Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରାଫିକ୍ ନିୟମକୁ ଫୁ’: ଯୁବତୀଙ୍କୁ ଓଲଟା ଟାଙ୍କି ଉପରେ ବସାଇ ବାଇକ୍ ଚଳାଇଲେ ଯୁବକ

ଭୁବନେଶ୍ୱର: କିଛି ଦିନ ବ୍ୟବଧାନ ପରେ ପୁଣି ଭାଇରାଲ ହେବାରେ ଲାଗିଛି ଚଳନ୍ତା ବାଇକରେ ଯୁବତୀଙ୍କୁ ଓଲଟା ଟାଙ୍କି ଉପରେ ବସାଇ ବାଇକ ଚଲାଇବାର ଦୃଶ୍ୟ । ପୂର୍ବରୁ ସ୍ୱାମୀ-ସ୍ତ୍ରୀଙ୍କର ବିପଜ୍ଜନକ ବାଇକ ଚଳାଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯୋଉଥିପାଇଁ ସେମାନଙ୍କୁ ମୋଟା…

ଆକ୍ସନମୋଡରେ ଏସଟିଏଫ୍; ପାନ ଦୋକାନରୁ ବିପୁଳ ନିଶାଦ୍ରବ୍ୟ ଜବତ, ୪ ଅଟକ

ଭୁବନେଶ୍ବର: ଭୁବନେଶ୍ବର ଏୟାରଫିଲଡ ଥାନା ଅଞ୍ଚଳରେ ଏସଟିଏଫ୍ ଟିମ୍ ର ଚଢାଉ । ବିଭିନ୍ନ ପାନ ଦୋକାନ ଓ ସ୍ନାକ୍ସ ଦୋକାନରେ ଚଢ଼ାଉ କରି ବିପୁଳ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି । ଶିକ୍ଷାନୁଷ୍ଠାନ ଅଧୀନରେ ଗଞ୍ଜେଇ, ଡ୍ରଗ୍ସ ଭଳି…

ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା: ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ରାଉଲକେଲା: ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା । ସ୍ୱାଧୀନତା ଦିବସ ଅବସରରେ ଚାଇବାସାରେ ପୋଲିସ ଏବଂ ସୁରକ୍ଷାବାହିନୀକୁ ମାଓବାଦୀଙ୍କ ବିରୋଧରେ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେସନ୍‌ ବେଳେ ଜବତ ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ। ରାଉରକେଲା ଓଡିଶା-ଝାଡ଼ଖଣ୍ଡ ସୀମାରେ ବିପୁଳ ପରିମାଣର ମାଓ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ରହିଛି…

ଭୁବନେଶ୍ବର:ଆଜି ଚଳିତବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାସ୍ ହାର ୫୬.୨୩% ରହିଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଥାଉକି, ୩୪୫୭ ଜଣ ଫର୍ମ…

କଟକର ଲୋକପ୍ରିୟ ଆଳୁଦମ ଦହିବରା ବ୍ୟବସାୟୀ ରଘୁନାଥ ସାଶମଲଙ୍କ ଦେହାନ୍ତ

କଟକ: କଟକର ପ୍ରସିଦ୍ଧ ରଘୁ ଦହିବରା ମାଲିକ ରଘୁନାଥ ସାଶମଲଙ୍କ ୯୧ ବର୍ଷ ବୟସରେ ଦେହାନ୍ତ ହୋଇଛି। କଟକ ଏବଂ ବାହାରେ ଦହି ବରା-ଆଳୁଦମ ଖାଦ୍ୟକୁ ଲୋକପ୍ରିୟ କରିବାରେ ତାଙ୍କର ଅଗ୍ରଣୀ ଭୂମିକା ରହିଥିଲା। 'ରଘୁ ମଉସା' ଭାବରେ ସେ ଲୋକପ୍ରିୟ ଥିଲେ। ସେ କଟକର ବିଡାନାସୀର ଗୋପାଳସାହିରେ ଥିବା…

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ଯାଏଁ ଏହି ସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷା! ସମୁଦ୍ର ନଯିବାକୁ ମତ୍ସ୍ୟଜୀବୀଙ୍କୁ…

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା। ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ…

ଇକୋ ରିସର୍ଟ ସୁଇମିଂ ପୁଲରେ ଅଘଟଣ; ପର୍ଯ୍ୟଟକଙ୍କ ମୃତ୍ୟୁ

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା ସଦର ଥାନା ଧୀରପାଟଣା ନିକଟ ଇକୋ ରିସର୍ଟ ସୁଇମିଂ ପୁଲ୍‌ରେ ଅଘଟଣ । ସୁଇମିଂ ପୁଲ୍‌ରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ । ମୃତକ ହେଲେ ଉତ୍ତରାଖଣ୍ଡର ୨୩ ବର୍ଷୀୟ ଯୁବ ପର୍ଯ୍ୟଟକ ତେଜସ୍ଵ ଆହୁଜା । ସୂଚନାମୁତାବକ, ସେ ପିକନିକ୍ ପାଇଁ ଓଡ଼ିଶା ଆସିଥିଲେ। ଆଜି…

ଶ୍ରୀମନ୍ଦିରକୁ ଚଢ଼ୁଥିଲା ବେଳେ ବ୍ୟକ୍ତିଙ୍କୁ କାବୁ କଲା ପୋଲିସ

ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କାବୁ କରିଛି ପୋଲିସ। ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିର ବେହରଣ ଦ୍ୱାର ପଟରୁ ଜଣେ ବ୍ୟକ୍ତି ପ୍ରାୟ ୫ ଫୁଟ୍‌ ଉପରକୁ ଚଢ଼ି ଯାଇଥିଲେ। ମନ୍ଦିରକୁ ଚଢ଼ୁଥିବା ବେଳେ ସଂପୃକ୍ତ ବ୍ୟକ୍ତିଙ୍କୁ ଜେଟିପି ଓ ସେବାୟତ ଧରିଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ

ଭୁବନେଶ୍ୱର: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ। ରାଜ୍ୟର ବିଭିନ୍ନ ଚିକିତ୍ସାଳୟର ଭିତ୍ତିଭୂମି ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ସମସ୍ତ ଆଧୁନିକ ଚିକିତ୍ସା ବ୍ୟବସ୍ଥା କରାଯାଉଛି। ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା…

ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ, ଶୋଭାଯାତ୍ରା ବେଳେ ମାଡ ମାରିଥିବା ଅଭିଯୋଗ

ଜୟପୁର: ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ। କୋରାପୁଟ ଜିଲ୍ଲାରେ ଗତ ୧୪ ତାରିଖରେ ଏକ ଶୋଭାଯାତ୍ରା ବେଳେ ତାରାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରିଥିବା ନେଇ ଥାନାରେ ଏତଲା ହୋଇଛି। ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିଲେ।…