Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି: ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି । ଆଜି ବିଧାନସଭାରେ ଉତ୍ତର ରଖି ଏକଥା କହିଛନ୍ତି ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇପଡିଥିବା ଏବଂ ସରକାର ନିରବଦ୍ରଷ୍ଟା ସାଜିଥିବା…

କଟକରେ ଫାଇନାନ୍ସ କମ୍ପାନୀରୁ ଲୁଟ୍ ଘଟଣାରେ ସମସ୍ତ ଅଭିଯୁକ୍ତ ଅଟକ

କଟକ: କମିଶନରେଟ ପୋଲିସକୁ ବଡ଼ ସଫଳତା । କଟକ ନୟାସଡକ ସ୍ଥିତ ଫାଇନାନ୍ସ କମ୍ପାନୀରୁ ଟଙ୍କା ଓ ସୁନା ଗହଣା ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି । ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡଙ୍ଗୀ । ପୋଲିସ କମିଶନର…

ବିଧାନସଭାରେ ହାତ ଯୋଡ଼ି ମନ୍ଦିର ଖୋଲିବାକୁ ଗୁହାରି କଲେ ତାରା ବାହିନୀପତି

ଭୁବନେଶ୍ୱର: କରୋନା ଯୋଗୁ ରାଜ୍ୟରେ ବନ୍ଦ ରହିଛି ଧାର୍ମିକ ସ୍ଥଳୀ । ବିଧାନସଭାରେ ଆଜି ମନ୍ଦିର ଖୋଲିବା ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ହାତ ଯୋଡି ବାଚସ୍ପତିଙ୍କୁ ଗୁହାରି କରିଛନ୍ତି, ରାଜ୍ୟରେ ୨୪ଘଣ୍ଟା ଭିତରେ ସବୁ ମନ୍ଦିର ଖୋଲାଯାଉ । ତାରା…

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମାହୁତି ଉଦ୍ୟମ, କାବୁ କଲା ପୋଲିସ

ଭୁବନେଶ୍ୱର: ବିଧାନସଭା ମୁଖ୍ୟ ଫାଟକ ଆଗରେ ହାଇଡ୍ରାମା । ଆମହତ୍ୟା ଉଦ୍ୟମ କଲେ ଦମ୍ପତି । ଦେହରେ କିରାସିନି ଢାଳି ଆତ୍ମାହୁତି ଉଦ୍ୟମ ବେଳେ ସେମାନଙ୍କୁ କାବୁ କଲା ପୋଲିସ । କିରାସିନ ଓ ଦିଆସିଲ ଜବତ କରାଯାଇଛି । ଦମ୍ପତିଙ୍କ ଘର ନୟାଗଡ ଜିଲ୍ଲାରେ । ବିଧାନସଭା ଚାଲିଥିବା ବେଳେ ବାହାରେ…

ସୁନ୍ଦରଗଡ଼ରେ ବଢୁଛି କରୋନା ମୃତ୍ୟୁସଂଖ୍ୟା, ଦିନକରେ ରାଜ୍ୟରୁ ଆଉ ୧୪ ମୃତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଡେଥ୍ କେସ୍ । ଗତ କିଛି ଦିନ ହେବ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୪ ଜୀବନ ନେଇଛି ମହାମାରୀ । ଏମାନଙ୍କ ଭିତରେ କେବଳ ସୁନ୍ଦରଗଡ଼ ଜିଲ୍ଲାରୁ ଅଛନ୍ତି ୫ ଜଣ । ସୁନ୍ଦରଗଡ଼ରେ…

ରାଜ୍ୟରେ ୬୫୦ ତଳକୁ ଖସିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା । ୬୫୦ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ଅଛନ୍ତି କ୍ୱାରେଣ୍ଟାଇନରୁ ୩୭୪ ଜଣ ଓ ୨୬୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ରାଜ୍ୟର ସଂକ୍ରମିତ ତାଲିକାର…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା। ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ…

କୋଭିଡ କଟକଣା ମଧ୍ୟରେ ହେବ ଶ୍ରୀ ଧବଳେଶ୍ବରଙ୍କ ନିତିକାନ୍ତି: ଘରେ ରହି ଦର୍ଶନ କରିବେ ଶ୍ରଦ୍ଧାଳୁ

କଟକ: ଆସନ୍ତାକାଲିଠୁ ଆରମ୍ଭ ହେଉଛି ପଞ୍ଚୁକ।ଏହାସହ ଆରାଧ୍ୟ ଦେବ ଶ୍ରୀଶ୍ରୀଧବଳେଶ୍ବରଙ୍କ ପୀଠରେ ଆରମ୍ଭ ହେବ ପଞ୍ଚୁକ ବ୍ରତ। ନଭେମ୍ବର ୨୮ ତାରିଖ ଦିନ ଏଠାରେ ପାଳନ ହେବ ବଡ଼ଓଷା। କୋଭିଡ ଗାଇଡ଼ଲାଇନକୁ ଦୃଷ୍ଟିରେ ରଖି ଚଳିତ ଥର ବିନା ଭକ୍ତରେ ଏଠାରେ ପଞ୍ଚୁକ ଯାତ୍ରା ଅନୁଷ୍ଠିତ ହେବ। ଏନେଇ…

ବଢୁଛି ଜାଡ଼: ୧୫ ଡିଗ୍ରୀ ତଳେ ୧୨ଟି ସହର ତାପମାତ୍ରା

ଭୁବନେଶ୍ୱର: ଦାରିଙ୍ଗିବାଡ଼ିରୁ ଚାନ୍ଦବାଲି । କୋରାପୁଟରୁ କଟକ । ଶୀତରେ ଥରିଲାଣି ପାଖାପାଖି ଅଧା ଓଡ଼ିଶା । ଖସୁଚି ପାରଦ । ବଢୁଛି ଜାଡ଼ । ରାଜ୍ୟରେ ୧୨ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ ଖସିଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବଢିଛ…

ଓଡ଼ିଶାର ପାରମ୍ପରିକ ଲୋକ ନୃତ୍ୟ ଘୁମୁରା ନାଚ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ଗ୍ରାମବହୁଳ ଓଡ଼ିଶାରେ…