Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୩ ଗୁରୁତର

ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…

ପରୀ ପାଇଁ ନ୍ୟାୟ ଦାବି: ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟିଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ନୟାଗଡର ନାବାଳିକା ‘ପରୀ’କୁ ନ୍ୟାୟ ମାମଲା ଏବେ ଦିଲ୍ଲୀରେ ପହଞ୍ଚିଛି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଆଜି ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟି ଏସମ୍ପର୍କିତ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ରରେ ଦୁଇଟି ପ୍ରସଙ୍ଗ ଉଠାଇଛନ୍ତି । ଡକ୍ଟର…

କମୁଛି କରୋନା ମୃତ୍ୟୁସଂଖ୍ୟା: ରାଜ୍ୟରୁ ଆଖି ବୁଜିଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବି କମୁଛି । ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଆକ୍ରାନ୍ତ । ସେହିପରି…

ରାଜ୍ୟବାସୀଙ୍କୁ ଭଲ ଖବର: ୫୦୦ ତଳକୁ ଖସିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଟ୍ରେଣ୍ଡ । ଦୀର୍ଘ ମାସ ପରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୧୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୭ଟି ।…

ଖୋଲିବ ଆକାଶ ପାଠକଙ୍କ ଟାଟା ମୋଟର୍ସ ଠକେଇ ରହସ୍ୟ, ତଦନ୍ତ ପାଇଁ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ଟିମ୍

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଅ ଅଭିଯୋଗରେ ଗିରଫ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ନାଁରେ ଆସିଥିବା ଠକେଇର ଗୁମର । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇର ଖୋଳତାଡ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଆଜି ବ୍ରହ୍ମପୁରରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ…

ରାତି ୨ ଟା ରେ ଲୁଟ୍ କରୁଥିଲେ ଏଟିଏମ୍; ଧରିନେଲେ ସ୍ଥାନୀୟ ଲୋକେ

କନ୍ଧମାଳ: କନ୍ଧମାଳ ଜିଲ୍ଲା ସାରଙ୍ଗଗଡ ଥାନାର ପାବୁରିଆଠାରେ ଏଟିଏମ ଲୁଟିବାକୁ ଆସିଥିବା ଏକ ବ୍ୟକ୍ତିକୁ ଧରି ପୋଲିସର ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ସୂଚନାନୁସାରେ, ଜଣେ ବ୍ୟକ୍ତି ରବିବାର ରାତି ପ୍ରାୟ ୨ଟାରେ ଧରି ପାବୁରିଆ ସ୍ଥିତ ଏକ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ଏଟିଏମରେ ସଟର ପକାଇ…

ବିନିକାରେ ହାତୀ ପଲଙ୍କ ଉତ୍ପାତ କମୁନି, ୧୦ ଦିନ ହେଲାଣି ନୟାନ୍ତ କରୁଛନ୍ତି

ସୋନପୁର: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କମୁନି ହାତୀଙ୍କ ଉପଦ୍ରବ । ୬୦ ଟିକିଆ ହାତୀ ପଲ ଉତ୍ପାତ ଚଲାଇଛନ୍ତି । ଭୟଭୀତ ଅବସ୍ଥାରେ ଅଛନ୍ତି ସ୍ଥାନୀୟ ଲୋକ । ଗତ ରାତିରେ ବିନିକା ଝରାପଡା ଗାଁରେ ପଶି ଘର ଭାଙ୍ଗିବା ସହ ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ କରିଛନ୍ତି । ନଷ୍ଟ କରୁଛନ୍ତି ବ୍ୟାପକ…

କୋଭିଡ ଗାଇଡ଼ଲାଇନ ସହ ଆସନ୍ତାକାଲିଠାରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ

କୋଣାର୍କ: ଆସନ୍ତାକାଲିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ କୋଣାର୍କ ମହୋତ୍ସବ।ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ କୋଣାର୍କ ମହୋତ୍ସବ ୨୦୨୦ ଆୟୋଜିତ ହେବ। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଡିସେମ୍ବର ୧ରୁ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଏହି ମହୋତ୍ସବ ଚାଲିବ । ଏନେଇ ଓଡିଶା ପର୍ଯ୍ୟଟନ ବିଭାଗ…

ଶୀତରେ ଥରୁଛି ସୋନପୁର, ଏସବୁ ଜିଲ୍ଲାରେ ଖସୁଛି ପାରଦ

ଭୁବନେଶ୍ୱର: ରାତିରେ ଖସୁଛି ପାରଦ । ବଢୁଛି ଥଣ୍ଡା । ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି । ୧୫ଡିଗ୍ରୀ ତଳେ ରହିଛି ଓଡ଼ିଶାରେ ୧୧ଟି ସହରର ତାପମାତ୍ରା । ୯ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ୯.୫ ଡିଗ୍ରୀ ସେଲସିୟସ ତାପମାତ୍ରା…

କଳିଙ୍ଗା ଘାଟିରେ ପୁଣି ଦୁର୍ଘଟଣା; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଭଞ୍ଜନଗର: ଭଞ୍ଜନଗର କଳିଙ୍ଗା ଘାଟିରେ ପୁଣିଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରବିବାର ଦିନ ଏହି ଘାଟିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡ଼ିଥିବା ସୂଚନା ମିଳିଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର। ଟ୍ରକ୍‌ଟି ଛତିଶଗଡ଼ରୁ ଭଞ୍ଜନଗର ଅଭିମୁଖେ ଆସୁଥିବା ସୂଚନା ମିଳିଛି। ଟ୍ରକ୍‌ଟି…