Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନାରେ ମୃତ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ମିଳିଲା ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଥିବା ହୋଇଥିବା ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବୀରଙ୍କ  ପରିବାର ପାଇଁ…

ଫୁଲବାଣୀରେ ଶହେ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ ନିର୍ମାଣକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଫୁଲବାଣୀରେ ମେଡିକାଲ କଲେଜ ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣକୁ ଅନୁମୋଦନ ଦେଇଛି ରାଜ୍ଯ କ୍ୟାବିନେଟ। ସେହିପରି କୋରାପୁଟରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲ ନିର୍ମାଣକୁ ଅନୁମୋଦନ ମିଳିଛି। ଏହି ଦୁଇଟି…

ସ୍ବାମୀନାଥନ୍ କମିଟି ସୁପାରିଶକୁ ଲାଗୁ ପାଇଁ ସଂକଳ୍ପ ଆକାରରେ କେନ୍ଦ୍ରକୁ ଅବଗତ କରାଇବ ରାଜ୍ଯ, ପ୍ରସ୍ତାବକୁ ରାଜ୍ୟ…

ଭୁବନେଶ୍ୱର: ଦେଶରେ ଚାଷୀ ଆନ୍ଦୋଳନ ଚାଲିଥିବା ବେଳେ ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି ରାଜ୍ୟ କ୍ୟାବିନେଟ। ନିଷ୍ପତ୍ତି ହୋଇଛି, ପୂର୍ବରୁ ଏମ୍. ଏମ୍. ସ୍ବାମୀନାଥନ୍ କମିଟି ସୁପାରିଶକୁ କାର୍ଯ୍ୟକାରୀ କରିବା ଓ ସର୍ବନିମ୍ନ ସହାୟକ ମୂଲ୍ୟକୁ ଦୁଇଗୁଣା…

ରାତି ୮ଟା ଯାଏଁ ଖୋଲିବ ବ୍ୟାଙ୍କ !

ଭୁବନେଶ୍ୱର: ରାଜଧାନୀର ବ୍ୟାଙ୍କ ଅଫ ଇଣ୍ଡିଆ ଏଣିକି ରାତି ୮ଟା ଯାଏଁ ଖୋଲା ରହିବ  । ଏହାର ଗ୍ରାହକ ସେବା କେନ୍ଦ୍ର ଏହି ସୁବିଧା ଯୋଗାଇଦେବ । ଆଜି ରାଜଧାନୀରେ ଏହି ସେବାକେନ୍ଦ୍ର ଉଦଘାଟିତ ହୋଇଛି । ସବୁ ବ୍ୟାଙ୍କର ଗ୍ରାହକ ସେବା ଦିନ ୪ଟା ଯାଏଁ ଖୋଲା ରହୁଥିବା ବେଳେ ବ୍ୟାଙ୍କ ଅଫ ଇଣ୍ଡିଆର…

ଆକାଶ ପାଠକଙ୍କ ବାବଦରେ କୋର୍ଟଙ୍କୁ ଅବଗତ କଲା କମିଶନରେଟ ପୋଲିସ, ଖୁବଶୀଘ୍ର ରିମାଣ୍ଡ ଆବେଦନ

ଭୁବନେଶ୍ୱର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ଠକେଇ ମାମଲାରେ କୋର୍ଟଙ୍କୁ ଅବଗତ କଲା କମିଶନରେଟ ପୋଲସି । ଖୋର୍ଦ୍ଧା ଏସ୍‌ଡିଜେଏମ୍‌ କୋର୍ଟଙ୍କୁ ଅବଗତ କରାଯାଇଛି । ଆକାଶଙ୍କ ବିରୋଧରେ ଠକେଇ ମାମଲା ଥିବା ଜଣାଇଛି କମିଶନରେଟ ପୋଲିସ । ତାଙ୍କୁ ଅଧିକ ପଚରାଉଚରା ପାଇଁ…

ପରୀକୁ ନ୍ୟାୟ ଦାବିରେ ରାଜ୍ୟ ବିଜେପି କରିବ ପଦଯାତ୍ରା 

ଭୁବନେଶ୍ୱର: ନୟାଗଡ଼ ନାବାଳିକା ହତ୍ୟା ମାମଲାକୁ ନେଇ ରାଜନୀତି ଥମୁନି । ନାବାଳିକାକୁ ନ୍ୟାୟ ଓ ଘଟଣାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ବରଖାସ୍ତ  ଦାବି କରୁଛି ବିଜେପି । ଦଳ ଏବେ ନିଷ୍ପତ୍ତି ନେଇଛି ପରୀକୁ ନ୍ୟାୟ ଦେବା ପାଇଁ ପଦଯାତ୍ରା କରିବ । ଏନେଇ ସୂଚନା ଦେଇଛନ୍ତି ବିଜେପି…

ଭୁବନେଶ୍ୱର, ପୁରୀ ଓ ସମ୍ୱଲପୁରରୁ ଆଖି ବୁଜିଲେ ୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ନେଉଛି ଜୀବନ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ଜଣଙ୍କର ମୃତ୍ୟୁ ହୋଇଛି । ୩ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରୁ ଜଣେ ୭୪ବର୍ଷୀୟ ବୃଦ୍ଧ ଓ ଜଣେ ୪୯ ବର୍ଷୀୟ ମହିଳା କରୋନାରେ ମୃତ୍ୟୁବରଣ କରିଛନ୍ତି । Regret…

ଅଧା ଓଡ଼ିଶାରେ ଦୁଇ ଅଙ୍କ ତଳେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । କିନ୍ତୁ କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୨୩ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୬୩ଟି । ୨୮ଟି ଜିଲ୍ଲାରୁ ନୂଆ…

ରାସ୍ତା ଉପରେ ଜଳିଗଲା ମାଲ ବୋଝେଇ ଟ୍ରକ

ବଲାଙ୍ଗିର: ବିଚ୍ ରାସ୍ତାରେ ମାଲ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଚାହୁଁ ଚାହୁଁ ପୁରା ଟ୍ରକଟି ଜଳିଗଲା । ବଲାଙ୍ଗିର ଜିଲ୍ଲା ଦେଇ ଯାଇଥିବା ୨୬ନମ୍ୱର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ଏହି ଅଗ୍ନିକାଣ୍ଡ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ । ନିଆଁକୁ ଆୟତ୍ତ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ପୁରନ୍ଦର ସାହୁ । ଆଜି ସକାଳେ ବରଗଡ଼ ଭିଜିଲାନ୍ସ…