Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓବିସି ତାଲିକା ପାଇଁ ଏନସିବିସି ପକ୍ଷରୁ ହେବ ସାର୍ବଜନିକ ଶୁଣାଣି

ଭୁବନେଶ୍ୱର: ଓଡ଼ିଶାର କେନ୍ଦ୍ରୀୟ ଓବିସି ତାଲିକା ପାଇଁ ଏନସିବିସି (NCBC) ପକ୍ଷରୁ ହେବ ସାର୍ବଜନିକ ଶୁଣାଣି। ରାଷ୍ଟ୍ରୀୟ ପଛୁଆ ବର୍ଗ ଆୟୋଗ (NCBC) ଅଧ୍ୟକ୍ଷ ହଂସରାଜ ଗଙ୍ଗାରାମ ଆହିରଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ଭୁବନେଶ୍ୱରରେ ସାର୍ବଜନିକ ଶୁଣାଣି ହେବ। ଯେଉଁଥିରେ ଓଡ଼ିଶା…

ବ୍ଲକ ଅଧ୍ୟକ୍ଷ, ସରପଞ୍ଚ ଓ ସମିତି ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ…

ସୋନପୁର: ତରଭା ବ୍ଲକର ଅଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ ଏବଂ ଜଣେ ସମିତି ସଦସ୍ୟ ସୋନପୁର ଜିଲ୍ଲାରେ ବ୍ଲକସ୍ତରୀୟ ଅନିୟମିତତା ବିଷୟରେ ଅଭିଯୋଗ ଦାଖଲ କରିବାକୁ ଯାଉଥିବା ବେଳେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ସୂଚନା ଅନୁଯାୟୀ, ଅଗଷ୍ଟ ୧୨ ତାରିଖରେ ଏହି ଘଟଣା ଘଟିଥିଲା। ଆକ୍ରମଣର ଭିଡିଓ…

ଲାଞ୍ଚ ଅଭିଯୋଗରେ ୪ ସରକାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ଅଭିଯୋଗରେ ଗୁରୁବାର ଦିନ ଚାରି ଜଣ ସରକାରୀ କର୍ମଚାରୀଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତିର ପାରଳାଖେମୁଣ୍ଡି ସିଡିଏମଓ କାର୍ଯ୍ୟାଳୟର ଦୁଇଜଣ ସ୍ୱାସ୍ଥ୍ୟ କର୍ମଚାରୀ - ଜଗଦୀଶ ପଟ୍ଟନାୟକ (କ୍ଲର୍କ) ଏବଂ ନିରଞ୍ଜନ ନାୟକ…

ଜାପାନ ଯିବେ ଓଡ଼ିଆ ଛାତ୍ରଛାତ୍ରୀ, ‘ସାକୁରା’ କାର୍ଯ୍ୟକ୍ରମରେ ହେବେ ସାମିଲ୍

ଭୁବନେଶ୍ୱର: ଓଡିଶାର ବିଭିନ୍ନ ଜିଲ୍ଲାରୁ ଛଅ ଜଣ ମେଧାବୀ ଛାତ୍ରଛାତ୍ରୀ ଜାପାନରେ ଅନୁଷ୍ଠିତ ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମ “ସାକୁରା” ରେ ରାଜ୍ୟକୁ ପ୍ରତିନିଧିତ୍ବ କରିବେ। ଅଗଷ୍ଟ ୧୬ରୁ ୨୩ ପର୍ଯ୍ୟନ୍ତ ଜାପାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଇକନିକ୍ ଓଏଭି, ଅନ୍ଧାରୁଆ,…

ଭୁବନେଶ୍ୱରରେ ହେବ ଭାରତର ସବୁଠୁ ବଡ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର । ବିମାନ ସେବା ପାଇଁ ଓଡ଼ିଶାକୁ ଏକ ଆଞ୍ଚଳିକ କେନ୍ଦ୍ରରେ ପରିଣତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ରାଜ୍ୟ କ୍ୟାବିନେଟ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ…

ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି। ଏପରି ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ। ନୂଆ ଟ୍ରାକ୍ ନେଇ କମିଟି ରିପୋର୍ଟ…

ସ୍ଵାଧୀନତା ଦିବସରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର, ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ବର: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କର୍ମଚାରୀମାନଙ୍କୁ ସମ୍ମାନିତ କରାଯିବ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ୧୦୯୦ ଜଣ ପୋଲିସ, ଅଗ୍ନିଶମ, ହୋମଗାର୍ଡ, ନାଗରିକ ପ୍ରତିରକ୍ଷା ଏବଂ ସୁଧାର ସେବା କର୍ମଚାରୀଙ୍କୁ ସାହସିକତା ତଥା ସେବା ପଦକ ପ୍ରଦାନ ପାଇଁ…

ଭିସୁଟ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋର୍ଡ, ଛାତ୍ରୀଙ୍କୁ ଓଢଣୀ ମନା, ପିନ୍ଧିବେ…..

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ବା ଭିସୁଟ ଏହାର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସକୋର୍ଡ ଲାଗୁ କରିଛି । ୨୦୨୫-୨୬ ଶିକ୍ଷାବର୍ଷ ଠାରୁ ସମସ୍ତ ପ୍ରଥମ ବର୍ଷର ସ୍ନାତକ ଛାତ୍ରଙ୍କ ପାଇଁ ଏକ ବାଧ୍ୟତାମୂଳକ ୟୁନିଫର୍ମ ଡ୍ରେସ୍ କୋଡ୍…

ସନ୍ଧ୍ୟା ୬ଟା୩୦ ରୁ ରାତି ୧୧ ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରାବଣ ମାସର କୃଷ୍ଣ ସପ୍ତମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ରୀତି ସମ୍ପାଦିତ ହେବ । ଏହି ସମୟରେ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ବିଧି। ଦ୍ୱିପହର ଧୂପ ପରେ ଶ୍ରୀମନ୍ଦିରର…

ଅରୁଣଙ୍କ ବେହାଲ ବର୍ଷାରେ ଭିଜିଲେ ଦର୍ଶକ

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଭଞ୍ଜକଳା ମଣ୍ଡପରେ ବୁଧବାର ସନ୍ଧ୍ୟାରେ ସାହିତ୍ୟ ଓ ସଙ୍ଗୀତର ଅନନ୍ୟ ଯୁଗଳବନ୍ଦୀ ଡ଼ ଅରୁଣ କୁମାର ସାହୁଙ୍କ ସଂପାଦିତ 'ସାଇତା ସତ' ପୁସ୍ତକ ଏବଂ 'ବେହାଲ୍ ବର୍ଷା' ସଙ୍ଗୀତର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସାହିତ୍ୟର ଅତିଥି ଭାବେ ବିଶିଷ୍ଟ…