Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୦୧୯-୨୦ ବର୍ଷରେ ମତ୍ସ୍ୟ ଓ ପଶୁସଂପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ ପାଇଁ ବିଭିନ୍ନ ଉଦ୍ୟୋଗୀ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ । କ୍ରାଇମବ୍ରାଞ୍ଚ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି । ସାଇବର ଥାନାରେ ଜେରା ପରେ ତାଙ୍କୁ ଗିରଫ କରାଯାଇଛି । ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦ (ବି) ଭଳି ସଙ୍ଗୀନ ଦଫା ଲାଗିଛି ।…

ଓଡ଼ିଶାରୁ ସୁସ୍ଥ ହେଲେ ୬୨୯ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୨୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1334497832481349632?s=19 ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ସୁନମଲ ସେଣ୍ଟରର ଅଙ୍ଗନବାଡ଼ି କର୍ମୀ ଆରତୀ ଦଣ୍ଡସେନାଙ୍କ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ସିଡିପିଓଙ୍କୁ ଧରିବା ପାଇଁ ଜାଲ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ, ଜେରା କରୁଛି କ୍ରାଇମବ୍ରାଞ୍ଚ ସାଇବର ସେଲ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ତାଙ୍କ ଭୁବନେଶ୍ବର ବାସଭବନରୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ । ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ବିଟ୍ କରି କ୍ରାଇମବ୍ରାଞ୍ଚ ସୂଚନା ଦେଇଛି । ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଂଚଳରୁ ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ଚଳିତ ବର୍ଷ ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି, ''ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି । ତେଣୁ ସେହି ଆଧାରରେ ରାଜ୍ୟରେ ବି…

ବରଯାତ୍ରୀ ଗାଡି ଓ ଟ୍ରକ ମୁହାଁମୁହିଁ ଧକ୍କା, ୩ମୃତ

ବରଗଡ : ଛତିଶଗଡ କୁଣ୍ଡାତରାଇରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବରଗଡ ପଟାପାଲ୍ଲୀରୁ ଏକ ବରଯାତ୍ରୀ ଗାଡି ଛତିଶଗଡ ରାୟଗଡ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୪ ଜଣ ଗୁରୁତର ହୋଇଛନ୍ତି । ଗୁତୁରମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ…

ପଶ୍ଚିମ ଓଡିଶାର ଏହି ସହରରେ ୧୨ ଘଣ୍ଟିଆ ବନ୍ଦ ଡାକରା

ରାଉଲକେଲା: ହାଜତ ମୃତ୍ୟୁ ଘଟଣା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ ଡାକରା ଦେଇଛି କଂଗ୍ରେସ।ରାଉରକେଲା ଜିଲ୍ଲା କଂଗ୍ରେସ ପକ୍ଷରୁ ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାକୁ ୧୩ ଦିନ ବିତିଥିଲେ ମଧ୍ୟ ଏଯାଏଁ ଘଟଣାରେ କାହାକୁ ବି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ରେଞ୍ଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ  ମୁରିବାହାଲ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ତାଙ୍କ ନାଁ ରେଞ୍ଜର ପ୍ରଶାନ୍ତ ନାୟକ । ତାଙ୍କ ଟିଟିଲାଗଡ ବାସଭବନ ସମେତ ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି । ଟିଟିଲାଗଡ ହାଟପଦା ସ୍ଥିତ ଘରେ,…