Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ନାବାଳକ ସ୍କୁଟି ଚାଳକଙ୍କୁ ୨୬ ହଜାର ଟଙ୍କା ଫାଇନ୍

ଭୁବନେଶ୍ୱର: କରୋନା ଯୋଗୁ କୋହଳ ଥିବା ଟ୍ରାଫିକ କଟକଣା ପୁଣି ଥରେ କଡ଼ାକଡ଼ି ହୋଇଛି । ଭୁବନେଶ୍ୱର ଜୋରଦାର ହୋଇଚି ଧରପଗଡ଼ । ନିୟମ ଉଲ୍ଲଂଘନ ଯୋଗୁ ଜଣେ ସ୍କୁଟି ଚାଳକଙ୍କ ଉପରେ ପଡ଼ିଛି ୨୬ହଜାର ଟଙ୍କା ଫାଇନ । ସ୍କୁଟି ଚାଳକ ଓ ପଛରେ ବସିଥିବା ଆରୋହୀ ହେଲମେଟ ପିନ୍ଧିନଥିଲେ । ସେମାନଙ୍କର…

ଅର୍ବାନ ଗଭର୍ଣ୍ଣାନ୍ସ ଇଣ୍ଡେକ୍ସରେ ଓଡ଼ିଶା ଏକ ନମ୍ବର

ନୂଆଦିଲ୍ଲୀ: ଅର୍ବାନ ଗଭର୍ଣ୍ଣାନ୍ସ ଇଣ୍ଡେକ୍ସରେ ସାରା ଦେଶରେ ଏକ ନମ୍ବର ସ୍ଥାନରେ ରହିଛି ଓଡ଼ିଶା । ପ୍ରଜା ଫାଉଣ୍ଡେସନ ପକ୍ଷରୁ ହୋଇଥିବା ସର୍ଭେରେ ଓଡ଼ିଶା ୧୦୦ ମାର୍କରୁ ୫୬.୮୬ ପ୍ରତିଶତ ମାର୍କ ପାଇ ପ୍ରଥମ ସ୍ଥାନରେ ରହିଛି । ରାଜଧାନୀ ଦିଲ୍ଲୀ ଓ ୨୮ ରାଜ୍ୟର ୪୦ ସହରରେ ଏହି ସର୍ଭେ…

ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ । ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବେ । ସେଠାରେ ତାଙ୍କୁ ଦଳୀୟ ନେତା ସମ୍ବର୍ଦ୍ଧିତ କରିବେ । ତିନି ଦିନିଆ ପ୍ରଥମ ଓଡ଼ିଶା ଗସ୍ତରେ ଆସୁଛନ୍ତି…

ଆଜି ରାଜ୍ୟ କ୍ୟାବିନେଟ: ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ସମେତ ଆସିପାରେ ୧୧ଟି ପ୍ରସ୍ତାବ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ପାଇଁ ପୂର୍ବ ଭଳି ଭିଡିଓ କନଫରେନ୍ସିଂରେ ଯୋଗେ ଦେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଅପରାହ୍ଣ ୬ଟା ୪୫ରେ ଏହି ବୈଠକ ବସିଛି । ବୈଠକରେ ବିଭିନ୍ନ ବିଭାଗର…

ଏବର୍ଷ ୫ଟି ସ୍ଥାନରେ ଇକୋ ରିଟ୍ରିଟ, ବୁଲାବୁଲି ସହ ତମ୍ବୁ ଭିତରେ ପଞ୍ଚ ତାରକା ହୋଟେଲ ମଜା

ଭୁବନେଶ୍ୱର: ଆଜିଠୁ ରାଜ୍ୟର ୫ଟି ଜିଲ୍ଲାରେ ଆରମ୍ଭ ହେଉଛି ଇକୋ ରିଟ୍ରିଟ । କଟକ, କନ୍ଧମାଳ, କେନ୍ଦ୍ରାପଡ଼ା, ପୁରୀ ଓ ସମ୍ବଲପୁରରେ ହେବ ଇକୋ ରିଟ୍ରଟ କାର୍ୟ୍ୟକ୍ରମ । ମଙ୍ଗଳବାର ଚାଷୀଙ୍କ ଭାରତ ବନ୍ଦ ଡାକରା ଯୋଗୁଁ ଏହି କାର୍ଯ୍ୟକ୍ରମ ସ୍ଥଗିତ ଥିଲା । ଇକୋ ରିଟ୍ରିଟକୁ ଭର୍ଟୁଆଲରେ ଉଦଘାଟନ…

ଚଳିତ ମାସରେ ସରିବ ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ

ଭୁବନେଶ୍ୱର: ଏକାମ୍ରକ୍ଷେତ୍ର ଐତିହ୍ୟ ପ୍ରକଳ୍ପ ପାଇଁ ୯୦ ପ୍ରତିଶତ ଜମି ଅଧିଗ୍ରହଣ ସରିଛି। ଚଳିତ ମାସ ଶେଷ ସୁଦ୍ଧା ବାକି ଥିବା ଜମିର ଅଧିଗ୍ରହଣ କାମ ଶେଷ ହେବ। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ସାନିଟାରିୟମ୍ ଛକରୁ ଲିଙ୍ଗରାଜ ମନ୍ଦିର ଯାଏ ୬୦ ଫୁଟର ବିକଳ୍ପ ରାସ୍ତାର ନିର୍ମାଣ କାମ…

ଭିକାରି ମୁକ୍ତ ହେବ ଏକାମ୍ରକ୍ଷେତ୍ର, ଥଇଥାନ ସହ ଜୀବିକା ପ୍ରଦାନ ଲକ୍ଷ୍ଯ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଯୋଜନାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଭିକାରି ମୁକ୍ତ ହେବ ଏକାମ୍ର କ୍ଷେତ୍ର। ଏଥିପାଇଁ ବିଏମସି ଓ ବିଡ଼ିଓ କାମ ଆରମ୍ଭ କରିଛନ୍ତି। ଏକାମ୍ର କ୍ଷେତ୍ର ଯୋଜନା ଅଧିନରେ ଭିକାରିଙ୍କୁ ଥଇଥାନ କରାଯିବ। ସରକାରଙ୍କ ସହାୟ ଯୋଜନାରେ ମନ୍ଦିର ପାଖରେ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୫୨୩ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୨୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ଅନୁଭବଙ୍କ ଫେସବୁକ ପ୍ରଶଂସକଙ୍କ ବିରୋଧରେ ବର୍ଷାଙ୍କ ଏତଲା

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୋସିଆଲ ମିଡିଆରେ ତାଙ୍କ ବିରୋଧରେ କରାଯାଉଥିବା ଖରାପ ମନ୍ତବ୍ୟକୁ ନେଇ ସ୍ୱାମୀ ଅନୁଭବ ମହାନ୍ତିଙ୍କ ଫେସବୁକ ପ୍ରଶଂସକଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁସାରେ, ଓଲିଉଡ ତାରକା ତଥା ସାଂସଦ ଅନୁଭବ ମହାନ୍ତିଙ୍କ କିଛି ଫେସବୁକ…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭ ପଜିଟିଭ, ୪୫ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। https://twitter.com/bmcbbsr/status/1336324694459334663?s=19 ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୯ ଓ ସ୍ଥାନୀୟ…