Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରି-ସ୍କୁଲ ଗୁରୁକୁଳ ଅର୍ମାନର ହେଲା ଶୁଭାରମ୍ଭ

ଭୁବନେଶ୍ୱର:ଅଗ୍ରଣୀ ଶିକ୍ଷାନୁଷ୍ଠାନ ଟି. ଏସ୍‌. ଜି ଗୁରୁକୁଳ ଏକ ପ୍ରି-ସ୍କୁଲ “ଗୁରୁକୁଳ ଅର୍ମାନ”ର ଶୁଭାରମ୍ଭ କରିଛି । ଏହି ବିଦ୍ୟାଳୟ ପିଲାମାନଙ୍କର ଶାରିରୀକ, ମାନସିକ ଏବଂ ବୌଦ୍ଧିକ ବିକାଶରେ ପ୍ରଯତ୍ନଶୀଳ ରହିବ । ଏଠାରେ ଉନ୍ନତ ଶିକ୍ଷା ପ୍ରଦାନ ସହିତ ପିଲାମାନଙ୍କ ପାଇଁ ଖେଳକୁଦ,…

ରେଟ୍ରୋ ରିଫ୍ଲେକ୍ଟିଭ୍ ଟେପ୍ ଲଗାଇ ନ ଥିବାରୁ ୨୨୭ ଗାଡ଼ିର ଫିଟନେସ୍ ପ୍ରମାଣପତ୍ର ରଦ୍ଦ

କଟକ/ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ ବିରୋଧରେ ରାଜ୍ୟ ପରିବହନ ପ୍ରାଧିକରଣ ନିର୍ଦ୍ଦେଶରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଦ୍ୱାରା କଡ଼ାକଡ଼ି ଏନଫୋର୍ସମେଣ୍ଟ ଜାରି ରହିଛି । ମାଲବାହୀ ଗାଡ଼ିରେ ଯାତ୍ରୀ ପରିବହନକୁ ନେଇ ମାରାଥନ୍ ଏନଫୋର୍ସମେଣ୍ଟ ପରେ ଏବେ…

ପରଲୋକରେ ପ୍ରସିଦ୍ଧ ଗଣିତଜ୍ଞ ଗୋକୁଳାନନ୍ଦ ଦାସ

ଭୁବନେଶ୍ୱର: ପ୍ରସିଦ୍ଧ ଗଣିତଜ୍ଞ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଉପ-କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଶେଷ ସମୟରେ ତାଙ୍କ ପାଖରେ ଧର୍ମପତ୍ନୀ, ଦୁଇ ପୁଅ…

ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ମାତ୍ର ୪୫ ମିନିଟରେ ବିମାନଟି…

ଭୁବନେଶ୍ବର: ଆଜି ଭୁବନେଶ୍ବର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି। ୭୬ ସିଟ୍‌ ବିଶିଷ୍ଟ Star Airର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ Viability Gap…

ଶିଶୁ ଓ ମହିଳା ମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ବ୍ୟାପକ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ…

ସଡକ ଦୁର୍ଘଣା ହ୍ରାସ ପାଇଁ ପ୍ରୟାସ; ଏହି ୫ ଜିଲ୍ଲାରେ ମୁତୟନ ହେବେ ୫୦୦ ଟ୍ରାଫିକ ୱାର୍ଡେନ

କଟକ: ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ପରିବହନ ପ୍ରାଧିକରଣ ଆନୁକୁଲ୍ୟରେ ଆୟୋଜିତ ଏହି…

ପୁଣି ଜଣେ ଥାନାଧିକାରୀ ନିଲମ୍ବିତ

ଛତ୍ରପୁର: କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଥାନାଧିକାରୀ । ଗଞ୍ଜାମ ଜିଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି । ଚମାଖଣ୍ଡି ଆଇଆଇସି ସବ୍ୟସାଚୀ ମଲ୍ଲଙ୍କୁ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ…

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ଯ୍ୟ ହୋଇଛି । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତୁଳା ଲଗ୍ନରେ ଅଗଷ୍ଟ ୨୮ ତାରିଖ ଗୁରୁବାର ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମ‌ନ୍ନେ…

୧୨ଟି ନୂଆ ଏନଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ବୃଦ୍ଧି କରିବା ପାଇଁ ପଦକ୍ଷେପ ନେଇଛନ୍ତି । ସରକାର ସମ୍ବଲପୁର, ଅନୁଗୁଳ, ବାଲେଶ୍ବର, ମୟୂରଭଞ୍ଜ, ରାୟଗଡ଼ା, ସୁବର୍ଣ୍ଣପୁର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏନଏସି ଗଠନ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ସେନେଇ…

ବାଲିପାଟଣା ଯୁବକଙ୍କ ମୃତ୍ୟୁ ଘଟଣାରେ ୩ ଗିରଫ; ଜମିଜମାକୁ ନେଇ…

ଭୁବନେଶ୍ୱର:ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଞ୍ଚଳରେ ଗତକାଲି ପୋଡ଼ି ହୋଇଥିବା ଗୁରୁତର ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଛି । ଏହି ଘଟଣାରେ ବାପା ସୁରେନ୍ଦ୍ର ନାଥ ମଠିଆ, ସାବତ ମାଆ ପ୍ରଭାତୀ ମଠିଆ ଓ ସାବତ ସାନ ଭାଇ ପ୍ରଶାନ୍ତ ମଠିଆଙ୍କୁ ଗିରଫ କରିଛି ପୋଲିସ । ବାଲିପାଟଣା…