Latest Odisha News

BREAKING NEWS

Browsing Category

ଓଡିଶା

Odisha

କୃଷି ଆଇନ ପ୍ରତ୍ୟାହାର ଦାବିରେ ଅନ୍ନଦାତାଙ୍କ ଭାରତ ବନ୍ଦ ଡାକରା

ଭୁବନେଶ୍ୱର: କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ଆହ୍ୱାନ ଦେଇଛନ୍ତି ଦେଶର ଶତାଧିକ କୃଷକ ସଂଗଠନ । ଆଉ ଏହି ଭାରତ ବନ୍ଦ ପ୍ରତିବାଦକୁ କଂଗ୍ରେସ ସମେତ ୧୮ଟି ପ୍ରମୁଖ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି । ଆଜି ସକାଳ ୮ରୁ ଦିନ ୩ ଟା ଯାଏଁ ଏହି ବନ୍ଦ ବଳବତ୍ତର ରହିବା ନେଇ ସୂଚନା…

ଆଜି ପ୍ରଥମାଷ୍ଟମୀ; ‘ବଡ଼’ଙ୍କ ପାଇଁ ସମର୍ପିତ ଦିନଟିଏ

ଭୁବନେଶ୍ୱର: ଆଜି ପ୍ରଥମାଷ୍ଟମୀ ବା ପୋଢୁଆଁଷ୍ଟମୀ। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି ଧରାଯାଇଛି ।…

ମାଇକ୍ରୋ ପ୍ରୋଜେକ୍ଟ ପ୍ଲାନ ପାଇଁ ‘ସର୍ଭେ ଆପ୍‌’ ଶୁଭାରମ୍ଭ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ୬ଟି ଖଣି ପ୍ରଭାବିତ ବ୍ଲକର ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ପ୍ରଶାସନ ମାଇକ୍ରୋ ପ୍ରୋଜେକ୍ଟ ପ୍ଲାନ ବା ଅଣୁ ପ୍ରକଳ୍ପ ଯୋଜନା ଆରମ୍ଭ କରିବାକୁ ଯାଉଛି। ତୃଣମୂଳ ସ୍ତରରେ ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ମୋବାଇଲ ଆପ୍‌ ଜରିଆରେ ଏକ ସର୍ଭେ ହେବ। ଏହି…

ସୁରକ୍ଷିତ ରହିଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର: ମନ୍ଦିର ପ୍ରଶାସନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର ସଂରକ୍ଷିତ ରହିଛି ବୋଲି କହିଛନ୍ତି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ। ସୂଚନା ଅନୁଯାୟୀ ଗତ ୨୭ ତାରିଖରେ ମହାପ୍ରଭୁଙ୍କ ନଗାର୍ଜୁନ ବେଶର ସାମଗ୍ରୀ ଭିତରୁ ସୋଲର ନିର୍ମିତ ଚନ୍ଦ୍ର ଓ ସୂର୍ଯ୍ୟ ଗାୟବ ଘଟଣାର ତଦନ୍ତ…

ଅଭିନେତା ସବ୍ୟସାଚୀଙ୍କ ଦ୍ୱାରା ଓଏସଏମସିଏଲକୁ ୫୫୦ ପଲସ ଅକ୍ସିମିଟର ଦାନ

ଭୁବନେଶ୍ୱର: ଆମେରିକା ଓଡିଶା ସୋସାଇଟିର ହେଲଥ ଆଣ୍ଡ ୱେଲନେସ ଗ୍ରୁପ (ଏଚଡବ୍ଲ୍ୟୁଜି) ପକ୍ଷରୁ ଓଡିଶା ରାଜ୍ୟ ଔଷଧ ନିଗମ (ଓଏସଏମସିଏଲ)କୁ ୫୫୦ ପଲସ ଅକ୍ସିମିଟର ପ୍ରଦାନ କରାଯାଇଛି। ୮ ଲକ୍ଷ ଟଙ୍କା ବିନିଯୋଗରେ ପ୍ରଦାନ କରାଯାଇଥିବା ଏହି ଅକ୍ସିମିଟର ଗୁଡିକ ବିଶେଷ କରି ଗ୍ରାମାଞ୍ଚଳରେ କାମ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୬୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି- ତେବେ ୬୦୭ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍…

ଭାରତ ବନ୍ଦ ଲାଗି ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ତାରିଖ

ଭୁବନେଶ୍ୱର: 'ଭାରତ ବନ୍ଦ' ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା  (ଓପିଏସସି) ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସୂଚନା ଅନୁଯାୟୀ ଚାଷୀ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେଉଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ୮…

ଭାରତ ବନ୍ଦ ପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ବର: କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି । ଏଥିପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ମହାମାରୀ ସଂପୂର୍ଣ୍ଣ ପ୍ରଶମିତ ହୋଇନାହିଁ ।…

ପ୍ରଦୀପ ପାଣିଗ୍ରାହୀ ନିରାଶ: ଜାମିନ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ବର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଖୋର୍ଦ୍ଧା ଏଡିଜେ-୩ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି । ପୂର୍ବାହ୍ନରେ ଶୁଣାଣି ସାରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଶେଷରେ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି । ୧୪ ଦିନିଆ ବିଚାର ବିଭାଗୀୟ…

ଓଡ଼ିଶାରେ ହେବନି ୟୁଜି ଓ ପିଜି ପରୀକ୍ଷା: ଶାଶ୍ବତ ମିଶ୍ର

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଓଡିଶାରେ ଅଣ୍ଡରଗ୍ରାଜୁଏଟ୍ (ୟୁଜି) ଏବଂ ପୋଷ୍ଟଗ୍ରାଜୁଏଟ୍ (ପିଜି) ପରୀକ୍ଷା କରିବା ପାଇଁ କୌଣସି ଯୋଜନା ନାହିଁ ବୋଲି ପ୍ରକାଶ କରିଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ସମସ୍ତ ଡିଗ୍ରୀ କଲେଜର ପ୍ରଧାନଶିକ୍ଷକ ତଥା ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଚିଠି ଲେଖି…