Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ ମହାମାରୀ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ । ୫ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ବଲାଙ୍ଗିର ଜିଲ୍ଲାରୁ ଜଣେ ୭୦ବର୍ଷୀୟ ବୃଦ୍ଧା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ୫୩ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେହିପରି…

ଖସୁଛି କରୋନା ଟ୍ରେଣ୍ଡ: ରାଜ୍ୟର ୨୫ ଜିଲ୍ଲାରୁ ୩୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । ଏବେ ପ୍ରତିଦିନ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ୩୪୩ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୭ ଜଣ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ…

ଆକାଶ ପାଠକଙ୍କୁ କାଲିଠୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଖୋଲିବ ଆକାଶ ପାଠକଙ୍କ ଚାକିରି ଜାଲିଆଜିର ଗୁମର । ଅଧିକ ତଥ୍ୟ ହାସଲ ପାଇଁ ତାଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୫ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି । କାଲିଠୁ ଆକାଶଙ୍କୁ ରିମାଣ୍ଡରେ ନେଇ ଜେରା କରିବ କ୍ରାଇମବ୍ରାଞ୍ଚ । ଆକାଶ ଏବେ ଭୁବନେଶ୍ୱର ଝାରପଡ଼ା ଜେଲରେ…

ନୟାଗଡ଼ରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ପରୀ ପରିବାରକୁ ଭେଟିବା କାର୍ଯ୍ୟକ୍ରମ

ନୟାଗଡ଼: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଆଜି ନୟାଗଡ଼ରେ ପହଞ୍ଚିଛନ୍ତି । ଜିଲ୍ଲା ବିଜେପି କାର୍ୟ୍ୟାଳୟରେ ପହଞ୍ଚିବା ପରେ ତାଙ୍କପ ସ୍ବାଗତ କରାଯାଇଥିଲା । ପୁରନ୍ଦେଶ୍ବରୀ ଯଦୁପୁର ଯାଇ ପରୀର ପରିବାରକୁ ଭେଟିବେ । ତାଙ୍କ ସହ…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…

ସ୍ଥାନୀୟ ବାସିନ୍ଦାଙ୍କ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଦ୍ୱାରା ପ୍ରୋତ୍ସାହିତ…

ଯୋଡ଼ା: ସ୍ଥାନୀୟ ପ୍ରତିଭାର ବିକାଶ ପାଇଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ୨୦୧୮ ମସିହାରୁ ୬ଟି ଗୋଷ୍ଠୀ ଶିକ୍ଷା ଗବେଷଣା କେନ୍ଦ୍ର ସ୍ଥାପନ କରାଯାଇଛି । କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ଗ୍ରାମର ଯୁବକ ଯୁବତୀମାନଙ୍କୁ କମ୍ପ୍ୟୁଟରର ବ୍ୟବହାର, ଇଣ୍ଟରନେଟ୍ ଓ ଅନ୍ୟ ଇ-ସଂସାଧନ ଉପରେ ମୌଳିକ ଜ୍ଞାନ…

ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି, ଗାଡ଼ି ଚଳାଚଳରେ ବାଧା

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଶୀତ । ବିଭିନ୍ନ ସ୍ଥାନରେ ପାରଦ ୧୫ଡିଗ୍ରୀ ତଳେ ରହୁଛି । ଏହାସହ କୁହୁଡ଼ି ବି ପଡୁଛି । ଆଜି ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ପଡ଼ିଥିଲା । ସକାଳୁ ସକାଳୁ ଏତେମାତ୍ରାରେ କୁହୁଡ଼ି ପଡିଥିଲା ଯେ ରାସ୍ତାଘାଟ କିଛି ଦେଖାଯାଉ ନଥିଲା । ଏପରିକି ୨୦ମିଟର ଭିତରେ…

ଯାଜପୁର; ହତ୍ୟା ଅଭିଯୋଗରେ ଗିରଫ ହେଲେ ବାପ-ପୁଅ

ଯାଜପୁର : ପୋଲିସ କବ୍ଜାରେ ହତ୍ୟା ଅଭିଯୁକ୍ତ। ଯାଜପୁର ଜିଲ୍ଲା ଜେନାପୁର ଥାନା ମର୍ଜିତାପୁର ଜଳଧର ଜେନା ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ବାପ ପୁଅଙ୍କୁ ଗିରଫ୍ କରିଛି ଜେନାପୁର ପୋଲିସ୍। ପୂର୍ବ ଶତୃତାକୁ କେନ୍ଦ୍ରକରି ଗତ ୭ ତାରିଖ ଦିନ ଘଟିଥିଲା ଏହି ହତ୍ୟାକାଣ୍ଡ । ଗିରଫ୍…

ନିଃସହାୟ ପରିବାରକୁ ସହାୟତାର ହାତ ବଢାଇଲା ଜିଲ୍ଲା ପ୍ରଶାସନ

କଟକ: କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ କାନପୁର ପଞ୍ଚାୟତରେ ସ୍ବର୍ଗତ ଦିନେଶ ମହାରଣାଙ୍କ ଘର। ଗତ ପାଞ୍ଚ ବର୍ଷ ହେବ ଦିନେଶ କିଡନି ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଦଶ ଦିନ ତଳେ ତାଙ୍କର ମୃତ୍ୟୁ ଘଟିଛି।ପରିବାର କହିଲେ ଦିନେଶ ଙ୍କର ବିଧବା ସ୍ତ୍ରୀ ଓ ଦୁଇ ଝିଅ। ସ୍ତ୍ରୀ ଛବିରାଣୀ…

ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବିରେ ଭଦ୍ରକରେ ୧୨ ଘଣ୍ଟିଆ ବନ୍ଦ ଡାକରା

ଭଦ୍ରକ: ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ଭଦ୍ରକରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ସକାଳୁ ସକାଳୁ ଆନ୍ଦୋଳନକାରୀ ମାନେ ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି । ଭଦ୍ରକ ଜିଲ୍ଲାରେ ଏକ ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବାକୁ ନେଇ ଅନେକ ଦିନରୁ…