Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମଗିରି ଅଞ୍ଚଳରୁ ଜବତ ହେଲା ୧୯ ଗ୍ରାମ ବ୍ରାଉନସୁଗାର; ଜଣେ ଗିରଫ

ପୁରୀ: ପୁରୀରେ ବଢୁଛି ଧଳାଜହର କାରବାର। ପୁରୀ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନିଶା କାରବାର ଧରପଗଡ ଅଭିଯାନ ଜାରି ରହିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ବୁଧବାର ରାତିରେ ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାତପଡ଼ା ଅବକାରୀ ଥାନା ସବଇନସପେକ୍ଟର ବିନୋଦ ବାସ୍କେଙ୍କ ପ୍ରତକ୍ଷ…

କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ପକ୍ଷରୁ ଆଜି ଭାରତ ବନ୍ଦ 

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧି ନୀତି ବିରୋଧରେ ମିଳିତ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଦେଶବ୍ୟାପୀ ଧର୍ମଘଟ କରାଯାଉଛି। ଏହି ବନ୍ଦକୁ ରାଜ୍ୟ କଂ‌ଗ୍ରେସ ମଧ୍ୟ ସମର୍ଥନ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ…

ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶ, ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: କାର୍ତ୍ତିକ ଶୁକ୍ଳ ଏକାଦଶୀ (ବଡ଼) ତିଥି ପଞ୍ଚୁକର ପ୍ରଥମ ଦିବସ ତଥା ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଠିଆକିଆ ବେଶ ବା ଲକ୍ଷ୍ମୀ - ନାରାୟଣ ବେଶ ତଥା ହରି ଉତ୍ଥାପନ ଓ ବଡ଼ ଏକାଦଶୀ ନିମନ୍ତେ ସ୍ୱତନ୍ତ୍ର ନୀତିମାନ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ପ୍ରାତଃ ଘ.୫.…

ପଞ୍ଚୁକର ଦ୍ଵିତୀୟ ଦିନ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ: ବୁଧବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ। ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଛନ୍ତି। ଆଜି ପଞ୍ଚୁକର ଦ୍ଵିତୀୟ ଦିନ। ଆଜି ବାଙ୍କଚୂଡ଼ା ବେଶରେ ବିଭୂଷିତ ହେବେ ମହାପ୍ରଭୁ। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ…

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ୨୦୨୧ ର‌୍ୟାଙ୍କିଙ୍ଗ୍‌ରେ ନିଜ ସ୍ଥିତିକୁ ସୁଦୃଢ଼ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) । ବୁଧବାର ଏହି ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଥିବା ବେଳେ ସୋଆ ଏଥିରେ ଉଚ୍ଚତର ମାନ୍ୟତା ପାଇଛି । ଗତବର୍ଷ ଏହି…

ତୁଳସୀ ବିବାହକୁ ନେଇ କ’ଣ ରହିଛି ଧାର୍ମିକ ଓ ପୌରାଣିକ ମହତ୍ତ୍ୱ, ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷର ମହତ୍ତ୍ୱ ଖୁବ ଅଧିକ। ବ୍ରତ, ଉପବାସ, ଧାର୍ମିକ ଆୟୋଜନ ଓ ଭଗବାନଙ୍କୁ ଭୋଗ ଲଗାଇବାରେ ତୁଳସୀ ଅର୍ପଣ କରାଯାଏ। ଯେଉଁ ମହିଳାମାନେ ନିୟମିତ ତୁଳସୀଙ୍କୁ ପୂଜା କରନ୍ତି, ତାଙ୍କୁ ସୌଭାଗ୍ୟ, ସମୃଦ୍ଧି ଓ ଭଗବାନଙ୍କ ବିଶେଷ ଆଶୀର୍ବାଦ ପ୍ରାପ୍ତି…

ଆଖିବୁଜିଲା କନ୍ଧମାଳର ଯୋଡାମୁଣ୍ଡ ଶିଶୁ କାଳିଆ

କଟକ: ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗାକାଳିଆ ମଧ୍ୟରୁ କାଳିଆର କଟକ ଏସସିବିରେ ଆଜି ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ହୋଇଛି । ଆଜି ଆପରାହ୍ନରେ ସେ ଗୁରୁତର ହୋଇପଡିବାରୁ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାର ଚିକିତ୍ସା କରୁଥିଲେ । କିନ୍ତୁ ସବୁ ଚେଷ୍ଟା ସତ୍ତ୍ବେ ସେ କିଛି ସମୟ ତଳେ ସେ…

ପ୍ରୋଜେକ୍ଟ ଛାଉଣୀ ପକ୍ଷରୁ ମହୁରୀ ତାଲିମ କର୍ମଶାଳା ଅନୁଷ୍ଠିତ

ମୟୁରଭଞ୍ଜ: ମୟୁରଭଞ୍ଜ ଛଉ ନୃତ୍ୟର ସଂରକ୍ଷଣ ସାଙ୍ଗକୁ ଏହାର ଅଧିକ ପ୍ରଚାର ପ୍ରସାର ସକାଶେ ଜିଲ୍ଲା ପ୍ରଶାସନ ତରଫରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ଛାଉଣୀ ପକ୍ଷରୁ ମହୁରୀ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଗତ ୨୨ ତାରିଖ କାର୍ମଶାଳାରେ ଗତ ୪ ଦିନ ଧରି ବାରିପଦା ସହର ସମେତ ସଦର…

ପରୀ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ କରିବ ତଦନ୍ତ: କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିଷ୍ପତ୍ତି ନେଲେ ସରକାର। ଏନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ପରୀକୁ ଅପହରଣ ପରେ ହତ୍ୟା କରାଯାଇଥିବା ସେ ସ୍ପଷ୍ଟ କରିଛନ୍ତି । ପରୀର ଶବ ନଷ୍ଟ ହୋଇଯାଇଥିବାରୁ କେଉ…

ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ବୁଧବାର ଦିନ ଏକ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ ହୋଇଯାଇଛି । ମେଡିକାଲ୍ ଛାତ୍ରଛାତ୍ରୀମାନଙ୍କର ଶିକ୍ଷା ଗ୍ରହଣ…