Latest Odisha News

BREAKING NEWS

Browsing Category

ଓଡିଶା

Odisha

ଛତିଶଗଡ଼ରୁ ଉଦ୍ଧାର ହେଲା ବଲାଙ୍ଗୀରରୁ ଅପହୃତ ନାବାଳିକା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଜଣେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ଏହି ନାବାଳିକାକୁ ଛତିଶଗଡର ରାୟପୁରରୁ ଉଦ୍ଧାର କରାଯାଇଛି। ପୋଲିସର ତଥ୍ୟ ଅନୁଯାୟୀ, ତିନି ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ, ତୁରେକେଲା ଅଞ୍ଚଳର ଜୟକ୍ରୀଷ୍ଣା ଲୁହା ଏହି ଝିଅକୁ…

ଭାରତରେ ଗଣତନ୍ତ୍ର ସୁଦୃଢ଼ ହେବା ନିମନ୍ତେ ନ୍ୟାୟପାଳିକାକୁ ଶ୍ରେୟ ଦିଆଯିବା ଉଚିତ୍ : ଜଷ୍ଟିସ୍ ନାଇଡୁ

ଭୁବନେଶ୍ୱର: ଭାରତର ପଡୋଶୀ ଦେଶଗୁଡ଼ିକରେ ଗଣତନ୍ତ୍ର ବ୍ୟବସ୍ଥା ଉଧେଇ ନ ପାରିବା ସ୍ଥଳେ ଭାରତରେ ଏହା ବେଶ ସୁଦୃଢ଼ ହୋଇପାରିଛି । ଏଥି ନିମନ୍ତେ ଦେଶର ନ୍ୟାୟପାଳିକାଙ୍କୁ ଶ୍ରେୟ ଦିଆଯିବା ଉଚିତ୍ ବୋଲି ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତୀ ଏ.ଏସ୍‌. ନାଇଡୁ କହିଛନ୍ତି ।…

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜଗତସିଂହପୁରର ୧୫ ଟି ମନ୍ଦିରରେ ଲାଗୁ ହେଲା ୧୪୪ ଧାରା

ଜଗତସିଂପୁର: କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜନସମାଗମ କୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ୧୫ ଟି ମନ୍ଦିରରେ ୧୪୪ ଧାରା ଜାରି କରାଯାଇଛି। ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଦେଇଥିବା ସୂଚନା ଅନୁଯାୟୀ, ଜିଲ୍ଲାରେ ୩୦ ନଭେମ୍ବର…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏଆଇଜି ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭରସିଟି ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ସୋଆର…

ଓଡ଼ିଶାରୁ ଆଉ ୮୦୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୦୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ମୋଟ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୪୯କୁ ବୃଦ୍ଧି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ…

୭୫% କର୍ମଚାରୀରେ ଟ୍ବିନସିଟିରେ ଚାଲିବ ଅଫିସ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ମାସରେ ଭୁବନେଶ୍ୱର ଏବଂ କଟକରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅଧସ୍ତନ ଅଫିସରେ ୭୫% କର୍ମଚାରୀରେ ଚାଲିବ ବୋଲି ଶନିବାର ଦିନ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସାଧାରଣ ପ୍ରଶାସନ ଏବଂ ପବ୍ଲିକ ଗ୍ରିଭାନ୍ସ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ,…

ନୟାଗଡ଼ ନାବାଳିକା ମୃତ୍ୟୁ ମାମଲା; ତଦନ୍ତ ଲାଗି ଏସଆଇଟିର ୫ ଜଣିଆ ଟିମ୍ ଗଠିତ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ନୟାଗଡ଼ ଜିଲ୍ଲାର ଯଦୁପୁର ଗାଁର ନାବାଳିକା ହତ୍ୟା ଘଟଣାର ତଦନ୍ତ ଲାଗି ଶନିବାର ଦିନ ଓଡିଶା ସରକାର ଏକ ୫ ଜଣିଆ ଏସଆଇଟି ଟିମ୍ ଗଠନ କରିଛନ୍ତି। ଆଇଜି ଅରୁଣ ବୋଥ୍ରା ନେତୃତ୍ୱ ନେଉଥିବା ଏହି ଟିମରେ କ୍ରାଇମ ବ୍ରାଞ୍ଚ ଅଧିକାରୀ ଆର.କେ ଦୋରା, ଏଏସପି ଆରସି…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୪୩ ପଜିଟିଭ, ୪୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ସଙ୍ଗରୋଧରୁ ୯ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କଟକରୁ ନକଲି ମସଲା ୟୁନିଟ୍ ଠାବ

କଟକ: କଟକରେ ଶନିବାର ଦିନ କମିଶନରେଟ ପୋଲିସ ପକ୍ଷରୁ ଏକ ନକଲି ମସଲା ତିଆରି ୟୁନିଟକୁ ଠାବ କରାଯାଇଛି। ଏଥିସହିତ ମାଲିକ ଅଟକ ରହିଛନ୍ତି। ଚାଉଳିଆଗଞ୍ଜ ପୋଲିସ ଭଦୁମୁଲ ଅଞ୍ଚଳର ଏକ ଘରେ ଚଢାଉ କରିବା ସହ ବିପୁଳ ପରିମାଣର ହଳଦୀ ପାଉଡର, ପାଉଡର ତିଆରିରେ ବ୍ୟବହୃତ ଯନ୍ତ୍ରପାତି ଏବଂ ଖାଲି…

ଚାପୁଡା ମାରି ଝିଅକୁ ମାରିଦେଲା ବାପା !

କୋରାପୁଟ: ଯେଉଁ ବୟସରେ ବାପା ସହ କୁନି ଝିଅ ଖେଳିବା କଥା, ସେହି ବୟସରେ ସେ ନିଜ ବାପା ହାତରେ ପ୍ରାଣ ହରାଇଥିଲା । ବାପାର ଚାପୁଡା ମାଡରେ ଚାଲିଗଲା ୬ ବର୍ଷୀୟ ଝିଅର ଜୀବନ । ଏଭଳି ଘଟଣାକୁ ନେଇ ପଟ୍ଟାଙ୍ଗୀର ତଉପଦର ଗାଁ ଲଜ୍ଜା ମୁଣ୍ଡାଇଛି । ଶୁକ୍ରବାର ନିଜ ଝିଅର ହତ୍ୟା ଅଭିଯୋଗରେ…