Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଦଳିଲେ ପୁରୀ ଏସପି ଅଖିଳେଶ୍ୱର ସିଂ, ସମ୍ୱଲପୁର ଏସପିଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ବଦଳିଲେ ପୁରୀ ଏସପି ଅଖିଳେଶ୍ୱର ସିଂ । ତାଙ୍କ ସ୍ଥାନରେ ସମ୍ବଲପୁର ଏସପି ଥିବା କେ. ବିଶାଳ ସିଂଙ୍କୁ ପୁରୀ ଏସ୍‌ପି ଭାବେ ମିଳିଛି ନୂଆ ଦାୟିତ୍ୱ । ଅଖିଳେଶ୍ୱରଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ପୋଲିସ ଭୂମିକାକୁ ପ୍ରଶ୍ନବାଚୀ ଉଠିବା…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୮୯୭ରେ ପହଞ୍ଚିଛି। https://twitter.com/HFWOdisha/status/1329798203009495043?s=19 ଏନେଇ ରାଜ୍ୟ…

ପୁରୀରେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ

ପୁରୀ: କରୋନା ସଂପର୍କିତ ସଚେତନତା ସୃଷ୍ଟି ଓ କରୋନା ପ୍ରତିରୋଧକ ସାମଗ୍ରୀ ବିକ୍ରୟ ନିମନ୍ତେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ ହୋଇଛି। ଆଚାର୍ଯ୍ୟ ହରିହର ଛକ ନିକଟରେ ଏହାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ ଉଦଘାଟିତ କରିଛନ୍ତି । ଜିଲ୍ଲାପ୍ରଶାସନ ସହାୟତାରେ ଓରମାସ…

ଚଳିତ ବର୍ଷ ଅଁଳା ନବମୀରେ ରାଧା ପାଦ ଦର୍ଶନ କରିପାରିବେନି ଭକ୍ତ

ପୁରୀ: ଚଳିତ ବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ରାଧାପାଦ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ । ଆଜି ବସିଥିବା ପ୍ରଥମ ସମନ୍ୱୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ସେବାୟତ, ପୁରୀ ଏସପି ଓ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଖିଲେ । ଏଥି ସହ କୋଭିଡ୍ କଟକଣା ମଧ୍ୟରେ…

ପୁରୀ ହାଜତ ମୃତ୍ୟୁ ଅଭିଯୋଗ: ରାଜ୍ୟ ସରକାରଙ୍କୁ NHRCଙ୍କ ନୋଟିସ୍

ପୁରୀ: ପୁରୀ ବାସେଳିସାହି ଥାନାରେ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ ତଲବ କଲେ ଜାତୀୟ ମାନବାଧିକାର କମିଶନ। ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜିଙ୍କୁ ନୋଟିସ କରିଛନ୍ତି ଏନଏଚଆରସି । ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ରହିଛି । କେଉଁ କାରଣରୁ କେ.…

OIPL ଜମି ଜାଲିଆତି ମାମଲା: ବଢ଼ିଲା ପଣ୍ଡା ଦମ୍ପତିଙ୍କ ଅଡୁଆ

କଟକ: ଖୋର୍ଦ୍ଧା ଜିଲ୍ଲା ସାରୁଅର ଜମି ଜାଲିଆତି ମାମଲାରେ ଓଡ଼ିଶା ଇନଫ୍ରାଟେକ କରିଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ । କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା ପକ୍ଷରୁ ହୋଇଥିବା ମାମଲାକୁ ଚାଲେଞ୍ଜ କରି ଓଡ଼ିଶା ଇନଫ୍ରାଟେକ୍ ଓ ଅନ୍ୟମାନେ ମାମଲା ଦାୟର କରିଥିଲେ । ଘଟଣାର ତଦନ୍ତ ଚାଲିଥିବାରୁ…

ବିଧାନସଭାରେ ୧୧, ୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଆଜି ଆଗତ ହୋଇଛି ଚଳିତ ଅର୍ଥିକ ବର୍ଷର ଅତିରିକ୍ତ ବଜେଟ । ବିରୋଧୀଙ୍କ ହୋହଲ୍ଲା ଭିତରେ ମୋଟ୍ ୧୧ ହଜାର ୨୦୦ କୋଟିର ଅତିରିକ୍ତ ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉପସ୍ଥାପନ କରିଛନ୍ତି । ଫଳେ ଆଗାମୀ ଅତିରିକ୍ତ ବଜେଟ ପରେ ବଜେଟର ଆକାର ଆହୁରି ବୃଦ୍ଧି…

ରାଉରକେଲା ବିମାନବନ୍ଦରରୁ ଖୁବଶୀଘ୍ର ଉଡ଼ାଣ, ସ୍ଥିତି ଅନୁଧ୍ୟାନ କଲା ଏଏଆଇ ଟିମ୍

ରାଉରକେଲା: ଭୁବନେଶ୍ୱର ଓ ଝାରସୁଗୁଡ଼ା ପରେ ଖୁବଶୀଘ୍ର ରାଉରକେଲାରୁ ଦେଶର ବିଭିନ୍ନ ସହରକୁ ଆରମ୍ଭ ହୋଇପାରେ ଦୈନିକ ବିମାନ ସେବା । ୭୦ ଆସନ ବିଶିଷ୍ଟ ଘରୋଇ ବିମାନ ଉଡ଼ିପାରେ କ୍ଷ ଆଜି ଏୟାର ଅଥରିଟି ଅଫ ଇଣ୍ଡିଆ ବା ଏଏଆଇର ଦୁଇ ଜଣିଆ ଟିମ୍ ରାଉରକେଲାରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ତାଙ୍କ…

ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ହାଇକୋର୍ଟ

ପୁରୀ: ହାଇକୋର୍ଟରେ ପହଞ୍ଚିଛି ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା । ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଆଇନଜୀବୀ ଶରତ ରାୟଗୁରୁ ହାଜତ ମୃତ୍ୟୁ ଅଭିଯୋଗ ମାମଲା ନେଇ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି । କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରାଇବାକୁ ଅପିଲ କରିଛନ୍ତି ଆବେଦନକାରୀ । ଏହାସହ…

ଓଲଟିଲା କୁକୁଡ଼ା ବୋଝେଇ ଗାଡ଼ି, ବସ୍ତା ଓ ବ୍ୟାଗରେ ବୋହିନେଲେ ଲୋକ

ସୁନ୍ଦରଗଡ଼: ରାସ୍ତାକଡ଼ରେ ଓଲଟି ପଡିଲା କୁକଡ଼ା ବୋଝେଇ ଗାଡ଼ି । ଡ୍ରାଇଭର ଓ ଅନ୍ୟମାନଙ୍କୁ ଲୋକ ଉଦ୍ଧାର କରିବେ କଣ କୁକୁଡ଼ା ବୋହିବାରେ ବ୍ୟସ୍ତ ସମସ୍ତେ । ଏମିତି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲାରେ । ଦୁର୍ଘଟଣାର ଫାଇଦା ନେଇ ଲୋକ ଘରକୁ ବୋହି ନେଲେ କୁକୁଡ଼ା । ବ୍ୟାଗ, ବସ୍ତା…