Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ଆକାଶ ପାଠକ ଟାଟା ମୋଟର୍ସର କର୍ମଚାରୀ ନୁହନ୍ତି

ଭୁବନେଶ୍ୱର: ଆୟବହିର୍ଭୁତ ସମ୍ପତି ଠୁଳ ଓ କୋଟି କୋଟି ଟଙ୍କାର ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଦ୍ହାରା ଗିରଫ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ସମ୍ପର୍କରେ ଆଜି ସଫେଇ ଦେଇଛି ଟାଟା ମୋଟର୍ସ । ପୂର୍ବରୁ ଆକାଶ ନିଜକୁ ଟାଟା ମୋଟର୍ସର ଏମଡି ବୋଲି କହୁଥିବା ବେଳେ ସେ…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦୀପଙ୍କ ପ୍ରଶ୍ନ- ସେତେବେଳେ ଚୁପ୍ ଥିଲେ କାହିଁକି ?

ଭୁବନେଶ୍ୱର: ଲକଡାଉନ ସମୟରେ ଚାଟାର୍ଡ ଫ୍ଲାଇଟରେ ବୁଲିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ ପ୍ରଶ୍ନ କରିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଯଦି କୋଭିଡ ସମୟରେ ସେ ଚାଟାର୍ଡ ଫ୍ଲାଇଟରେ ବୁଲିଥିଲେ ତେବେ ସରକାର ସେତେବେଳେ ଚୁପ୍ ରହିଥିଲେ କାହିଁକି ? ସେ ଡିଜିସିଏ ଓ ଏୟାରପୋର୍ଟ…

ଜାନୁଆରୀରୁ ହୀରାକୁଦରେ ପକ୍ଷୀ ଗଣନା

ସମ୍ବଲପୁର: ୨୦୨୧ ମସିହା ଜାନୁଆରୀ ପ୍ରଥମ ସପ୍ତାହରେ ହୀରାକୁଦ ଡ୍ୟାମ ଅଞ୍ଚଳରେ ଆରମ୍ଭ ହେବ ବାର୍ଷିକ ଗଣନା କାର୍ଯ୍ୟ । ଏ ନେଇ ସୂଚନା ଦେଇ ହୀରାକୁଦ ବନଖଣ୍ଡ ଅଧିକାରୀ କହିଛନ୍ତି ଯେ, ଏଥି ପାଇଁ ୪ ଟି ଟିମ୍ ଗଠନ କରାଯିବ । ପକ୍ଷୀମାନଙ୍କ ସୁରକ୍ଷା ପାଇଁ ୩୦ ଜଣ କର୍ମଚାରୀଙ୍କୁ ଦାୟିତ୍ୱ…

ଜମିବାଡି ବିବାଦକୁ କେନ୍ଦ୍ର କରି ମହିଳା ଓ ତାଙ୍କ ପରିବାରକୁ ମରଣାନ୍ତକ ଆକ୍ରମଣ

ପୁରୀ: ଡେଲାଙ୍ଗ ଥାନା ଅନ୍ତର୍ଗତ ହରିରାଜପୁରରେ ଅଭାବନୀୟ ଘଟଣା । ଜମିବାଡି ଓ ପୂର୍ବ ଶ୍ରତୁତାକୁ କେନ୍ଦ୍ର କରି ପଡିଶା ଘରର ପରିବାର ସଦସ୍ୟମାନେ ବିଭିନ୍ନ ମାରଣାସ୍ତ୍ରରେ ଜଣେ ମହିଳା ଓ ତାଙ୍କ ପରିବାର ଉପରେ ମାରଣାତ୍ମକ ଆକ୍ରମଣ କରିଥିବା ନେଇ ଡେଲାଙ୍ଗ ଥାନାରେ ଅଭିଯୋଗ ହୋଇଛି ।…

ରାଜ୍ୟରୁ ଆଉ ୫ ଜୀବନ ନେଲା ମହାମାରୀ, ମୃତ୍ୟୁସଂଖ୍ୟା ୧, ୭୪୪

ଭୁବନେଶ୍ୱର: ଓଡ଼ିଶାରେ କରୋନା କାୟା କମୁଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୫ ଜଣ ଆକ୍ରାନ୍ତ । ୩ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି । ପୁରୀ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନାରେ ଆଖି…

ବଡ଼ ଖବର: ରାଜ୍ୟରେ ଚାରି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ବାହାରିଛି ୩୭୮ ପଜିଟିଭ୍ କେସ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ…

ଖୋଲିବ IFS ଅଭୟକାନ୍ତ ପାଠକଙ୍କ ଜାଲିଆତି ପେଡି: ଭିଜିଲାନ୍ସରେ ହାଜର ହେଲେ ଡ୍ରାଇଭର ଓ କିଛି ବ୍ୟାଙ୍କ କର୍ମଚାରୀ

ଭୁବନେଶ୍ୱର: ଖୋଲିବ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ଦୁର୍ନୀତି ପେଡ଼ି । କଳାଧନର ଗୁମର ଫିଟିବି । ଭିଜିଲାନ୍ସ ଖୋଳତାଡ ଆରମ୍ଭ କରିଛି । ଆଜି ଭିଜିଲାନ୍ସରେ ହାଜର ହୋଇଛନ୍ତି ଅଭୟକାନ୍ତଙ୍କ ଡ୍ରାଇଭର । କିଛି ବ୍ୟାଙ୍କ କର୍ମଚାରୀ ବି ହାଜର ହୋଇଛନ୍ତି । ସେମାନଙ୍କୁ ପଚରାଉଚରା କରିବେ ତଦନ୍ତକାରୀ…

ଓଡ଼ିଶା-ଛତିଶଗଡ଼ ସୀମାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ୨ ଗୁରୁତର

ରାୟପୁର: ଓଡ଼ିଶା-ଛତିଶଗଡ଼ ସୀମାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଏକ ବୋଲେରୋ କ୍ଷତିଗ୍ରସ୍ତ ହୋଇଛି । ବିସ୍ଫୋରଣରେ ବୋଲେରୋ ଡ୍ରାଇଭର ସମେତ ଆଉ ଜଣେ ଗୁରୁତର ହୋଇଛନ୍ତି । ବିଜାପୁର ଜିଲ୍ଲା ରାଜକୋଟ ନିକଟରେ ଏହି ବିସ୍ଫୋରଣ ହୋଇଛି । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ଲ୍ୟାଣ୍ଡମାଇନ୍…

ରାଜ୍ୟର ଦୁଇଟି ସ୍ଥାନରେ ଦୁଇଟି ହାତୀର ମୃତ୍ୟୁ

ଭୁବନେଶ୍ୱର: ସଂକଟର ଗଜରାଜ । ଆଜି ରାଜ୍ୟର ଦୁଇଟି ସ୍ଥାନରେ ଦୁଇଟି ହାତୀର ମୃତ୍ୟୁ ହୋଇଛି । ସମ୍ୱଲପୁର ଜିଲ୍ଲାରେ ଗୋଟିଏ ହାତୀର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଛି ଗୋଟିଏ ହାତୀ ଛୁଆ । ସମ୍ବଲପୁର ଯଦୁ ଲୋଇସିଂହା ଅଞ୍ଚଳରେ ବିଲ ଭିତରେ ଏକ ଦନ୍ତା ହାତୀର ମୃତଦେହ…