Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜାମରୁ ଜବତ ହେଲା ଆନ୍ଧ୍ର ଟ୍ରଲର; ୮ ମତ୍ସ୍ୟଜୀବୀ ଅଟକ

ବ୍ରହ୍ମପୁର: ଆନ୍ଧ୍ରପ୍ରଦେଶର ଏକ ମାଛଧରା ଟ୍ରଲରକୁ ସୋମବାର ଦିନ ଋଷିକୂଲ୍ୟା କୂଳ ନିକଟରୁ ଜବତ କରାଯାଇଛି । ଏହାସହ ମାଛ ଧରିବା ଉପରେ ଲାଗିଥିବା ନିସିଦ୍ଧାଦେଶକୁ ଉଲଂଘନ କରିଥିବା ଅଭିଯୋଗରେ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ୮ ଜଣ ମତ୍ସ୍ୟଜୀବୀଙ୍କୁ ଅଟକ ମଧ୍ୟ ରଖାଯାଇଛି। ବ୍ରହ୍ମପୁର ବନଖଣ୍ଡ…

ଜଗନ୍ନାଥ ମନ୍ଦିର ଖୋଲିବା ନେଇ କ’ଣ କହିଲେ ମୁଖ୍ୟ ପ୍ରଶାସକ; ଜାଣନ୍ତୁ

ପୁରୀ: ପୁରୀ ଜଗନ୍ନାଥ ମନ୍ଦିରର ବାର୍ଷିକ ରାଜସ୍ୱ ହ୍ରାସ ପାଇଥିବା ନେଇ ମଙ୍ଗଳବାର ଦିନ ପ୍ରକାଶ କରିଛନ୍ତି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜିଟିଏ) । ମନ୍ଦିର ପରିଚାଳନା କମିଟିର ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ଏସଜିଟିଏ ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର କହିଛନ୍ତି, ୨୦୨୦-୨୧…

ଭୁବନେଶ୍ୱରରୁ ୫୦ରୁ କମ୍ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ସବୁଠୁ କମ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ୪୮ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂକ୍ରମଣ ସଂଖ୍ୟା ୩୦ ହଜାର ୨୨୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)…

[ଭିଡିଓ] ଘର ପୋଡିଲେ, ମହିଳାଙ୍କୁ ଘୋଷାଡି ମାରିଲେ !

ଖୋର୍ଦ୍ଧା: ଜମି ବିବାଦକୁ ନେଇ ତୁମୁଳକାଣ୍ଡ । ଖୋର୍ଦ୍ଧା ବୋଲଗଡ ବ୍ଲକ କଡବା ଗାଁରେ ଅମାନବୀୟ ଘଟଣା । ଜଣେ ମହିଳାଙ୍କୁ ନିର୍ଘାତ ମାଡ ମାରିବା ସହ ତାଙ୍କ ଘର ପୋଡିବା ଭଳି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଅନ୍ୟପଟେ ସୋସିଆଲ୍ ମିଡିଆରେ ଏହି ଘଟଣାର ଭିଡିଓ ବି ଭାଇରାଲ୍ ହୋଇଛି ।…

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ମାଆ ଦୁର୍ଗାଙ୍କ ମୂର୍ତ୍ତି

ବ୍ରହ୍ମପୁର: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛି ମାଆ ଦୁର୍ଗାଙ୍କ କ୍ଷୁଦ୍ର ମୂର୍ତ୍ତି। ଏଭଳି ମୂର୍ତ୍ତି ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ନାରାୟଣ ମହାରଣା। ଯିଏକି ଦଶହରା ସମୟରେ ସବୁଠୁ ଛୋଟ ମୂର୍ତ୍ତି ନିର୍ମାଣ କରି ଏଥିରେ ରଙ୍ଗ ଦେଇଥିଲେ।…

ଗୁଣିଆ ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

କେନ୍ଦୁଝର: ଅନ୍ଧବିଶ୍ୱାସ ନେଲା ଜୀବନ । ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ନିର୍ମମ ଭାବରେ ହତ୍ୟା କରାଯାଇଥିବା ଅଭିଯୋଗ । ପିଟି ପିଟି ମାରିଦେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ସାମନାକୁ ଆସିଛି କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା କଙ୍କଡାଯୋଡି ଗାଁରୁ । ମୃତକଙ୍କ  ନାଁ…

ସ୍ବାଭିମାନ ଅଞ୍ଚଳରେ ଆଉ ୩ଟି ମୋବାଇଲ ଟାୱାର ଲାଗି ଯୋଜନା: ମୁଖ୍ୟମନ୍ତ୍ରୀ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏପରିକି ଫୋନ୍ ଯୋଗେ ଅଞ୍ଚଳର ବିକାଶ ନେଇ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ ୨୦୧୮ ଜୁଲାଇ ମାସରେ ସେ ସ୍ବାଭିମାନ ଅଞ୍ଚଳକୁ ଯିବା ସହ…

ସାରୁଅ ଜମି ଜାଲିଆତି ମାମଲା: କ୍ରାଇମବ୍ରାଞ୍ଚରେ ହାଜର ହେଲେ ଓଡ଼ିଶା ଇନଫ୍ରାଟେକ୍ ନିର୍ଦ୍ଦେଶକ ନିହାର ଭୂୟାଁ

ଭୁବନେଶ୍ୱର: ସାରୁଅ ଜମି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖାରେ ହାଜର ହେଲେ ଓଡ଼ିଶା ଇନଫ୍ରାଟେକ୍ ପ୍ରାଇଭେଟ୍ ଲିଃ ନିର୍ଦ୍ଦେଶକ ନିହାର ଭୂୟାଁ । ଆଜି ସକାଳେ ସେ ହାଜର ହୋଇଥିଲେ । ସାରୁଅ ଜମି ଜାଲିଆତି ମାମଲାରେ ତାଙ୍କ ସଂପୃକ୍ତି ନେଇ କ୍ରାଇମବ୍ରାଞ୍ଚ ତାଙ୍କୁ…

ଧର୍ମଛଡ଼ା ଧରମ ମାମୁଁ: ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷ ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ତା ନାଁ ଶଙ୍କର୍ଷଣ ଦେହୁରୀ । ଘର ଯାଜପୁର ଜିଲ୍ଲା କାଳିଆପଣିରେ । ସେ ପୀଡ଼ିତାଙ୍କ ଧରମ ମାମୁଁ ବୋଲି ଜଣା ପଡ଼ିଛି । ଗିରଫ ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ…

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ପୁରୀ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମନ୍ଦିର ବଜେଟ, ନାଗାର୍ଜୁନ ବେଶ ଓ ଶ୍ରୀମନ୍ଦିର ଖୋଲିବା ସମ୍ପର୍କରେ ଆଲୋଚନା ହେବା ନେଇ ଜଣାପଡିଛି। ସୂଚନାନୁସାରେ, ନୀଳାଦ୍ରି ଭକ୍ତ ନିବାସରେ ଗଜପତି…