Latest Odisha News

BREAKING NEWS

Browsing Category

ଓଡିଶା

Odisha

ହତ୍ୟା ମାମଲା ରୁଜୁ ପରେ ମାଲକାନଗିରି ଜିଲ୍ଲାପାଳଙ୍କ ବଦଳି

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସୋମବାର ଦିନ ଓଡ଼ିଶା ସରକାର ଯୋଜନା ଓ ସଂଯୋଜନା ବିଭାଗର ଡେପୁଟି ସେକ୍ରେଟାରୀ ଭାବେ ବଦଳି କରିଛନ୍ତି। ଶ୍ରୀ ଅଗ୍ରୱାଲଙ୍କ ସ୍ଥାନରେ ମାଲକାନଗିରି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ୨୦୧୪ ବ୍ୟାଚର ଆଇଏଏସ୍ ଅଫିସର ୟେଦୁଲା ବିଜୟ।…

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ଆଜି ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଯାଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ।…

ହୀରାକୁଦରେ ଇକୋ ରିଟ୍ରିଟ; ଜଳକ୍ରୀଡାରୁ ରୋପୱେ ରାଇଡିଂର ମଜା ନେବେ ପର୍ଯ୍ୟଟକ

ସମ୍ବଲପୁର: ମହାମାରୀ ସମୟରେ ପର୍ଯ୍ୟଟକଙ୍କ ମୁହଁରେ ହସ ଖେଳାଇ ଦେଇଛି ସରକାରଙ୍କ ଇକୋ ରିଟ୍ରିଟର ଆୟୋଜନ। ଚଳିତ ବର୍ଷ ପ୍ରଥମଥର ପାଇଁ ରାଜ୍ୟର ୫ଟି ସ୍ଥାନରେ ଇକୋ ରିଟ୍ରିଟ ଆୟୋଜନ କରାଯାଉଛି। ଉକ୍ତ ୫ଟି ସ୍ଥାନ ମଧ୍ୟରେ ସାମିଲ ଅଛି ପଶ୍ଚିମ ଓଡିଶାର ସମ୍ବଲପୁର ଜିଲ୍ଲା। ପ୍ରାକୃତିକ…

ପୁରୀରୁ ୧୦.୫ ଗ୍ରାମର ବ୍ରାଉନ ସୁଗାର ଜବତ

ପୁରୀ: ବ୍ରାଉନ ସୁଗାର ଜବତ କରିବାରେ ପୁରୀ ଜିଲ୍ଲା କାକଟପୁର ଥାନା ପୋଲିସକୁ ସଫଳତା ମିଳିଛି। ସୂଚନା ଅନୁଯାୟୀ ଓଳଙ୍ଗରା ଗାଁରୁ ଆସୁଥିବା ଏକ ବାଇକକୁ ଯାଞ୍ଚ ବେଳେ ୧୦.୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଆହୁରି ମଧ୍ୟ ଏହି ଘଟଣାରେ ଓଳଙ୍ଗରା ଗାଁର ବେପାରୀ ପ୍ରଶାନ୍ତ ସ୍ୱାଇଁ…

ଆରମ୍ଭ ହେଲା ଏଲଏଲ୍ ଟେଷ୍ଟ

ଭୁବନେଶ୍ୱର: ଓଡିଶାରେ ଲର୍ଣ୍ଣସ୍ ଲାଇସେନ୍ସ (ଏଲଏଲ) ଟେଷ୍ଟ ପ୍ରକ୍ରିୟା ସୋମବାର ଠାରୁ ଆରମ୍ଭ ହୋଇଛି । ଯାହା କୋଭିଡ-୧୯ ମହାମାରୀ ଯୋଗୁଁ ବନ୍ଦ ରହିଥିଲା । ଏନେଇ ପରିବହନ ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…

ଫାଟିଲା ମୋବାଇଲ ଫୋନ୍, ବର୍ଷକର ଶିଶୁ କନ୍ୟା ଗୁରୁତର

କୋରାପୁଟ: ମୋବାଇଲ୍ ଫାଟିବାରୁ ବର୍ଷକର ଶିଶୁ କନ୍ୟା ଗୁରୁତର ଆହତ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ତଳ ବିଲାଂସିଲ ଗାଁରେ । ଆହତ ଶିଶୁକୁ ପ୍ରଥମେ ଲକ୍ଷ୍ମୀପୁର ଡାକ୍ତରଖାନା ଓ ପରେ କୋରାପୁଟ ସ୍ଥାନାନ୍ତର କରାଯାଇଛି । ଆହତ ଶିଶୁ ହେଉଛି…

ରାଜ୍ୟରୁ କରୋନା ନେଲା ଆଉ ୧୬ ଜୀବନ, ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗି ପାରୁନି ବ୍ରେକ । ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାରୁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୯ ଜଣ ପୁରୁଷ । 3.A…

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮୦୦ରୁ କମ୍ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଓଡ଼ିଶାରେ ବି ଖସୁଛି ଦୈନିକ ଟ୍ରେଣ୍ଡ । ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୭ ଓ ଲୋକାଲ୍…

ମାଛ ଧରା ଜାଲରେ ପଡ଼ିଲା ୫ ଫୁଟ ଲମ୍ବା କୁମ୍ଭୀର

ବାଲେଶ୍ୱର: ମାଛ ଜାଲରେ ପଡିଲା ବିରାଟକାୟ କୁମ୍ଭୀର । ପ୍ରାୟ ୫ ଫୁଟର କୁମ୍ଭୀରକୁ ଉଦ୍ଧାର କଲେ ସ୍ଥାନୀୟ ମତ୍ସ୍ୟଜୀବ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ରୂପଖଣ୍ଡ ଗାଁରେ ଥିବା ଏକ ନାଳରୁ କୁମ୍ଭୀରଟିକୁ ଉଦ୍ଧାର କରାଯାଇଛି । ଆରୁହାବାଡ ଗାଁର କିଛି ମତ୍ସ୍ୟଜୀବୀ ମାଛ ମାରିବା ପାଇଁ ଜାଲ…

ଭଦ୍ରକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ଜଣେ ମୃତ, ଜଣେ ଆହତ

ଭଦ୍ରକ: ଭଦ୍ରକ ଜିଲ୍ଲା ଚନ୍ଦନପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ପ୍ରାପ୍ତ ସୂଚନାନୁସାରେ, ରବିବାର ବିଳମ୍ବିତ ରାତିରେ ଦୁଇ ଯୁବକ ବାଲେଶ୍ବର ଜିଲ୍ଲା ସୋରରୁ ବାଇକ ଯୋଗେ ଚାନ୍ଦବାଲି ଆସୁଥିଲେ ।…