Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୟାନଦୀରେ ବୁଡ଼ିଗଲେ ଅଷ୍ଟମ ଶ୍ରେଣୀର ୨ ଛାତ୍ର; ଜଣଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଦୟା ନଦୀରେ ବୁଡ଼ିଗଲେ ଦୁଇ ଛାତ୍ର । ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଜଣେ ନିଖୋଜ ଅଛନ୍ତି ।ଧଉଳି ଥାନା ନୂଆଗାଁ ଡାଲଖାଇ ଘାଟରେ ଗାଧାଉଥିବା ବେଳେ ବୁଡ଼ି ଯାଇଥିଲେ ଦୁଇ ଛାତ୍ର । ନିଖୋଜ ଛାତ୍ରଙ୍କୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।…

ଟାଟା ପାୱାର ନେତୃତ୍ୱାଧୀନ ଓଡିଶା ଡିସ୍‌କମ୍ ଗୁଡିକ ପକ୍ଷରୁ ‘ସୁରକ୍ଷା କବଚ’ ଆରମ୍ଭ

ଭୁବନେଶ୍ୱର: ସୁରକ୍ଷା ଏବଂ ପରିଚାଳନା ଉତ୍କର୍ଷ ପ୍ରତି ଅଟଳ ପ୍ରତିବଦ୍ଧତାକୁ ଦୋହରାଇ ଟାଟା ପାୱାର ନେତୃତ୍ୱାଧୀନ ଓଡିଶା ଡିସକମଗୁଡ଼ିକ ଏକ ପରିବର୍ତନଶୀଳ ଡିଜିଟାଲ୍ ସମାଧାନ ‘ସୁରକ୍ଷା କବଚ’ ଆରମ୍ଭ କରିଛନ୍ତି । ଏହି ପ୍ରଯୁକ୍ତି ସମ୍ବଳିତ ସୁରକ୍ଷା ପ୍ରାଚୀର ଓଡିଶାରେ ହାଇ ଟେନ୍‌ସନ୍…

ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ; ଶ୍ରୀମନ୍ଦିରରେ ଚାଲିଛି ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ମହାପ୍ରଭୁ ଜଗନ୍ନାଥ ନିଜେ ଅବତାର, ନିଜେ ଅବତାରୀ । ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଟ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ…

ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତିକୁ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ

ପୁରୀ: ଆଜି ପୁରୀରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । କମିଟି ଗଠନ ପରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ପ୍ରକ୍ରିୟା…

ପୁଞ୍ଜିପତିଙ୍କ କବଳରୁ ଦେଶ ଓ ରାଜ୍ୟକୁ ରକ୍ଷା କରିବାକୁ ହେବ: ଭକ୍ତ ଦାସ

ଭୁବନେଶ୍ୱର, ତା ୧୫/୮/୨୫ :- ବୈଦେଶିକ ଉପନିଶେଦବାଦୀ ଇଂରେଜ ଶାସନରୁ ଦେଶକୁ ମୁକ୍ତ କରିବା ପାଇଁ ହଜାର ହଜାର ଭାରତୀୟଙ୍କ ବଳିଦାନ ଏବଂ ମହାତ୍ମା ଗାନ୍ଧୀଙ୍କ ବିଶ୍ୱ ବିଖ୍ୟାତ ଅହିଂସା ସଂଗ୍ରାମ ଯୋଗୁଁ ୧୫ ଅଗଷ୍ଟ ୧୯୪୭ ମସିହାରେ ଆମ ମହାନ ଦେଶ ଭାରତ ସ୍ୱାଧୀନତା ପାଇଥିଲା । ଆଜି ଦେଶ ୭୯ ତମ…

ସ୍ବାଧୀନତା ଦିବସ ଅବସରରେ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ପାଳିତ ହୋଇଯାଇଛି । ସାହସିକତା ପାଇଁ ୬ ଜଣଙ୍କୁ…

ଅଗଷ୍ଟ ୧୬ରେ ପ୍ରକାଶ ପାଇବ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ପରୀକ୍ଷା ଫଳ

କଟକ: ଅଗଷ୍ଟ ୧୬ ତରିଖ ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ(ଏସ୍‌ଓଏସ୍‌ସି) ପରୀକ୍ଷା ଫଳ। ମଧାହ୍ନ ୧୨ଟାରେ ଉକ୍ତ ପରୀକ୍ଷା ଫଳ ୱେବ୍‌ସାଇଟ୍‌ରେ ଉପଲବ୍‌ଧ ହେବ ବୋଲି ବୋର୍ଡ ସୂତ୍ରରୁ…

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ, ୮ କେବିକେ ଜିଲ୍ଲା…

ଭୁବନେଶ୍ୱର: ଭୁବନେଶ୍ବରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ । ସ୍ବାଧୀନତା ଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ୧୧ଟି ଜିଲ୍ଲାକୁ…

ଫାର୍ମା ହବ୍‌ ହେବ ଓଡ଼ିଶା, ସୃଷ୍ଟି ହେବ ଅଢ଼େଇ ଲକ୍ଷ ନିଯୁକ୍ତି

ଭୁବନେଶ୍ୱର: ଆଜି ସମଗ୍ର ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସବୁଠି ଦେଶପ୍ରେମର ଭାବନା । ତ୍ରିରଙ୍ଗାର ରଙ୍ଗରେ ରଙ୍ଗେଇହୋଇଛନ୍ତି ସମଗ୍ର ଦେଶବାସୀ । ଏହି ଅବସରରେ ଭୁବନେଶ୍ବରର ଗାନ୍ଧି ମାର୍ଗରେ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ମହିଳାଙ୍କ ସୁରକ୍ଷା ନେଇ କହିଲେ ଏହି ବଡ କଥା…

ଭୁବନେଶ୍ବର: ଆଜି ସମଗ୍ର ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସବୁଠି ଦେଶପ୍ରେମର ଭାବନା । ତ୍ରିରଙ୍ଗାର ରଙ୍ଗରେ ରଙ୍ଗେଇହୋଇଛନ୍ତି ସମଗ୍ର ଦେଶବାସୀ । ଏହି ଅବସରରେ ଭୁବନେଶ୍ବରର ଗାନ୍ଧି ମାର୍ଗରେ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…