Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଆରମ୍ଭ ପଞ୍ଚୁକ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କେଉଁ ଦିନ ହେବ କେଉଁ ବେଶ, ଜାଣନ୍ତୁ

ପୁରୀ:ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ।ସମସ୍ତ ମାସ ମଧ୍ୟରେ ପବିତ୍ରତମ ମାସ ହେଉଛି କାର୍ତ୍ତିକ। ଏହି ମାସରେ ବ୍ରତ ଆଚରଣ କରି ବର୍ଷକ ଯାକ ପାପରୁ ଵ୍ରତଚାରୀ ମାନେ ପବିତ୍ର ହୁଅନ୍ତି । ଏହି ମାସ ମଧ୍ୟରେ ଶ୍ରେଷ୍ଠ ହେଉଛି ଏହାର ଶେଷ ପାଞ୍ଚଦିନ । ଯାହା ପଞ୍ଚୁକ ନାମେ ପରିଚିତ। ଚଳିତ…

ସୁନ୍ଦରଗଡ଼ ଜିଲ୍ଲାର ଦୁର୍ଗମ ଅଞ୍ଚଳରୁ ରୋଗୀଙ୍କୁ ଡାକ୍ତରଖାନା ଆଣିବା ପାଇଁ ଚାଲିଲା ବାଇକ୍ ଆମ୍ବୁଲାନ୍ସ ‘ସ୍ୱାସ୍ଥ୍ୟ…

ସୁନ୍ଦରଗଡ: ଏଣିକି ସୁନ୍ଦରଗଡ଼ ଜିଲ୍ଲାର ଦୁର୍ଗମ ଅଞ୍ଚଳରୁ ରୋଗୀମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିବା ସୁବିଧା ହେବ। ଏଥିପାଇଁ ବାଇକ୍ ଆମ୍ବୁଲାନ୍ସ ‘ସ୍ୱାସ୍ଥ୍ୟ ରକ୍ଷକ’ ସେବାର ଶୁଭାରମ୍ଭ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ମଙ୍ଗଳବାର ଦିନ ଏହି ଆମ୍ବୁଲାନ୍ସ…

ଅଲୌକିକ ନାଗାର୍ଜୁନ ବେଶ ପାଇଁ ଚୂଡ଼ାନ୍ତ ହେଲା ନୀତି ନିର୍ଘଣ୍ଟ : ଜାଣନ୍ତୁ

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଶ୍ରୀମନ୍ଦିରରେ ଦିବ୍ୟ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ। ମସ୍ତକରେ ହାଣ୍ଡିଆ, ହାତରେ ଛୁରି କଟାରୀ, ଶ୍ରୀମୁଖରେ ଲମ୍ବା ଦାଢ଼ି ଭଳି ଅନନ୍ୟ ଓ ଅପୂର୍ବ ନାଗା ରୂପରେ ଦର୍ଶନ ଦେବେ ମହାବାହୁ। ଚଳିତବର୍ଷ ପଞ୍ଚକ ୫ ଦିନ ବଦଳରେ ୬ ଦିନ…

ରାଜ୍ୟରେ କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ଏବର୍ଷ କରୋନା ଯୋଗୁଁ କାର୍ତ୍ତିକ ପୂର୍ଣ୍ଣିମାରେ ଜଳାଶୟରେ ଭାସିବନି ଡଙ୍ଗା। ନଦୀ ଘାଟରେ ଗହଳି ଓ ବୁଡ଼ ପକାଇବା ଉପରେ ଲାଗିଲା କଟକଣା। ଏକତ୍ର ହୋଇ ଡଙ୍ଗା ଭସାଇବା ମନା। କଟକଣା ଜାରି କରିଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର। କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ ଓ ନଦୀ…

ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ଟିକା ବଣ୍ଟନ ଉପରେ ୩ଟି କଥା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ଟିକାକୁ ନେଇ ଓଡ଼ିଶାର ରୋଡ ମ୍ୟାପ ରଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଥିଲେ, ଟିକା ବଣ୍ଟନ ନେଇ ଓଡ଼ିଶାରେ ଏକ ସିଷ୍ଟମ ପ୍ରସ୍ତୁତ ରହିଛି। ଟିକା ଆସିଲେ କେଉଁ ମାନଙ୍କୁ ପ୍ରାଥମିକତା ଦିଆଯିବ ସେକଥା କହିଥିଲେ…

ସ୍ବଚ୍ଛତା ପାଇଁ ପୁରସ୍କୃତ ହେବ ୱାର୍ଡ; ମିଳିବ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି

ବ୍ରହ୍ମପୁର: ବ୍ରହ୍ମପୁର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଇଏମସି)ର ସ୍ୱଚ୍ଛ ଏବଂ ସର୍ବୋତ୍ତମ ପରିମଳ ୱାର୍ଡକୁ ପୁରସ୍କୃତ କରାଯିବ। ପ୍ରଥମ ପୁରସ୍କାର ହେଉଛି ୫୦ ଲକ୍ଷ ଟଙ୍କା, ଦ୍ୱିତୀୟଟି ହେଉଛି ୩୦ ଲକ୍ଷ ଟଙ୍କା ଏବଂ ତୃତୀୟଟି ହେଉଛି ୨୦ ଲକ୍ଷ ଟଙ୍କା। ନଭେମ୍ବର ୨୩ ତାରିଖରେ 'ମୋ…

ଓଡ଼ିଶାରୁ ଆଉ ୬୪୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ଅଛନ୍ତି…

ରାଜଧାନୀରେ କମୁଛି ସଂକ୍ରମଣ; ଭୁବନେଶ୍ୱରରେ ୫୩୬କୁ ଖସିଲା ଆକ୍ଟିଭ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ଆଉ ୩୪ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ରମାଗତ ୪ଦିନ ହେବ ରାଜଧାନୀରେ ୫୦ ରୁ କମ୍ ମାମଲା ଚିହ୍ନଟ ହେଉଛି। ଭୁବନେଶ୍ୱର ମ୍ୟୁନିସିପାଲିଟି କପୋରେସନ୍ ଅନୁଯାୟୀ, ୨୪ ଘଣ୍ଟାରେ ଚିହ୍ନଟ ୩୪ ଟି କୋଭିଡ ମାମଲା…

ଏମିତି ବି ଆସେ ମୃତ୍ୟୁ; ଚାଲିଚାଲି ଯାଉଥିଲେ ମାଡ଼ିଗଲା ହାଇୱା, ୭ ମୃତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ହାଇସ୍କୁଲ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ ଯେ, ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ କିଛି ଲୋକଙ୍କ ଉପରେ ମାଡି ଯାଇଛି ହାଇଓ୍ବା । ଫଳରେ ଘଟଣାସ୍ଥଳରେ ହିଁ…

ନାଗାର୍ଜୁନ ବେଶ ପାଇଁ ଛତିଶାନିଯୋଗ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ନଭେମ୍ବର ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ଅଲୌକିକ ନାଗାର୍ଜୁନ ବେଶ। ଏଥିପାଇଁ ପାଇଁ ଆଜି ହୋଇଥିବା ଛତିଶାନିଯୋଗ ବୈଠକରେ ନିଆଯାଇଛି କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନିଷ୍ପତ୍ତି ଅନୁଯାୟୀ ନାଗାର୍ଜୁନ ଵେଶ ଏକ ଶୋଭାଯାତ୍ରାରେ ରାତି ୨ ଟା ରୁ ଚକ୍ରକୋଟ…