Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି, ମାସେ ଧରି ଚାଲିବ

ପୁରୀ: ଆଜି ହେଉଛି ଧନୁ ସଂକ୍ରାନ୍ତି । ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ମାସେ ଧରି ଆସନ୍ତା ମକର ସଂକ୍ରାନ୍ତି ଯାଏ ଚାଲିବ ମହାପ୍ରଭୁଙ୍କ ଏହି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ସ୍ୱତନ୍ତ୍ର ନୀତି…

ବଡ଼ ଦେଉଳରେ ଚାଲିଛି ଦେବ ଦୀପାବଳୀ; ଶ୍ରାଦ୍ଧ ବେଶରେ ବିଦ୍ୟମାନ ଶ୍ରୀଜୀଉ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ , ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, …

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୯ କରୋନା ରୋଗୀ; ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ୩୮୯ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ…

ଯାଜପୁର ଓ ପୁରୀରେ ହେବ ମେଡିକାଲ କଲେଜ: କ୍ୟାବିନେଟ୍ ଦେଲା ମଞ୍ଜୁରୀ

ଭୁବନେଶ୍ବର: ଯାଜପୁର ଓ ପୁରୀରେ ଖୋଲିବ ମେଡିକାଲ କଲେଜ । ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମେଡିକାଲ କଲେଜ ଖୋଲିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପୁରୀରେ ୧୦୦ ସିଟ୍ ମେଡିକାଲ କଲେଜ ଓ ୬୫୦ ଶଯ୍ୟାର ହସ୍ପିଟାଲ ପ୍ରତିଷ୍ଠା ହେବ । ଏଥିପାଇଁ ଖର୍ଚ୍ଚ ହେବ ୨୨୪ କୋଟି ୫୫ ଲକ୍ଷ ।…

ଓଡ଼ିଶାରେ ଖୋଲିବ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜ

ଭୁବନେଶ୍ୱର: କରୋନା ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେଉଥିବାବେଳେ ଓଡିଶା ସରକାର ରାଜ୍ୟର ସମସ୍ତ ଆୟୁର୍ବେଦିକ ଏବଂ ହୋମିଓପାଥିକ ମେଡିକାଲ କଲେଜ ଆଜିଠୁ ଖୋଲିବାକୁ ଅନୁମତି ଦେଇଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର କହିଛନ୍ତି…

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ କ୍ୟାବିନେଟ ମୋହର

ଭୁବନେଶ୍ୱର :ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାର ବସିଥିବା ରାଜ୍ୟ କ୍ୟାବିନେଟ୍ ଏହି ଅଧ୍ୟାଦେଶକୁ ଅନୁମୋଦନ କରିଛି । ପୁରୀ ଜଗନ୍ନାଥ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିରର ପରିଚାଳନା…

ଭୁବନେଶ୍ୱରରେ ୨୩୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୩୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ କରୋନା…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ତହସିଲ ଅନ୍ତର୍ଗତ ବରଡିଆ ରେଭିନ୍ୟୁ ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆରଆଇ) ଅନିତା ତରାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଗୁଆଲିଗାଁର ସବିତା ମଲ୍ଲିକଙ୍କ ଅଭିଯୋଗ ପରେ…

କଣ୍ଟାବାଞ୍ଜିରେ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ବଲାଙ୍ଗିର : କଣ୍ଟାବାଞ୍ଜି ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।  ଗିରଫ ବ୍ୟକ୍ତିଙ୍କ ନାଁ ଶୁକମଣି ଚିରାଗୁନ ଓ ଘର ମୁରିବାହାଲ ଥାନା ସୁକୁନିପଦର ଗାଁର । ସୂଚନାଅନୁଯାୟୀ, ଶୁକମଣି କଣ୍ଟାବାଞ୍ଜି ଅଞ୍ଚଳରୁ…

ଅନୈତିକ ସମ୍ପର୍କ ଦେଖିଦେଲା ବୋଲି ମାରିଦେଲେ…

ବାଲେଶ୍ୱର: ବାଲିଆପାଳରେ ନାବାଳିକା ମୃତ୍ୟୁ ଘଟଣାର ଚାଂଚଲ୍ୟକର ଖୁଲାସା ହୋଇଛି । ପଡିଶା ଘର ଯୁବକ ଓ ତାଙ୍କ ଭାଉଜଙ୍କ ମଧ୍ୟରେ ଥିବା ଅନୈତିକ ସମ୍ପର୍କ ଦେଖିଦେବାରୁ ୭ ବର୍ଷର ଏହି କୁନି ଝିଅକୁ ହତ୍ୟା କରାଯାଇଥିବା ବସ୍ତା ଏସଡିପିଓ କହିଛନ୍ତି । ଆଜି ସକାଳେ ନାବାଳିକାର ମୃତଦେହ ପୋଖରୀରୁ…