗଡ଼ ଜିଲ୍ଲା ଯଦୁପୁର ଯାଏ ପଦଯାତ୍ରା ଆରମ୍ଭ କରିବ ବିଜେପି ।…

ବିଜେଡି କାର୍ଯ୍ୟକାରିଣୀ ବୈଠକ, ନେତାଙ୍କୁ ମନ୍ତ୍ର ଦେବେ ନବୀନ

ଭୁବନେଶ୍ୱର: ଆଜି ବସୁଛି ବିଜେଡି କାର୍ଯ୍ୟକାରିଣୀ ବୈଠକ । ଦଳୀୟ କାର୍ଯ୍ୟାଳୟରେ ସକାଳ ସାଢ଼େ ୧୦ଟାରେ ଏହି ବୈଠକ ବସିବ । ସଭାପତିତ୍ୱ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବୈଠକରେ ୮୦ ଜଣ କାର୍ଯ୍ୟକାରିଣୀର ସଦସ୍ୟ ଯୋଗ ଦେବେ । ଗୁରୁମନ୍ତ୍ର ଦେବେ ନବୀନ କାର୍ଯ୍ୟକାରିଣୀରେ ବିଜେଡି…