Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶୀତ ଅଧିବେଶନ ପୂର୍ବରୁ ଆଜିଠୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜିଠୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଚ । ଆଜିଠାରୁ ୩ଦିନ ଧରି ଚାଲିବ କରୋନା ପରୀକ୍ଷା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ବିଧାନସଭା ଅଧିବେଶନରେ ସାମିଲ ହେବାକୁ ଅନୁମତି…

ତ୍ରିବେଣୀ ଘାଟରେ ୫ ଯୁବକ ବୁଡିଯିବା ଘଟଣା; ଉଦ୍ଧାର ହେଲା ଆଉ ଜଣଙ୍କ ମୃତ ଦେହ

ନୀଳଗିରି: ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳର କାଠସଙ୍ଗଡା ନଦୀରେ ସୋମବାର ଦିନ ୫ ଜଣ ଯୁବକ ଗାଧୋଇବା ବେଳେ ବୁଡିଯିବା ଘଟଣାରେ ଉଦ୍ଧାରକାରି ଦଳ ଆଉ ଜଣଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି। ସୂଚନାଯୋଗ୍ୟ ଯେ, ନୀଳଗିରି ଅଞ୍ଚଳର ୫ ଜଣ ଯୁବକ ତ୍ରିବେଣୀଘାଟରେ ଗାଧୋଇବା ବେଳେ ଅସାବଧାନତା ଯୋଗୁଁ…

ଡକାୟତି ଯୋଜନା ପଣ୍ଡ, ୫ ଜଣଙ୍କୁ ବାନ୍ଧିଲା ପୁରୀ ପୋଲିସ

ପୁରୀ: ଡକାୟତି କରିବାକୁ ଯୋଜନା କରୁଥିଲେ । ପହଞ୍ଚିଗଲା ପୋଲିସ । ୫ ଜଣଙ୍କୁ ଗିରଫ କରାଯାଇଛି । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ପୋଲିସ ଲୁହାପଡା ମଦ ଦୋକାନ ନିକଟରୁ ଏମାନଙ୍କୁ ଗିରଫ କରିଛି । ଜବତ ହୋଇଛି ମାରଣାସ୍ତ୍ର, ଅଫୁଟା ବୋମା ଓ ବାଇକ୍ । ଗିରଫ ଅଭିଯୁକ୍ତମାନେ ହେଲେ ଜଟଣୀ ଥାନା…

୫ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟକଲା ପୋଲିସ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଗଞ୍ଜେଇ କାରାବାର । ଏହାକୁ ଦୃଷ୍ଟିରେ ରଖି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସ୍ଥାନୀୟ ପ୍ରଶାସନ । ସୂଚନାନୁସାରେ, ଜିଲ୍ଲାର ଉପାନ୍ତ ଅଂଚଳ ଗୁଡିକରେ ବ୍ୟାପକ ପରିମାଣର ଗଂଜେଇ ଚାଷ ହେଉଥିବା ନେଇ ବିଭିନ୍ନ ସମୟରେ…

ଆଜି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ବଦଳୁଛି ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ଚିତ୍ର । ବିକାଶ ପଥରେ ଯୋଡ଼ିବା ପାଇଁ ବହୁ ପଦକ୍ଷେପ ଓ ଯୋଜନା ହାତକୁ ନେଇଛନ୍ତି ରାଜ୍ୟ ସରକାର । ଆଜି ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୋନ୍ ଯୋଗେ ଅଞ୍ଚଳର ବିକାଶ ନେଇ ଲୋକଙ୍କ ସହ…

ରାଜଧାନୀରୁ ଜବତ ହେଲା ବାଘ ଛାଲ; ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀର ଛାତି ଉପରେ ଚାଲିଛି ବେଧଡକ ବାଘଛାଲ ବେପାର । ସୋମବାର ଦିନ କ୍ରାଇମବ୍ରାଞ୍ଚର STF ଟିମ୍‌ ରାଜଧାନୀରୁ ବାଘଛାଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତର ନାମ ହେଉଛି ପ୍ରଶାନ୍ତ ନାଏକ। ପ୍ରଶାନ୍ତଙ୍କ ଘର ମୟୁରଭଞ୍ଜ ଜିଲ୍ଲାରେ ବୋଲି ଜଣାପଡିଛି ।…

ଆଜି ପୁରୀରେ ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ନାଗାର୍ଜୁନ ବେଶ ନେଇ ହେବ ଆଲୋଚନା

ପୁରୀ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ନିଳାଦ୍ରୀ ଭକ୍ତ ନିବାସରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ସମ୍ପର୍କରେ ବୈଠକରେ ଆଲୋଚନା ହୋଇପାରେ । ଆସନ୍ତା ୨୭ ତାରିଖରେ ମହପ୍ରଭୁଙ୍କ ନାଗାର୍ଜୁନ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ; ଲାଞ୍ଚ ନେଇ ଧରାପଡିଲେ ତହସିଲଦାର

ସୋନେପୁର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ବାବୁ। ଦରମା ଟଙ୍କାରେ ପୁରୁନି ପେଟ। ବାବୁଙ୍କ ଦରକାର ମୋଟା ଅଙ୍କର ଲାଞ୍ଚ। ଆମେ କହୁଛୁ ସୋନପୁର ଜିଲ୍ଲା ତରବା ତହସିଲଦାର ସୁବ୍ରତ ବେହେରାଙ୍କ କଥା। ସୋମବାର ଦିନ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍।…

ମଦୁଆଙ୍କ ଆକ୍ରୋଶର ଶିକାର ହେଲେ ଅନୁଗୁଳ ଥାନା ଏସଆଇ

ଅନୁଗୁଳ: ଗତକାଲି ନିମାପଡା ପରେ ଅନୁଗୁଳ ଜିଲ୍ଲା ବନ୍ତଳା ଥାନାର ଜଣେ ଏଏସଆଇ ମଦୁଆଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ସେ ସାଦା ପୋଷାକରେ ମଦୁଆଙ୍କୁ କାବୁ କରିବାକୁ ଯାଇଥିବା ବେଳେ ଦୁଇ ମଦୁଆଙ୍କ ଠାରୁ ମାଡ଼ ଖାଇଥିବା ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୂଚନା ଅନୁସାରେ ରବିବାର…

ରାୟଗଡାରେ ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୩ ମୃତ

ରାୟଗଡା: ବିଷମକଟକ ହଜାରୀଡାଙ୍ଗ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ଲକ୍ଷ୍ମୀପୁରରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିବା ସୂଚନା ମିଳିଛି । ଦୁଇ ଜଣ ଯାତ୍ରୀ ଓ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେ ବି ଅନେକ ଯାତ୍ରୀ ଚାପି ହୋଇରହିଛନ୍ତି ।…