Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬ ଜଣଙ୍କର ଜୀବନ ଯାଇଛି । ୫ଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଦୁଇ ଜଣ ମହିଳା ଓ ୪ ଜଣ ପୁରୁଷ ଅଛନ୍ତି । 3.A 37-year-old female of Puri district…

ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୩୪୯ ପଜିଟିଭ୍, ସୁସ୍ଥହାର ୯୮%

ଭୁବନେଶ୍ୱର: ତିନି ଶହକୁ ଖସିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ । ଦିନକୁ ପାଖିପାଖି ୪୦ ହଜାର କୋଭିଡ୍ ଟେଷ୍ଟ ହେଉଛି । କିନ୍ତୁ ସଂକ୍ରମିତଙ୍କ ସଂଖ୍ୟା ବହୁତ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୮ ଓ…

୧୫୩ କେଜିର ରତ୍ନପଥର ଜବତ, ଜଣଙ୍କୁ ବାନ୍ଧିଲା ଏସଟିଏଫ୍

ରାୟଗଡା: ୧୫୩ କିଲୋର ରତ୍ନ ପଥର ଜବତ । ଚୋରା ଚାଲାଣ ବେଳେ ରାୟଗଡ଼ା ଜିଲ୍ଲାରୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ତାଙ୍କ ନାଁ ଜିତେନ୍ଦ୍ର ବେହେରା ଓ ଘର ରାୟଗଡ଼ା ଟାଉନରେ । ରବି, ପାନା, କଳାହୀରା, ମୁନଷ୍ଟୋନ ଭଳି ବହୁ ମୂଲ୍ୟବାନ ପଥର…

ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଗଜପତି: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ କିଛି ଲୋକେ ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ନଦୀରେ ଏଖ ମୃତଦେହ ଭାସୁଥିବା ଦେଖିଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ । ପରେ ଅଗ୍ନିଶମ ବାହିନୀର…

ଅନଲାଇନରେ ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି ଅଭିଯୋଗ

ପୁରୀ: ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି ଅଭିଯୋଗ । ପିନରେଷ୍ଟ ନାମକ ଏକ ସଂସ୍ଥା ପକ୍ଷରୁ ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ସେବାୟତଙ୍କ ସମେତ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି । ସମ୍ପୃକ୍ତ ସଂସ୍ଥା ବିରୋଧରେ ସେବାୟତ ଏତଲା…

ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର: ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲାରେ ତଦନ୍ତ କରିବ ଭିଜିଲାନ୍ସ । ପ୍ରାଥମିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଲୋକାୟୁକ୍ତ । ଜଣେ ଏସ୍‌ପି କିମ୍ବା ଏଏସ୍‌ପି ପାହ୍ୟାର ଅଧିକାରୀଙ୍କ ତତ୍ତ୍ୱାବଧାନରେ ତଦନ୍ତ ହେବ । ଦୁଇ ମାସ ଭିତରେ ତଦନ୍ତ ରିପୋର୍ଟ ଦେବାକୁ…

ରାଜ୍ୟର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ; ଗମନାଗମନ ବାଧାପ୍ରାପ୍ତ

ଭୁବନେଶ୍ୱର: କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ପାଳନ କରୁଛନ୍ତି ଦେଶର ଶତାଧିକ କୃଷକ ସଂଗଠନ । ଆଉ ଏହି ଭାରତ ବନ୍ଦ ପ୍ରତିବାଦକୁ କଂଗ୍ରେସ ସମେତ ୧୮ଟି ପ୍ରମୁଖ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ’ଭାରତ ବନ୍ଦ’ର ପ୍ରଭାବ ପଡିଥିବା…

ହୁ ହୁ ହୋଇ ଜଳିଗଲା ଟ୍ରକ; ବର୍ତ୍ତିଗଲେ ଡ୍ରାଇଭର ଓ ହେଲପର୍

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଂଘିଯୁବାରେ ଘଟିଛି ଏକ ଅଭାବନୀୟ ଘଟଣା। ସର୍ଟ ସର୍କିଟରୁ ନିଆଁ ଲାଗି ଏକ ଟ୍ରକ ହୁ ହୁ ହୋଇ ଜଳିଯାଇଥିବା ସୂଚନା ମିଳିଛି I ସୁଚାନୁଯାୟୀ, ସୋମବାର ବିଳମ୍ୱିତ ରାତିରେ ରାଜଗାଙ୍ଗପୁରରୁ ସିମେଣ୍ଟ ବୋଝଇ ହୋଇ ଆସୁଥିବା ଏକ ଟ୍ରକରେ ଅଚାନକ ନିଆଁ…

୨ ଟ୍ୟାକ୍ସି ଚାଳକଙ୍କ ମଧ୍ୟରେ ଭୟଙ୍କର ଗଣ୍ଡଗୋଳ; ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା। ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରାମାଡ। ଗୁରୁତର ଅବସ୍ଥାରେ ଯୁବକଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି । ତେବେ ୨ ଟ୍ୟାକ୍ସି ଚାଳକଙ୍କ ମଧ୍ୟରେ ଗଣ୍ଡଗୋଳକୁ ନେଇ ଏହି ଛୁରାମାଡ ହୋଇଥିବା ଜଣାପଡିଛି ।…

ମାମୁଁଘରୁ ଆସିଛି ପ୍ରଥମାଷ୍ଟମୀ ଭାର; ପଢ଼ୁଆଁ ହେବେ ଶ୍ରୀଜୀଉ

ପୁରୀ: ଆଜି ପ୍ରଥମାଷ୍ଟମୀ। ପଢ଼ୁଆଁ ହେବେ ଶ୍ରୀଜୀଉ। ଓଡ଼ିଆଜି ଘର ପରମ୍ପରା ଅନୁଯାୟୀ ମାମୁଁଘର ନିଆଳି ମାଧବ ମନ୍ଦିରରୁ ଆସିଛି ପ୍ରଥମାଷ୍ଟମୀ ଭାର । ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁଁଘରୁ । ବଡ଼ଭାଇ ତଥା…