Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ଜାନୁଆରି ୮ ପର୍ଯ୍ୟନ୍ତ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ମାମଲା ଶୁଣାଣି ଜାରି ରହିବ: ହାଇକୋର୍ଟ

କଟକ: ଆସନ୍ତା ୨୦୨୧ ଜାନୁଆରି ୮ ତାରିଖ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ପୂର୍ବଭଳି କଟକଣା ଭିତରେ ଚାଲିବ। କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଫୁଲ କୋର୍ଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଏପରି…

ସରିଛି ୧୪ଟି ସାଗରମାଳା ପ୍ରକଳ୍ପ କାର୍ଯ୍ୟ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ୫୭ ହଜାର ୩୭୯ କୋଟି ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ୪୬ଟି ସାଗରମାଳା ପ୍ରକଳ୍ପର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ଦିନ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ…

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ସୁବିଧା ଲାଗି ଅନଲାଇନରେ ମିଳିବ ୧୧ ପ୍ରକାର ସେବା

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ମିଳିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପ ହେଉଛି ଆମ ଅର୍ଥନୀତିର ବିକାଶର ଆଧାର । ଏହି କ୍ଷେତ୍ରରେ ହିଁ ଅଧିକ ଲୋକ…

ନସିରୁଦ୍ଦିନ ଶାହଙ୍କୁ ଆଦିତ୍ୟ ବିକ୍ରମ ବିର୍ଲା କଳାଶିଖର ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ନସିରୁଦ୍ଦିନ ଶାହଙ୍କୁ ସମ୍ମାନଜନକ ଆଦିତ୍ୟ ବିକ୍ରମ ବିର୍ଲା କଳାଶିଖର ପୁରସ୍କାର ପ୍ରଦାନ କରାଯାଇଛି । ସଂଗୀତ କଳାକେନ୍ଦ୍ର ପୁରସ୍କାର ଭର୍ଚୁଆଲ ଉତ୍ସବରେ ସଂଗୀତ କଳାକେନ୍ଦ୍ରର ସଭାପତି ଶ୍ରୀମତୀ ରାଜଶ୍ରୀ ବିର୍ଲା ଏହି ପୁରସ୍କାର ପାଇଁ ନସିରୁଦ୍ଦିନଙ୍କ ନାମ…

ଓଡିଶାରୁ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1330144585817976838?s=19 ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଶ୍ବେତଗଙ୍ଗା ପୁଷ୍କରିଣୀରେ ଉନ୍ନୟନ କାର୍ଯ୍ୟର ମୋ ଧାମ ମୋ ଗର୍ବ ଟିମର ସମୀକ୍ଷା

ପୁ୍ରୀ: ଶ୍ବେତଗଙ୍ଗା ପୁଷ୍କରିଣୀରେ ପର୍ଯ୍ୟଟକ ମାନଙ୍କ ପାଇଁ ଖୁବଶୀଘ୍ର ଉପଲବ୍ଧ ହେବ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ପାନୀୟ ଜଳ, ସ୍ନାନ ବେଳେ ସୁରକ୍ଷା ପାଇଁ ତାରଜାଲି ବାଡ, ଶୌଚାଳୟ ନିର୍ମାଣ, ଉଭୟ ପାର୍ଶ୍ବରେ…

ହଜାତ ମୃତ୍ୟୁ ଘଟଣା; ପରିବାର ଉପସ୍ଥିତିରେ ସ୍ୱର୍ଗଦ୍ୱାରରେ ମୃତ ଯୁବକର ହେଲା ଶବଦାହ; ଭିଡ଼ିଓ ସେୟାର କଲା ପୋଲିସ

ପୁରୀ: ପୁରୀ ହଜାତ ମୃତ୍ୟୁ ଘଟଣାରେ ପ୍ରାଣ ହରାଇଥିବା ଯୁବକର ଶେଷକୃତ୍ୟ ତାର ପରିବାର ଲୋକଙ୍କ ଉପସ୍ଥିତିରେ ସ୍ୱର୍ଗଦ୍ୱାରଠାରେ ସମ୍ପନ୍ନ କରାଯାଇଛି। ଏନେଇ ପୁରୀ ଏସପି ଶନିବାର ଦିନ ଟ୍ୱିଟରରେ ଏକ ଭିଡିଓ ସେୟାର କରିଛନ୍ତି। Body of the deceased K. Ramesh cremated at #Puri…

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ, ସର୍ବଦଳୀୟ ବୈଠକରେ ନିଷ୍ପତ୍ତି

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିବେ । ଗୃହରେ ଏହି ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବ । ସର୍ବଦଳୀୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ବାଚସ୍ପତି ସୂଚନା ଦେଇଛନ୍ତି । ସର୍ବଦଳୀୟ ବୈଠକ ନିଷ୍ପତ୍ତି…

ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ନ ହେଲେ ଆତ୍ମହତ୍ୟା କରିବାକୁ ଧମକ ଦେଲେ ତାରା ବାହିନୀପତି

ଭୁବନେଶ୍ୱର: ରାଜ୍ୟରେ ୧୪ ହଜାର ସ୍କୁଲ ବନ୍ଦ ହେବା ପ୍ରସଙ୍ଗରେ ଆଜି ଗୃହରେ ହୋହାଲ୍ଲା ଲାଗି ରହିଥିବା ବେଳେ ସରକାର ଏହି ନିଷ୍ପତ୍ତି ପ୍ରତ୍ୟାହାର ନ କଲେ ଆତ୍ମହୂତି ଦେବେ ବୋଲି ଧମକ ଦେଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସେ ବେକକାଟି ମରିବେ ବୋଲି କହିଛନ୍ତି । ଏ ନେଇ…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୋଆରେ ଆୟୋଜିତ ହେବ ପ୍ୟାରେଡ କ୍ୟାମ୍ପ: ଯୋଗ ଦେବେ ୧୦ ରାଜ୍ୟର ଏନ୍‌ଏସ୍‌ଏସ୍…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ । କେନ୍ଦ୍ର…