Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାରୁଅ ଜମି ଦୁର୍ନୀତି: ଓଆଇପିଏଲରୁ ଇସ୍ତଫା ଦେଲେ ନିହାର ଭୁୟାଁ

ଭୁବନେଶ୍ୱର: ଓଡିଶା ଇନଫ୍ରାଟେକ୍ ପ୍ରାଇଭେଟ ଲିମିଟେଡ୍ (ଓଆଇପିଏଲ୍)ର ଆଉ ଜଣେ ନିର୍ଦ୍ଦେଶକ ଇସ୍ତଫା ଦେଇଛନ୍ତି। ସାରୁଅ ଜମି ଦୁର୍ନୀତି ମାମଲାରେ ଗତ ନଭେମ୍ବର ୧୭ରେ କ୍ରାଇମ ବ୍ରାଞ୍ଚର ଇକୋନୋମିକ୍ ଅଫେନ୍ସ ୱିଙ୍ଗ ତାଙ୍କୁ ଜେରା କରିଥିଲା। ଯାହା ପରେ ଓଡିଶା ଇନଫ୍ରାଟେକ୍ ପ୍ରାଇଭେଟ…

ବସରୁ ଜବତ ହେଲା ଶହଶହ ପକ୍ଷୀ, ୨ ଅଟକ

କଟକ: ଘରୋଇ ବସରେ ଶତାଧିକ ପକ୍ଷୀ ଓ ଠେକୁଆ ଚୋରା ଚାଲାଣ ହେଉଥିବା ବେଳେ ଉଦ୍ଧାର କରିଛି ବାଦାମବାଡି ପୋଲିସ । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଛି । ପିପୁଲ ଫର ଆନିମଲ ସଂସ୍ଥା ପକ୍ଷରୁ ଏହି ପକ୍ଷୀ ଓ ଠେକୁଆଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ପଶୁ ଡାକ୍ତରଖାନା ନିଆଯାଇଛି। ଉଦ୍ଧାର…

ଗିରଫ ହେଲେ ଲାଞ୍ଚୁଆ ଡାକ୍ତର

ମାଲକାନଗିରି: ଦୁର୍ନୀତି ସହ ସମ୍ପୃକ୍ତ ଅଭିଯୋଗରେ ମାଲକାନଗିରି ଜିଲ୍ଲା ପଦିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଡ଼. ପାଣୁ ଚରଣ ମଣ୍ଡଳଙ୍କୁ ସୋମବାର ଭିଜିଲାନ୍ସ ଟିମ୍ ଗିରଫ କରିଛି। ସୂଚନାନୁସାରେ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ହେବାକୁ ଥିବା ଏକ ଗାଡିର ବିଲ…

ନନ୍ଦନକାନନରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଭୁବନେଶ୍ୱର: ଶୀତଦିନ ଆରମ୍ଭ ହେବା ସହିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଛି ପର୍ଯ୍ୟଟକଙ୍କ ସଂଖ୍ୟା। କରୋନା ପାଇଁ ହୋଇଥିବା ଲକଡାଉନ୍ ପରେ ଅକ୍ଟୋବର ୪ ରେ ଏହା ଖୋଲିବା ପର ଠାରୁ ପାଖାପାଖି ୩୦୦୦ ପର୍ଯ୍ୟଟକ ଏଠାକୁ ବୁଲିବାକୁ ଆସିଥିବା ରେକର୍ଡ କରାଯାଇଛି। ତେବେ ରବିବାର ଦିନ…

ଭୁବନେଶ୍ୱରରେ ୪୦ ତଳକୁ ଖସିଲା କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୨୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ସ୍କୁଲ ଫି ହ୍ରାସ ମାମଲାରେ ସରକାରଙ୍କୁ ଜବାବ ମାଗିଲେ କୋର୍ଟ

କଟକ: ସ୍କୁଲ ଫି ମାମଲାରେ ହାଇକୋର୍ଟଙ୍କ ଶୁଣାଣି କରିଛନ୍ତି । ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ଏଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି କମାଇ ହେବ, ତାହା ସତ୍ୟପାଠ ଜରିଆରେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ…

ପଞ୍ଚଭୂତରେ ଲୀନ ହେଲେ ସୁଶୀଳା ଦେବୀ

ପୁରୀ: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ଶେଷକୃତ୍ୟ ସ୍ୱର୍ଗଦ୍ୱାରଠାରେ ଶେଷ ହୋଇଛି । ସାନପୁଅ ତାଙ୍କୁ ମୁଖାଗ୍ନୀ ଦେଇଥିଲେ । ବହୁ ବିଶିଷ୍ଟ ବ୍ୟକ୍ତି ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ । ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସାଧୀନ…

ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି: ମାଲକାନଗିରି-ଛତିଶଗଡ଼ ସୀମାନ୍ତରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିୟ । ଯବାନଙ୍କ ଗୁଳିଲେ ଗଡ଼ିଲା ତିନି ଜଣ ନକ୍ସଲଙ୍କ ମୁଣ୍ଡ । ମାଲକାନଗିରି-ଛତିଶଗଡ଼ ସୀମାନ୍ତ କାଙ୍କେଇ ଜିଲ୍ଲାରେ ଏହି ଏନକାଉଣ୍ଟର ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ଜଣ ହାର୍ଡକୋର ପୁରୁଷ ମାଓବାଦୀ ଓ ଜଣେ…

ରାସ୍ତାକଡ଼ ଘର ଭିତରେ ପଶିଗଲା ପିକ୍‌ଅପ୍ ଭ୍ୟାନ୍‌, ଦୁଇ ଜଣଙ୍କର ମୃତ୍ୟୁ

ନବରଙ୍ଗପୁର: ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଘର ଭିତରେ ପଶିଗଲା ପିକଅପ୍ ଭ୍ୟାନ୍ । ନିଆଁ ପୁଇଁ ହେଉଥିବା ବେଳେ ଲୋକଙ୍କ ଉପରେ ମାଡ଼ିଗଲା । ଏଥିରେ ଦୁଇ ଜଣଙ୍କ ଶିଶୁଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଝରାବାହାଲ ଗାଁରେ ।…

ଓଡ଼ିଶାରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ପଶ୍ଚିମ ଓଡ଼ିଶାରୁ କେବଳ ୧୨ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । କିନ୍ତୁ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୭ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୭ଟି ଜିଲ୍ଲାର କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ୧୭ ମୃତକଙ୍କ ଭିତରେ…