Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୀତିକାର ସୁବ୍ରତ ସ୍ୱାଇଁଙ୍କ ପୁସ୍ତକ ‘କେବେ ଶହେ କେବେ ଶୂନ’ ଉନ୍ମୋଚିତ

ଭୁବନେଶ୍ୱର: ଭଲ ଗୀତ ଖରାପ ଗୀତ ବୋଲି କିଛି ନ ଥାଏ। ମଣିଷ ମନକୁ ଛୁଇଁଥିବା ପ୍ରତ୍ୟେକ ଗୀତ ଗ୍ରହଣୀୟ। ମଣିଷ ଯେତେ ଦୁଃଖ ବା ଖୁସିରେ ଥାଉ, ଏମିତି ଜଣେ ନ ଥିବ ଯେ ଗୀତ ଶୁଣିବାକୁ ବା ଏକାନ୍ତରେ ଗୁଣୁଗୁଣେଇବାକୁ ଭଲ ପାଉ ନ ଥିବ। ଗୀତିକାର ସୁବ୍ରକ ସ୍ୱାଇଇଁ ଶ୍ରୋତା ମହଲରେ ଯେମିତି ପ୍ରସିଦ୍ଧି…

କମୁଛି କରୋନା ଟ୍ରେଣ୍ଡ: ରାଜ୍ୟରୁ ଦିନକରେ ୬୬୮ ନୂଆ ଆକ୍ରାନ୍ତ, ନୂଆପଡ଼ାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା କେସ୍ । ସୁସ୍ଥ ହାର ବଢି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନେତି ୬୬୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୮୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୨୮୩ଟି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ…

୧୭ ଦିନ ପରେ ଠାବ ହେଲା ନିଖୋଜ ସୁନା ଦୋକାନୀଙ୍କ ମୃତଦେହ

ଦେଓଗାଁ: ପାଖାପାଖି ୧୭ ଦିନ ପରେ ଠାବ ହୋଇଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ହାତୀସରା ଗାଁର ନିଖୋଜ ଥିବା ସୁନା ବ୍ୟବସାୟୀଙ୍କ ମୃତ ଦେହ। ମୃତ ସୁନା ଦୋକାନୀଙ୍କ ନାମ ହେଉଛି ଗଜାନନ ମେହେର। ଗଜାନନଙ୍କ ମୃତ ଦେହ ଦେଓଗାଁ ଓ ପାଟଣାଗଡ଼ ଥାନା ସୀମାରେ ଥିବା ମୁଦଘାଟ- ଚିପାକାନୀ…

ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ, ୩ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ସେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତାଙ୍କ ସମେତ ଅନ୍ୟ…

ଭିଜିଲାନ୍ସ ଜାଲରେ ଯୋଗାଣ ବିଭାଗ ଜୁନିୟର ଆକାଉଣ୍ଟାଣ୍ଟ

ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଯୋଗାଣ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ କମ୍ବୁପାଣି ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପକ୍ଷରୁ ତାଙ୍କ ବରଗଡ ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ। କୁମ୍ଭପାଣିଙ୍କ ସୋନପୁର ଜିଲ୍ଲା…

ଶୀତ ଲହରି: ୧୫ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ତାପମାତ୍ରା

ଭୁବନେଶ୍ୱର: ଖସୁଛି ପାରଦ । ବଢୁଛି ଥଣ୍ଡା । ଜାଡ଼ରେ ଥରିଲାଣି ଓଡ଼ିଶା । ଦକ୍ଷିଣରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଲାଣି । ୮ଟି ସହରରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ୧୧.୨° ସେଲସିୟସ ତାପମାତ୍ରା ସହ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେହିପରି କନ୍ଧମାଳ…

ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗ ଓ୍ଵାର୍ଡରେ ଭୟାବହ ଅଗ୍ନିକାଣ୍ଡ

ବରଗଡ଼: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ଓ୍ୱାର୍ଡରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଛାରଖାର ହୋଇଯାଇଛି । ଜଳିଯାଇଛି ବହୁ ଔଷଧପତ୍ର ଓ ଅନ୍ୟାନ୍ୟ ଜିନିଷ । ଗତକାଲି ବିଳମ୍ବିତ ରାତିରେ ଉପର ମହଲାରେ ଥିବା ଶିଶୁ ବିଭାଗ ଓ୍ଵାର୍ଡରେ ନିଆଁ ଲାଗିଥିଲା । ଖବର ପାଇ…

କାଳ ହେଲା ପ୍ରେମ; ଝିଅକୁ ହାଣି ଖଣ୍ଡ ଖଣ୍ଡ କରିଦେଲେ ପରିବାର ଲୋକ !

ନୟାଗଡ଼: ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ସ୍ଥାନୀୟ ବିଜୟନଗର ଗ୍ରାମର ମମତା ରାଉତ ଗତକାଲି ରାତିରେ ଖାଇପିଇ ପରିବାର ଲୋକଙ୍କ ସହ ଶୋଇଥିଲେ। ମାତ୍ର ଆଜି ସକାଳୁ ତାଙ୍କୁ…

ଏଥରର ହସ୍ତକଳାରେ ଗୋପାଳପୁରର ଟସର ବସ୍ତ୍ର 

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ହାତତିଆରି କଳାକୃତି ଦେଖିବାକୁ ମିଳିଥାଏ । ବାନ୍ଧ ତଥା ଅନ୍ୟାନ୍ୟ ହାତବୁଣା ଲୁଗା, କାଠ, ପଥର ଖୋଦେଇ, କଂସା-ପିତ୍ତଳ ଓ ସୁନା-ରୂପା କାମ, ଝୋଟି ଚିତା, ପଟ୍ଟଚିତ୍ର, ଚାନ୍ଦୁଆ କାମ ତଥା ଆହୁରି ଅନେକ ପ୍ରକାରର ହାତକାମ ପାଇଁ…

ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ଲାଗିଲା ୧୪୪ ଧାରା

ଆଠଗଡ଼: ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ୧୪୪ ଧାରା ଜାରି । କାର୍ତ୍ତିକ ପୂର୍ଣ୍ଣିମା ଯାଏ କଟକଣା ଜାରି କଲା ପ୍ରଶାସନ । ପାଇକରାପୁର ଛକରୁ ମଞ୍ଚେଶ୍ୱର ଛକ ଯାଏ ୧୪୪ ଧାରା ଜାରି କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପାଇଁ ଧବଳେଶ୍ୱର ପୀଠରେ ଭକ୍ତଙ୍କ ସମାଗମ ହୋଇଥାଏ । ଏବର୍ଷ…