Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ମାନସିକ ସ୍ୱାସ୍ଥ୍ୟ ଉପରେ ଅନଲାଇନ ସେମିନାର

ଭୁବନେଶ୍ୱର: ଆନ୍ତର୍ଜାତୀୟ ଯୁବ ଦିବସ ଅବସରରେ ମାନସିକ ସ୍ୱାସ୍ଥ୍ୟ ଉପରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ରବିବାର ଦିନ ଏକ ସେମିନାର ଆୟୋଜନ ହୋଇଛି। ଏଥିରେ ୧୧ ଟି ଦେଶର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଦକ୍ଷିଣ ଏସିଆ ଏବଂ ଗଲ୍ଫ, ୟୁରୋପ ଏବଂ ଭୂମଧ୍ୟସାଗର, ମଧ୍ୟ ପୂର୍ବ, ଆଫ୍ରିକା…

ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୦ ହଜାର ୪୭୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ରାଜ୍ୟରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ; ୮୭୩ ବ୍ୟକ୍ତିଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଓଡିଶା ସରକାର ମଙ୍ଗଳବାର ଦିନ ୪୬୪.୭୨ କୋଟି ଟଙ୍କା ମୂଲ୍ୟର ୪ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଏକକ ୱିଣ୍ଡୋ ଅଥୋରିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସ୍ତାବରେ ୮୭୩ ଜଣଙ୍କୁ…

ପଡିଆରୁ ଉଦ୍ଧାର ହେଲା ମହିଳାଙ୍କ ରକ୍ତାକ୍ତ ମୃତଦେହ; ହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଥାନା ନାତୁରୁ ଗାଁ ନିକଟରେ ଥିବା ପଡିଆରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତା ମହିଳା ଜଣଙ୍କ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖରଖରୀ ହାତସିଂଗା ଗାଁର ପାଲ ତିହୁ(୫୦) ବୋଲି ଜଣାପଡିଛି। ତେବେ ମହିଳାଙ୍କ ନାକରୁ…

କିଟ୍ କୁ ଟାଇମସ ‘ଆୱାର୍ଡସ ଏସିଆ’ ୨୦୨୦ ପୁରସ୍କାର

ଭୁବନେଶ୍ୱର: ବିଶ୍ୱସ୍ତରରେ କିଟ୍ ବିଶ୍ଵବିଦ୍ୟାଳୟକୁ ମିଳିଛି ଆଉ ଏକ ସମ୍ମାନଜନକ ପୁରସ୍କାର। ମଙ୍ଗଳବାର ଟାଇମସ ହାଇଅର ଏଜୁକେସନ ପକ୍ଷରୁ ‘ଆୱାର୍ଡସ ଏସିଆ ୨୦୨୦ ପୁରସ୍କାର ଘୋଷଣା କରାଯାଇଥିବା ବେଳେ ସମଗ୍ର ଏସିଆରେ ଏକମାତ୍ର ଅନୁଷ୍ଠାନ ଭାବେ କିଟ୍ ବିଶ୍ୱବିଦ୍ୟାଳୟ ଏହି ଗୌରବର ଅଧିକାରୀ…

କେବିସିର ହଟ୍ ସିଟରେ ବସିବେ ଓଡ଼ିଶା ଅଧ୍ୟାପିକା

ସମ୍ବଲପୁର: ବଲିଉଡ ତାରକା ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ ରିୟାଲିଟି ସୋ କୌନ ବାନେଗା କରୋଡ଼ପତି (କେବିସି) ର ହଟ୍ ସିଟ୍ ରେ ବସିବେ ରମାଦେବୀ ମହିଳା ମହାବିଦ୍ୟାଳୟର ଜଣେ ମହିଳା ପ୍ରଫେସର। ଭୁବନେଶ୍ୱରର ରମାଦେବୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଭାବରେ କାର୍ଯ୍ୟରତ ସସ୍ମିତା କରଙ୍କୁ କେବିସିର…

ଚଳିତ ମାସରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ

ଭୁବନେଶ୍ୱର: ଚଳିତ ମାସ ଶେଷ ସୁଦ୍ଧା ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରାଯାଇଛି । ପୂର୍ବରୁ ଗତ ମାର୍ଚ୍ଚ ମାସରେ ଲିଭିଙ୍ଗ ଡୋନର୍ ଯକୃତ ପ୍ରତ୍ୟାରୋପଣ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍…

ଭୁବନେଶ୍ୱରରୁ ୫୩ଟି ଚୋରା ସ୍ମାର୍ଟଫୋନ୍ ଜବତ

ଭୁବନେଶ୍ୱର: ୫୩ଟି ସ୍ମାର୍ଟଫୋନକୁ ନେଇ ମଙ୍ଗଳବାର ଦିନ ଜଣେ ବ୍ୟକ୍ତି କୋଲକାତା ଯାଉଥିବା ବେ‌ଳେ କମିଶନରେଟ୍ ପୋଲିସର କ୍ବିକ୍ ଆକ୍ସନ୍ ଟିମ୍ ଏହାକୁ ଜବତ କରିଥିବା ଜଣାପଡିଛି। ଏନେଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଟୁଇଟ୍ କରି ସୂଚନା ଦେଇଛନ୍ତି। ଉକ୍ତ ସ୍ମାର୍ଟଫୋନ୍ ଗୁଡିକ ଭୁବନେଶ୍ୱରରୁ…

୧୧ ବ୍ଲକ ପାଇଁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଚୁକ୍ତି ସ୍ୱାକ୍ଷର

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ଠାରେ ମଙ୍ଗଳବାର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓପନ୍ ଏକରେଜ୍ ଲାଇସେନ୍ସି ପଲିସି (ଓଏଏଲପି)ର ପଞ୍ଚମ ବିଡ଼୍ ରାଉଣ୍ଡ ଅଧୀନରେ ପୁରସ୍କାର ପ୍ରାପ୍ତ ୧୧ଟି ତୈଳ ଏବଂ ଗ୍ୟାସ ବ୍ଲକ ପାଇଁ ଚୁକ୍ତିସ୍ୱାକ୍ଷର କରିଛି। ଏହି ଅବସରରେ…

ଗଞ୍ଜାମରୁ ଜବତ ହେଲା ଆନ୍ଧ୍ର ଟ୍ରଲର; ୮ ମତ୍ସ୍ୟଜୀବୀ ଅଟକ

ବ୍ରହ୍ମପୁର: ଆନ୍ଧ୍ରପ୍ରଦେଶର ଏକ ମାଛଧରା ଟ୍ରଲରକୁ ସୋମବାର ଦିନ ଋଷିକୂଲ୍ୟା କୂଳ ନିକଟରୁ ଜବତ କରାଯାଇଛି । ଏହାସହ ମାଛ ଧରିବା ଉପରେ ଲାଗିଥିବା ନିସିଦ୍ଧାଦେଶକୁ ଉଲଂଘନ କରିଥିବା ଅଭିଯୋଗରେ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ୮ ଜଣ ମତ୍ସ୍ୟଜୀବୀଙ୍କୁ ଅଟକ ମଧ୍ୟ ରଖାଯାଇଛି। ବ୍ରହ୍ମପୁର ବନଖଣ୍ଡ…