Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ, କେଉଁଠି କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ୩୧ ନୂଆ ପଜିଟିଭ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଂଚଳରୁ ୨୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ନୟାଗଡ଼ ନାବାଳିକା ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ: ମନ୍ତ୍ରୀ 

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସାମ୍ନାରେ ନୟାଗଡ଼ ଦମ୍ପତ୍ତି ଆତ୍ମାହୁତି ଉଦ୍ୟମର ଗୋଟିଏ ଦିନ ପରେ ସେମାଙ୍କ ନାବାଳିକା ଝିଅର ନିର୍ମମ ହତ୍ୟାକାଣ୍ଡର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବା ନେଇ ନିଷ୍ପତ୍ତି ନେଇଛନ୍ତି ଗୃହମନ୍ତ୍ରୀ ଦିବ୍ୟା ଶଙ୍କର ମିଶ୍ର। ବିଧାନସଭାରେ ବୁଧବାର ଫିନ…

ବରଗଡରୁ ବାଘ ଛାଲ ଜବତ କଲା କ୍ରାଇମବ୍ରାଞ୍ଚ STF, ୩ ଗିରଫ

ଭୁବନେଶ୍ୱର: ପୁଣି ରାଜ୍ୟରୁ ବାଘ ଛାଲ ଜବତ । ବରଗଡ଼ ଜିଲ୍ଲାରୁ ବାଘ ଛାଲ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହାସହ ଦାନ୍ତ ଓ ନଖ ମଧ୍ୟ ଜବତ କରାଯାଇଛି । ଘଟଣାରେ ଭଟଲି ଛକରୁ ୩ ଜଣଙ୍କୁ ଧରିଥିଲା କ୍ରାଇମ୍‌ବ୍ରାଞ୍ଚ । ଅଟକ ତିନି ଜଣଙ୍କୁ ପଚରାଉଚରା ଜାରି ରହିଛି । କେବେ ବାଘ ଶିକାର…

ସୀମା ବିବାଦ ପ୍ରସଙ୍ଗ: ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା, କିଏ କହିଲେ କଣ ?

ଭୁବନେଶ୍ୱର: ସୀମା ବିବାଦ ପ୍ରସଙ୍ଗରେ ବିଧାନସଭାରେ ଆଗତ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ବିରୋଧୀ ଦଳ ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି । ନିଜ ବିବୃତ୍ତିରେ ସେ କହିଛନ୍ତି, କୋରାପୁଟ ଜିଲ୍ଲା ଓ…

ନୟାଗଡ଼ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ଼ ଶରଣକୁଳରେ ହାଇଓ୍ୱା ଧକ୍କାରେ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା । ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ।…

ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ କାଳରେ ପରୀକ୍ଷା ନେଇ ଜାତୀୟ ଗାଇଡଲାଇନ୍ ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଠିରେ ନବୀନ ଉଲ୍ଲେଖ କରିଛନ୍ତି, ପ୍ରବେଶିକା ପରୀକ୍ଷା ଓ ଉଚ୍ଚ…

ରାଜ୍ୟର ୧୦ ଜିଲ୍ଲାରୁ ମହାମାରୀ ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ ଭାଇରସ୍ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୬ ଜଣ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଡେଥ୍ କେସ୍ ବଢ଼ି ବଢ଼ି…

ରାଜ୍ୟରେ ସାମାନ୍ୟ ବଢିଲା: ୨୪ ଘଣ୍ଟାରେ ୭୩୦ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୩୧୧ଟି ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ମୟୂରଭଞ୍ଜରୁ…

ଜାଡ଼ରେ ଥରୁଛି ଓଡ଼ିଶା: ୧୫ ଡିଗ୍ରୀ ତଳେ ୧୩ ସହରର ପାରଦ

ଭୁବନେଶ୍ୱର: ଜାଡ଼ ଥରାଇଲାଣି । ରାତିରେ ଖସୁଛି ପାରଦ । ରାଜ୍ୟରେ ଶୀତ ବଢୁଛି । ୧୩ଟି ଜିଲ୍ଲାରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ଦାରିଙ୍ଗିବାଡ଼ିରେ ହାଡଭଙ୍ଗା ଶୀତ । ୯ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । ସେଠାରେ ୮.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି…

ଆଡିସିନାଲ୍ ପିସିସିଏଫ୍ ଅଭୟ କାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ୧୯୮୭ ବ୍ୟାଚ୍ ଆଇଏଫଏସ୍ ଅଫିସର ଅଭୟ କାନ୍ତ ପାଠକ । ବର୍ତ୍ତମାନ ସେ ଆଡିସିନାଲ୍ ପିସିସିଏଫ୍ ଭାବରେ କାର୍ଯ୍ୟରତ ଅଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୧୨ଟି ସ୍ଥାନରେ ରେଡ୍ ଚାଲିଛି ।…